Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଡ଼ିକି ଭାଙ୍ଗି ଟଙ୍କା ଲୁଟ୍ ଘଟଣାରେ ୨ ଗିରଫ
ଅପରାଧ

ଡ଼ିକି ଭାଙ୍ଗି ଟଙ୍କା ଲୁଟ୍ ଘଟଣାରେ ୨ ଗିରଫ

September 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହେମାଙ୍ଗ ପ୍ରସାଦ ରାଉଳ
ବ୍ରହ୍ମପୁର: ଗତ ୧୪ ତାରିଖ ଦିନ ପୋଲସରା ଥାନା ଅନ୍ତର୍ଗତ ନରସିଂହପଲ୍ଲୀ ଗ୍ରାମ ନିକଟରେ ଏକ ବାଇକ୍‌ର ଡ଼ିକି ଭାଙ୍ଗି ଲକ୍ଷାଧିକ ଟଙ୍କା ଚୋରି ହୋଇଥିଲ। ଏହି ଘଟଣାରେ ପୋଲିସ୍ ଦୁଇ ଅଭିଯୁକ୍ତକୁ ଗିରଫ କରିବା ସହ ଲୁଟ୍ ଟଙ୍କା ଏବଂ ବାଇକ୍‌କୁ ଜବତ କରିଛି। ଗିରଫ ଦୁଇ ଅଭିଯୁକ୍ତ ହେଲେ କୋଦଳା ଅଂଚଳର ଶିବ ଚୌଧୁରୀ ଓ ପି. କ୍ରଷ୍ଣା। ସେମାନଙ୍କ ନିକଟରୁ ୧ ଲକ୍ଷ ୧୦ ହଜାର ଟଙ୍କା ଏବଂ ଚୋରିରେ ବ୍ୟବହୃତ ବାଇକ୍‌କୁ ପୋଲିସ୍ ଜବତ କରିଛି।

ଘଟଣାରୁ ପ୍ରକାଶ ଯେ ହାତୀଓଟ ଗ୍ରାମର ଅମରେନ୍ଦ୍ର ବିଶ୍ୱାଳ ପୋଲସରା ଷ୍ଟେଟ ବ୍ୟାଙ୍କରୁ ଟଙ୍କା ଉଠାଇ ନିଜ ଡ଼ିକିରେ ରଖିଥିଲେ। କିଛି କାମ ପାଇଁ ନରସିଂହପୁରରେ ବାଇକ୍‌କୁ ରଖି ଯାଇଥିବାବେଳେ ଆସିଲା ବେଳେ ଡ଼ିକି ଭଂଗା ଯାଇଛି । ଏନେଇ ସେ ପୋଲସରା ଥାନାରେ ଅଭିଯୋଗ କରିବା ପରେ ପୋଲିସ୍ ଥାନା କେସ ନଂ ୨୧୮/୨୦ ପ୍ରକାରେ ମାମଲା ରୁଜୁ କରି ଅନୁସନ୍ଧାନ ଚଳାଇଥିଲା। ପରେ ବ୍ୟାଙ୍କର ସିଟି ଟିଭ୍ ଯାଞ୍ଚ ପରେ ଅମରେନ୍ଦ୍ରକୁ ଦୁଇଜଣ ପିଛା କରୁଥିବା ସ୍ପଷ୍ଟ ବାରିହେବାରୁ ପୋଲିସ୍ ଉଭୟ ଅଭିଯୁକ୍ତକୁ ଗିରଫ କରିବାରେ ସଫଳ ହୋଇଥିଲା।

ଗିରଫ ବ୍ରହ୍ମପୁର
Share. Facebook Twitter LinkedIn Email WhatsApp Copy Link

Related Posts

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026
Latest News

ରଥଯାତ୍ରା ଭିଡ଼ ପରିଚାଳନା ପାଇଁ ଚଳିତ ବର୍ଷ ପୁରୀକୁ ନିୟମିତ ଚାଲୁଛି ୧୧୬ଟି ଟ୍ରେନ: ଅଶ୍ୱିନୀ ବୈଷ୍ଣବ

July 24, 2026

ପୁରୀ ରେଳ ଷ୍ଟେସନରେ ଏଆଇ ସଞ୍ଚାଳିତ “ଡିଏସ୍‌ସି ଅର୍ଜୁନ” ମୁତୟନ

July 24, 2026

ତାଳଚେର-ବିମଳାଗଡ଼ ନୂତନ ରେଳପଥ ପ୍ରକଳ୍ପ ପାଇଁ ୯୫୦ କୋଟିର ବଜେଟ୍ ବ୍ୟବସ୍ଥା

July 24, 2026

କର୍ଣ୍ଣାଟକ ଓ ଆନ୍ଧ୍ରପ୍ରଦେଶର ୩ ଜିଲ୍ଲାକୁ ନେଇ ରେଳ ମଲ୍ଟିଟ୍ରାକିଂ ପ୍ରକଳ୍ପକୁ କେନ୍ଦ୍ର ମନ୍ତ୍ରିମଣ୍ଡଳର ଅନୁମୋଦନ

July 24, 2026

ଯୁବକଙ୍କୁ ଗୁଳିକରି ହତ୍ୟା: ଅଭିଯୁକ୍ତ ଫେରାର

July 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.