Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଶିବସେନାର ପୂର୍ବତନ ପ୍ରଦେଶ ମୁଖ୍ୟ ରମେଶ ସାହୁଙ୍କୁ ଗୁଳି କରି ହତ୍ୟା
ଅପରାଧ

ଶିବସେନାର ପୂର୍ବତନ ପ୍ରଦେଶ ମୁଖ୍ୟ ରମେଶ ସାହୁଙ୍କୁ ଗୁଳି କରି ହତ୍ୟା

September 2, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ମଧ୍ୟପ୍ରଦେଶ : ମଧ୍ୟପ୍ରଦେଶରେ ଶିବସେନାର ପୂର୍ବତନ ପ୍ରଦେଶ ପ୍ରମୁଖ ରମେଶ ସାହୁଙ୍କୁ ଗୁଳି ମାରି ହତ୍ୟା କରାଯାଇଛି । ରମେଶ ସାହୁଙ୍କ ସ୍ତ୍ରୀ ଓ ଝିଅଙ୍କୁ ଅଭିଯୁକ୍ତମାନେ ମଧ୍ୟ ଆକ୍ରମଣ କରିଛନ୍ତି । ଘଟଣା ଘଟାଇବା ପରେ ଅଭିଯୁକ୍ତମାନେ ଘଟଣାସ୍ଥଳରୁ ଫେରାର ରହିଛନ୍ତି । ପୋଲିସ୍‌ ଅଭିଯୁକ୍ତଙ୍କ ତଲାସୀ କରୁଛି ।

ମିଳିଥିବା ସୂଚନାନୁସାରେ, ଶିବସେନାର ପୂର୍ବତନ ପ୍ରମୁଖ ରମେଶ ସାହୁଙ୍କୁ ଇନ୍ଦୋର ନିକଟସ୍ଥ ଓମରୀ ଖେଡାରେ ଗୁଳି କରି ହତ୍ୟା କରାଯାଇଛି । ରମେଶ ସାହୁ ଓମରୀ ଖେଡାରେ ସାଇ ରାମ ଢାବା ସଂଚାଳନ କରୁଥିଲେ । ରମେଶ ସାହୁଙ୍କୁ ଅଜ୍ଞାତ ଅପରାଧୀମାନେ ଗୁଳି ମାରି ହତ୍ୟା କରିଛନ୍ତି । ଅପରପକ୍ଷରେ ରମେଶଙ୍କ ବଞ୍ଚାଇବାକୁ ଯାଇ ତାଙ୍କ ସ୍ତ୍ରୀ ଓ ଝିଅ ମଧ୍ୟ ଗୁରୁତର ହୋଇଛନ୍ତି ।

ତେବେ ଘଟଣାସ୍ଥଳରୁ ପଇସା କିମ୍ବା କୌଣସି ଜିନିଷ ଚୋରି ହୋଇନଥିବାର ସୂଚନା ରହିଛି । ଅଭିଯୁକ୍ତମାନେ କେବଳ ହତ୍ୟା କରି ଫେରାର ହୋଇଛନ୍ତି । ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରିବା ସହ ଶବକୁ ଜବତ କରି ପୋଷ୍ଟମର୍ଟମ୍‌ ପାଇଁ ପଠାଇଛି । (ଏଜେନ୍ସି)

killed
Share. Facebook Twitter LinkedIn Email WhatsApp Copy Link

Related Posts

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Latest News

ବନ୍ଦେ ଭାରତ ସ୍ଲିପର ଟ୍ରେନର ୨୬୦ ଟି ରେକ୍ ନିର୍ମାଣ ଯୋଜନା: ଅଶ୍ୱିନୀ ବୈଷ୍ଣବ

February 4, 2026

ରାଇରଙ୍ଗପୁରରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦଘାଟନ ଓ ଶିଳାନ୍ୟାସ କଲେ ରାଷ୍ଟ୍ରପତି

February 4, 2026

ଆଫଗାନିସ୍ତାନକୁ ପରାସ୍ତ କରି ଦଶମ ଥର ପାଇଁ ବିଶ୍ୱକପ୍ ଫାଇନାଲରେ ପହଞ୍ଚିଲା ଭାରତ

February 4, 2026

ରେଳ କର୍ମଚାରୀମାନଙ୍କୁ ଆନ୍ତରିକ ସ୍ୱୀକୃତି ସହ ବିଶିଷ୍ଟ ରେଳ ସେବା ପୁରସ୍କାର

February 4, 2026

ନୀତି ଆୟୋଗ ତରଫରୁ ନାକଟିଦେଉଳରେ ସମ୍ପୂର୍ଣ୍ଣତା ଅଭିଯାନ ୨.୦ କାର୍ଯ୍ୟକ୍ରମ

February 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.