Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଖୋର୍ଦ୍ଧା ଉପ ଜିଲ୍ଲାପାଳ କାର୍ଯ୍ୟାଳୟର ହେଡ କ୍ଲର୍କ
ଅପରାଧ

ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ ଖୋର୍ଦ୍ଧା ଉପ ଜିଲ୍ଲାପାଳ କାର୍ଯ୍ୟାଳୟର ହେଡ କ୍ଲର୍କ

September 30, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଖୋର୍ଦ୍ଧା ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ହେଡ କ୍ଲର୍କ ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ହେଡ କ୍ଲର୍କ ତପନ କୁମାର ନାୟକ ୨୦,୦୦୦ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡି ଗିରଫ ହୋଇଛନ୍ତି। ସୂଚନାରୁ ଜଣାପଡିଛି ଖୋର୍ଦ୍ଧା ବସନ୍ତ ଗ୍ରାମର ରାଜ ନାୟକ ଅନୁସୂଚିତ ଜାତିର। ସେ ସାଧାରଣ ବର୍ଗର ଲୋକକୁ ଏକ ଜମି ବିକ୍ରୀ କରିବାକୁ ସ୍ବୀକୃତି ପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଦରଖାସ୍ତ କରିଥିଲେ। ସ୍ବୀକୃତି କରାଇଦେବାପାଇଁ ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ କାର୍ଯ୍ୟରତ ହେଡ କ୍ଲର୍କ ତପନ କୁମାର ନାୟକ ରାଜ ନାୟକଙ୍କୁ ୨୦,୦୦୦ ଟଙ୍କା ମାଗିଥିଲେ। ଯୋଜନା ମୂତାବକ ରାଜ ନାୟକଙ୍କ ଠାରୁ ହେଡ କ୍ଲର୍କ ଟଙ୍କା ନେଉଥିବା ବେଳେ ପୂର୍ବରୁ ଛକି ରହିଥିବା ଭିଜିଲାନ୍ସ ଅଧିକାରୀମାନେ ତପନ କୁମାର ନାୟକଙ୍କ ଠାରୁ କେମିକାଲ ବୋଳା ଟଙ୍କା ଜବତ କରି ଗିରଫ କରିଥିବା ଜଣାପଡିଛି।

ଖୋର୍ଦ୍ଧା ଉପ ଜିଲ୍ଲାପାଳ କାର୍ଯ୍ୟାଳୟ ଭିଜିଲାନ୍ସ ଦ୍ୱାରା ଗିରଫ ହେଡ କ୍ଲର୍କ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025
Latest News

ଓଡ଼ିଶାରେ ଦକ୍ଷତା ବିକାଶ ନେଇ କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ବୈଠକ

August 5, 2025

ବଳଙ୍ଗା ମୃତ ଛାତ୍ରୀଙ୍କ ଗାଁରୁ ନିମାପଡା ପର୍ଯ୍ୟନ୍ତ ନାରୀ ନ୍ୟାୟ ପଦଯାତ୍ରା କରିବ ପ୍ରଦେଶ କଂଗ୍ରେସ

August 5, 2025

ଅଗଷ୍ଟ  ୧୧ ରେ ହେବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି, ଜାଣନ୍ତୁ କେମିତି କରିବେ ରେଜିଷ୍ଟ୍ରେସନ

August 5, 2025

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ପ୍ରିୟଙ୍କା ଚତୁର୍ବେଦୀ, ବିଜେପିରେ ଯୋଗଦେବା ଉପରେ ବଢିଲା କଳ୍ପନାଜଳ୍ପନା

August 5, 2025

ରାଜ୍ୟସ୍ତରୀୟ ବନ ଅଧିକାରୀ ସମ୍ମିଳନୀରେ ଜଙ୍ଗଲ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀଙ୍କ କଡା ତାଗିଦ, କହିଲେ…

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.