Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ନାବାଳିକାଙ୍କୁ ଗଣଦୁଷ୍କର୍ମ : ଅଭିଯୁକ୍ତ ମଧ୍ୟରୁ ଜଣେ ଫେରାର୍‌
ଅପରାଧ

ନାବାଳିକାଙ୍କୁ ଗଣଦୁଷ୍କର୍ମ : ଅଭିଯୁକ୍ତ ମଧ୍ୟରୁ ଜଣେ ଫେରାର୍‌

September 20, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ରାଜସ୍ଥାନ : ରାଜସ୍ଥାନର ଭରତପୁରଠାରେ ଜଣେ 14 ବର୍ଷୀୟା ନାବାଳିକାଙ୍କ ସହିତ ଗଣଦୁଷ୍କର୍ମ ହୋଇଥିବାର ଘଟଣା ସାମ୍ନାକୁ ଆସିଛି । ପୀଡ଼ିତାଙ୍କ ପରିଜନ ଅଭିଯୁକ୍ତଙ୍କ ବିରୋଧରେ ପୋଲିସ୍‌ରେ ଏତଲା ଦେଇଛନ୍ତି ।

କାମା ଥାନା ଅଞ୍ଚଳର ଏକ ଗ୍ରାମରେ ଏହି ଅଘଟଣ ଘଟିଛି । ଏଠାରେ ଶନିବାର ସନ୍ଧ୍ୟାରେ 14ବର୍ଷୀୟା ବାଳିକା କ୍ଷେତକୁ କାଠ ଆଣିବାକୁ ଯାଇଥିବାବେଳେ ଗ୍ରାମର ଦୁଇ ଯୁବକ ତାଙ୍କୁ ଜବରଦସ୍ତ ଧରି ନେଇଥିବାବେଳେ ଏକାନ୍ତ ସ୍ଥାନକୁ ନେଇ ଗଣଦୁଷ୍କର୍ମ କରିଥିଲେ । ଯୁବତୀଙ୍କ ଚିତ୍କାର ଶୁଣି କିଛି ଲୋକେ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତଙ୍କୁ ଧରିବାକୁ ଚେଷ୍ଟା କରିଥିଲେ । ଦୁଇ ଅଭିଯୁକ୍ତଙ୍କ ମଧ୍ୟରୁ ଜଣଙ୍କୁ ଅଟକ ରଖାଯାଇଥିବାବେଳେ ଅନ୍ୟ ଜଣେ ଫେରାର ହୋଇଯାଇଥିଲେ ।

ପୀଡ଼ିତାଙ୍କ ବାପା-ମା’ଙ୍କ ବୟାନ ଅନୁସାରେ ପୋଲିସ୍‌ ଦୁଇ ଅଭିଯୁକ୍ତଙ୍କ ବିରୋଧରେ ମାମଲା ରୁଜୁ କରିଥିବାବେଳେ ପୀଡ଼ିତାଙ୍କର ଡାକ୍ତରୀ ପରୀକ୍ଷା କରାଇଛି । (ଏଜେନ୍ସି)

Share. Facebook Twitter LinkedIn Email WhatsApp Copy Link

Related Posts

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Latest News

ଏଚ୍‌-୧ବି ଭିସା ଫି’: ନୂଆ ନିୟମ ଆଣିବା ଯୋଜନାରେ ଡିଏଚ୍‌ଏସ୍‌

August 25, 2026

ଗ୍ଲୋବାଲ୍ ସ୍ୱୀକୃତି ପାଇଲା ୟୁପିଆଇ: କାରବାର ସଂଖ୍ୟାରେ ୧୩ ହଜାର ଗୁଣ ବୃଦ୍ଧି

August 25, 2026

ଚାଷୀଙ୍କ ସ୍ୱପ୍ନ ପୂରଣ ସରକାରଙ୍କ ଲକ୍ଷ୍ୟ: ଉପମୁଖ୍ୟମନ୍ତ୍ରୀ

August 25, 2026

ଗାନ୍ଧିମାର୍ଗରେ ଲଘୁଚାପ ବର୍ଷା ଓ ଚାଇଁ ଚାଇଁ ଖରାରେ ଶିକ୍ଷକ ସମାଜ: ସମନ୍ୱୟ ସମିତି

August 25, 2026

ବିସ୍ତୃତ ରାଶିଫଳ: ଅଗଷ୍ଟ ୨୫ ରେ ଏହି ଛଅଟି ରାଶିର ବ୍ୟକ୍ତି ରୁହନ୍ତୁ ସାବଧାନ

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.