Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲୁଚକାଳି ଖେଳିବା ବାହାନାରେ ନାବାଳିକା ସହ ଗଣଦୁଷ୍କର୍ମ : ଅଭିଯୁକ୍ତଙ୍କ ମଧ୍ୟରେ ଦୁଇଜଣ କରୋନା ପଜିଟିଭ୍‌
ଅପରାଧ

ଲୁଚକାଳି ଖେଳିବା ବାହାନାରେ ନାବାଳିକା ସହ ଗଣଦୁଷ୍କର୍ମ : ଅଭିଯୁକ୍ତଙ୍କ ମଧ୍ୟରେ ଦୁଇଜଣ କରୋନା ପଜିଟିଭ୍‌

August 31, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଗରତାଲା : ତ୍ରିପୁରାରେ ଏକ ଲୋମଟାଙ୍କୁରା ଘଟଣା ଘଟିଛି ।ଖେଳିବା ବାହାନାରେ ଏକ ନାବାଳିକା ସହ ଗଣଦୁଷ୍କର୍ମ କରାଯାଇଛି । ଅଭିଯୁକ୍ତମାନେ ନାବାଳକ ବୋଲି ସୂଚନା ରହିଛି । ରବିବାର ପଶ୍ଚିମ ତ୍ରିପୁରାରେ ଏହି ଘଟଣା ସାମ୍ନାକୁ ଆସିଥିଲା । ଲୁଚାକାଳି ଖେଳିବା ବାହାନାରେ ନାବାଳିକାକୁ ଗଣଦୁଷ୍କର୍ମ କରିଥିଲେ ଅଭିଯୁକ୍ତ ସାତ ଜଣ ବାଳକ । ଅଭିଯୁକ୍ତଙ୍କ ମଧ୍ୟରୁ 6 ଜଣଙ୍କୁ ଗିରଫ କରାଯାଇଥିବା ବେଳେ ଜଣେ ଫେରାର ରହିଛି । ଗିରଫ ହୋଇଥିବା 6 ଅଭିଯୁକ୍ତ ନାବାଳକ ମଧ୍ୟରୁ ଚାରି ଜଣଙ୍କୁ ଜୁଭେନାଇଲ ହୋମ  ପଠାଯାଇଥିବା ବେଳେ ଦୁଇ ଜଣଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । କାରଣ ଏହି ଦୁଇ ଅଭିଯୁକ୍ତ କରୋନା ପଜିଟିଭ୍‌ ହୋଇଥିବାର ସୂଚନା ରହିଛି । ଶନିବାର ଦିନ ନାବାଳିକା ଜଣକ ଘରକୁ ଫେରୁଥିବା ସମୟରେ ଏହି କାଣ୍ଡ ଘଟିଥିବାର ସୂଚନା ରହିଛି । ପୀଡ଼ିତା ନାବାଳିକାଙ୍କ ପିତାଙ୍କ ଅଭିଯୋଗେ କ୍ରମେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି ।  (ଏଜେନ୍ସି)

rape
Share. Facebook Twitter LinkedIn Email WhatsApp Copy Link

Related Posts

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026

ଏୟାର ଇଣ୍ଡିଆ ବିମାନରେ ବୋମା ଆତଙ୍କ, ଜୟପୁରରେ ଜରୁରୀ ଅବତରଣ

October 14, 2026
Latest News

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.