Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମଦ ନିଶାରେ ପ୍ରେମିକାକୁ ହତ୍ୟା କଲା ପ୍ରେମିକ
ଅପରାଧ

ମଦ ନିଶାରେ ପ୍ରେମିକାକୁ ହତ୍ୟା କଲା ପ୍ରେମିକ

September 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Murder mystery revel of kalimegha murder case

ହରିୟାଣା : ହରିୟାଣା ସୋନିପତର ଏକ ଚାଞ୍ଚଲ୍ୟକର ଘଟଣା ଘଟିଛି । ଏଠାରେ ଜଣେ ପ୍ରେମିକ ମଦ ନିଶାରେ ପ୍ରେମିକାର ଗଳା ଚିପି ହତ୍ୟା କରିଛନ୍ତି ।

ମିଳିଥିବା ସୂଚନା ଅନୁସାରେ, ଶ୍ରବଣ  ଓ ସବିତା ବିହାରର ବେଗୁସରାୟରେ ଗତ ଚାରି ମାସ ଧରି ଏକାସାଙ୍ଗରେ ରହୁଥିଲେ । ମଙ୍ଗଳବାର ଦିନ କିଛି କାରଣ ପାଇଁ ଦୁହିଁଙ୍କ ମଧ୍ୟରେ ଝଗଡା ହୋଇଥିଲା । ଏହାପରେ ଶ୍ରବଣ ରାଗରେ ସବିତାଙ୍କୁ ଗଳା ଚିପି ହତ୍ୟା କରିଦେଇଥିଲେ । ଏହାପରେ ଶ୍ରବଣ ବୃଜେଶ ନାମକ ଜଣେ ବନ୍ଧୁଙ୍କସହିତ  ଶାହାଜାହାନପୁର ଗ୍ରାମର ଏକ ଶ୍ମଶାନ ଘାଟ ନିକଟସ୍ଥ ଏକ କ୍ଷେତରେ ସବିତାଙ୍କ ମୃତଦେହକୁ ପୋତି ଦେଇଥିଲେ । ଏହି ମାମଲାର ଜଣାପଡିବା ପରେ ପୋଲିସ୍‌ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍‌ ଜାରି ରଖିଛି । ପୋଲିସ୍‌ ଏହି ଘଟଣାରେ ଶ୍ରବଣ ଓ ବ୍ରିଜେଶଙ୍କୁ ଗିରଫ କରିନେଇଛନ୍ତି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଭାରତ ଇନୋଭେଟସର ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତା

May 14, 2026

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026
Latest News

ଭାରତ ଇନୋଭେଟସର ‘ଇଣ୍ଡଷ୍ଟ୍ରି ଲିଡର୍ସ ରାଉଣ୍ଡଟେବୁଲ’ରେ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତା

May 14, 2026

ପିପିପି ମୋଡରେ ନାଗପୁର ଅନ୍ତର୍ଜାତୀୟ ବିମାନବନ୍ଦର ଉନ୍ନତିକରଣକୁ କ୍ୟାବିନେଟ୍ ମଞ୍ଜୁରୀ

May 14, 2026

ଆଜି ମଇ ୧୪ ତାରିଖ ବୁଧବାରରେ ଏହି ଛଅଟି ରାଶି ପାଇଁ ରହିଛି ଶୁଭ ଖବର

May 14, 2026

NEET ପେପର ଲିକ୍ କୁ ନେଇ ତାମିଲନାଡୁ ମୁଖ୍ୟମନ୍ତ୍ରୀ ବିଜୟ କଣ କହିଲେ

May 14, 2026

ଧାନର ଏମଏସପି ବୃଦ୍ଧି

May 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.