Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଲଜ୍ଜ୍ୟା : 19 ବର୍ଷୀୟା କରୋନା ଆକ୍ରାନ୍ତଙ୍କୁ ଦୁଷ୍କର୍ମ କଲେ ଆମ୍ବୁଲାନ୍ସ  ଡ୍ରାଇଭର
ଅପରାଧ

ଲଜ୍ଜ୍ୟା : 19 ବର୍ଷୀୟା କରୋନା ଆକ୍ରାନ୍ତଙ୍କୁ ଦୁଷ୍କର୍ମ କଲେ ଆମ୍ବୁଲାନ୍ସ  ଡ୍ରାଇଭର

September 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

କେରଳ : ଦେଶରେ କରୋନା ମାମଲା ବୃଦ୍ଧି ପାଇବାରେ ଲାଗିଛି । ମହାମାରୀ ସମୟରେ ବି ଏକ ଲଜ୍ଜ୍ୟାଜନକ ଘଟଣା ସାମ୍ନାକୁ ଆସିଛି । କେରଳରେ ପଟ୍ଟନାମିଠାଠାରେ ଏକ କରୋନା ସଂକ୍ରମିତ ଯୁବତୀଙ୍କ ଦୁଷ୍କର୍ମ ହୋଇଥିବାର ଅଭିଯୋଗ ହୋଇଛି । ମିଳିଥିବା ସୂଚନା ଅନୁସାରେ  ଏଠାରେ ଜଣେ ଆମ୍ବୁଲାନ୍ସ ଡ୍ରାଇଭର୍‌ 19 ବର୍ଷୀୟା କରୋନା ଆକ୍ରାନ୍ତଙ୍କୁ ଦୁଷ୍କର୍ମ କରିଥିବାର ଅଭିଯୋଗ ହୋଇଛି। ଏହି ମାମଲାରେ କେରଳ ପୋଲିସ୍‌ ଆମ୍ବୁଲାନ୍ସ ଡ୍ରାଇଭରଙ୍କୁ ଗିରଫ କରିଛି ।

ମିଳିଥିବା ସୂଚନା ଅନୁସାରେ, ପାଥଲମରେ ଜଣେ 19 ବର୍ଷୀୟା ଯୁବତୀ ତାଙ୍କ ସମ୍ପର୍କୀୟଙ୍କ ଘରେ ହୋମ କ୍ୱାରାଣ୍ଟାଇନରେ ଥିବା ବେଳେ ଗତ ଶନିବାର ସେ କରୋନା ପଜିଟିଭ ଥିବା ଜଣାପଡିଥିଲା। ଏହାପରେ ଉକ୍ତ ଅଞ୍ଚଳର ସ୍ବାସ୍ଥ୍ୟକର୍ମୀ କରୋନା ସଂକ୍ରମିତ ଯୁବତୀଙ୍କ ସହ ଅନ୍ୟ ଜଣେ ମହିଳା ଯେ କି କରୋନା ସଂକ୍ରମିତ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭିନ୍ନ ଭିନ୍ନ କରୋନା କେୟାର ସେଣ୍ଟରକୁ ପଠାଇଥିଲେ। ପ୍ରଥମେ ମହିଳା ଜଣଙ୍କୁ ଆମ୍ବୁଲାନ୍ସ ଡ୍ରାଇଭର ଗୋଟିଏ କରୋନା କେୟାର ସେଣ୍ଟରରେ ଓହ୍ଲାଇଦେବା ପରେ 19 ବର୍ଷୀୟ ଯୁବତୀଙ୍କୁ ଏକ ନିଛାଟିଆ ସ୍ଥାନକୁ ନେଇ ଦୁଷ୍କର୍ମ କରିଥିଲେ। କରୋନା କେୟାର ସେଣ୍ଟରରେ ପହଞ୍ଚାଇବା ପରେ ଯୁବତୀଙ୍କ ଅଭିଯୋଗ କ୍ରମେ ପୋଲିସ ଆମ୍ବୁଲାନ୍ସ ଡ୍ରାଇଭର ନୌଫାଲଙ୍କୁ ଗିରଫ କରିଥିବା ସୂଚନା ଦେଇଛି। ଏହି ଘଟଣା ସମ୍ପର୍କରେ ଜଣାପଡିବା ପରେ କେରଳର ସ୍ବାସ୍ଥ୍ୟମନ୍ତ୍ରୀ କେକେ ଶୈଳଜା ଉକ୍ତ ଡ୍ରାଇଭଙ୍କୁ ଚାକିରିରୁ ନିଲମ୍ବିତ କରିବା ସହ ତାଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ସୂଚନାଯୋଗ୍ୟ, ଭାରତରେ କରୋନା ସଂକ୍ରମଣ ମାମଲା ବୃଦ୍ଧି ପାଇଥିବାବେଳେ କେରଳରେ 326ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ମୋଟ୍‌ ସଂକ୍ରମିତଙ୍କ ସଂଖ୍ୟା 82 ହଜାର 104ରେ ପହଞ୍ଚିଛି ।

Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026
Latest News

ରଣପୁରରେ ଜାତୀୟ ସଡ଼କ ସୁରକ୍ଷା ମାସ ସଚେତନତା କାର୍ଯ୍ୟକ୍ରମ

January 10, 2026

ବିଶ୍ୱର ସର୍ବବୃହତ ଦୁଗ୍ଧ ଉତ୍ପାଦନକାରୀ ଏବଂ ସର୍ବବୃହତ ଚାଉଳ ରପ୍ତାନିକାରୀ ପାଲଟିଲା ଭାରତ

January 10, 2026

ରିଲାଏନ୍ସ ଫାଉଣ୍ଡେସନ ଛାତ୍ରବୃତ୍ତି: ଓଡ଼ିଶାର ୧୨୭ ଛାତ୍ରଛାତ୍ରୀ ମନୋନୀତ

January 10, 2026

‘ବିଶ୍ୱ ଦରବାରରେ ଓଡ଼ିଶାର ବୀରତ୍ୱକୁ ନୂତନ ପରିଚୟ ଦେବ’: ଧର୍ମେନ୍ଦ୍ର ପ୍ରଧାନ

January 10, 2026

‘ପ୍ରଥମେ ପିଟିଲେ, ପୁଣି ବିଷ ଖାଇବାକୁ ବାଧ୍ୟ କଲେ’: ବାଂଲାଦେଶରେ ଆଉ ଜଣେ ହିନ୍ଦୁଙ୍କୁ ହତ୍ୟା

January 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.