Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଟିକଟକରୁ ସମଲିଙ୍ଗୀ ସମ୍ପର୍କ: ନାବାଳିକାକୁ ଅପହରଣ କରି ପଶ୍ଚିମବଙ୍ଗ ଯୁବତୀ ଗିରଫ
ଅପରାଧ

ଟିକଟକରୁ ସମଲିଙ୍ଗୀ ସମ୍ପର୍କ: ନାବାଳିକାକୁ ଅପହରଣ କରି ପଶ୍ଚିମବଙ୍ଗ ଯୁବତୀ ଗିରଫ

October 1, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: ସମଲିଙ୍ଗୀ ସମ୍ପର୍କକକୁ ନେଇ ପଶ୍ଚିମ ବଙ୍ଗର ଜଣେ ଯୁବତୀ କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଥାନା ଅଞ୍ଚଳର ଜଣେ ନାବାଳିକାକୁ ଅପହରଣ କରି ଗିରଫ ହୋଇଥିବା ଘଟଣା ଏବେ ଅଞ୍ଚଳରେ ବେଶ ଚର୍ଚ୍ଚାର ବିଷୟ ହୋଇଛି।

ପ୍ରକାଶ ଯେ, ଗତ ୧୭ ତାରିଖ ଦିନ ଜୈନୀକା ନାବାଳିକାଙ୍କ ବାପା ତାଙ୍କ ଝିଅକୁ କିଏ ଅପହରଣ କରି ନେଇଛି ବୋଲି ଧର୍ମଗଡ଼ ଥାନାରେ ଅଭିଯୋଗ କରି ଥିଲେ। ଅଭିଯୋଗ ହେଲା ପରେ ଧର୍ମ ଗଡ଼ ପୋଲିସ ନାବାଳିକାର ମୋବାଇଲକୁ ଟ୍ରାକିଙ୍ଗ କରିଥିଲା। କଳାହାଣ୍ଡି ସାଇବର ସେଲ ଏହି ଘଟଣା ଉପରେ ଅନୁସନ୍ଧାନ କରିବା ପରେ ଏହି ନାବାଳିକା ଜଣକ ପଶ୍ଚିମବଙ୍ଗରେ ରହିଥିବା ଜଣା ପଡିଥିଲା।

ନାବାଳିକାକୁ ଉଦ୍ଧାର କରିବା ପାଇଁ ଧର୍ମଗଡ଼ ପୋଲିସର ଏକ ଟିମ ପଶ୍ଚିମବଙ୍ଗ ଯାଇ ନାବାଳିକା ଓ ଉକ୍ତ ଯୁବତୀକୁ ଉଦ୍ଧାର କରିଥିଲା ଓ ଧର୍ମଗଡ଼ ଥାନାରେ ପଚାର ଉଚୁରା କରିବା ପରେ ନାବାଳିକା ଓ ଅଭିଯୁକ୍ତା ଯୁବତୀଙ୍କ ମଧ୍ୟରେ ଗତ ୧ ବର୍ଷ ଧରି ଫେସବୁକ ୱାଟସପ ଓ ଟିକ ଟକରେ ପ୍ରେମ ସମ୍ପର୍କ ସ୍ଥାପନ ହୋଇଥିଲା। ଯୁବତୀ ଜଣକ ବିଭିନ୍ନ ଯାନବାହନ ପଶ୍ଚିମବଙ୍ଗରୁ ବଲଦିଆମାଲ ଗ୍ରାମକୁ ଆସିବା ପରେ ନାବାଳିକା ସହ ଯୋଗା ଯୋଗ କରି ଉଭୟେ ପଶ୍ଚିମବଙ୍ଗକୁ ପଳାଇଥିଲେ ବୋଲି ପୋଲିସ ସୂତ୍ରରୁ ପ୍ରକାଶ ଓ ଏହି ଘଟଣାରେ ପଶ୍ଚିମବଙ୍ଗର ଅଭିଯୁକ୍ତା ସଂଗୀତା ମାଲାକରକୁ କେସ ନମ୍ବର ୧୧୫/୨୦ ଧାରା ୩୬୩/୩୬୬/୩୭୦(୨)/୩୭୧ ଆଇପିସି ରେ ମାମଲା ରୁଜୁ କରି ଗିରଫ କରିଥିଲା। କରୋନା ଯାଞ୍ଚ ପରେ ତାକୁ କୋର୍ଟ ଚାଲାଣ କରା ଯାଇଥିବା ଧର୍ମଗଡ଼ ଥାନା ଅଧିକାରୀ ଚନ୍ଦ୍ର ଶେଖର ଶବରଙ୍କ ସୂତ୍ରରୁ ପ୍ରକାଶ।

ଗିରଫ ନାବାଳିକାକୁ ଅପହରଣ ସମଲିଙ୍ଗୀ ସମ୍ପର୍କ
Share. Facebook Twitter LinkedIn Email WhatsApp Copy Link

Related Posts

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Latest News

ଭାରତ ଉପରେ ଶୁଳ୍କ ହ୍ରାସ କଲା ଆମେରିକା: ମୋଦିଙ୍କ ସହ ଫୋନ୍ କଲ୍ ପରେ ଟ୍ରମ୍ପଙ୍କ ବଡ ଘୋଷଣା

February 2, 2026

ଇଗ୍ନୋର ନାମଲେଖା ଓ ପୁନଃପଞ୍ଜୀକରଣ ଅବଧି ୧୫ ଫେବୃଆରୀ ପର୍ଯ୍ୟନ୍ତ ବୃଦ୍ଧି

February 2, 2026

ବଜେଟରେ ରେଳ ବିକାଶ ପାଇଁ ଏଥର ଓଡିଶାକୁ ମିଳିଲା କେତେ ? କହିଲେ ରେଳମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ

February 2, 2026

ଓଡ଼ିଶା ଗସ୍ତରେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି ଦଳ: ପିଆଇବି ଏଡିଜିଙ୍କ ସହ କଲେ ମତବିନିମୟ

February 2, 2026

ଭୁବନେଶ୍ବରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ, ରାଜ୍ୟପାଳ ଓ ମୁଖ୍ୟମନ୍ତ୍ରୀ କଲେ ସ୍ବାଗତ

February 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.