Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦୁଷ୍କର୍ମ କରିବାରେ ବିଫଳ ହେବାରୁ ନାବାଳିକାକୁ ଜୀଅଁନ୍ତା ଜାଳିଲା ଯୁବକ
ଅପରାଧ

ଦୁଷ୍କର୍ମ କରିବାରେ ବିଫଳ ହେବାରୁ ନାବାଳିକାକୁ ଜୀଅଁନ୍ତା ଜାଳିଲା ଯୁବକ

October 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ହାଇଦ୍ରାବାଦ : ସାରା ଦେଶରେ ହାଥରସ୍‌ ଗଣ ଦୁଷ୍କର୍ମର ନିଆଁ ନ ଥମୁଣୁ ଦେଶର ବିଭିନ୍ନ କୋଣରୁ ପ୍ରତ୍ୟହ ଦୁଷ୍କର୍ମ ଭଳି ଘଟଣାମାନ ସାମ୍ନାକୁ ଆସିଛି । ହାଇଦ୍ରାବାଦରୁ ପୁଣିଥରେ ଏକ ଭୟଙ୍କର ଘଟଣା ସାମ୍ନାକୁ ଆସିଛି । ଜଣେ 13 ବର୍ଷୀୟା ଝିଅକୁ ଦୁଷ୍କର୍ମ କରିବାରେ ବିଫଳ ହେବାରୁ 26 ବର୍ଷୀୟ ଯୁବକ ଜୀଅନ୍ତା ଜାଳି ଦେଇଛି । ପୀଡିତା ଜଣକ ଜଣେ ଘରୋଇ ସହାୟିକା ରୂପେକାର୍ଯ୍ୟ କରୁଥିବାର ସୂଚନା ରହିଛି। ଅଭିଯୁକ୍ତ ଜଣକ ଜଣକ ବିବାହିତା ହୋଇଥିବାବେଳେ ତାଙ୍କ ପତ୍ନୀ ଗର୍ଭବତୀ ରହିଥିବାର ସୂଚନା ରହିଛି । ପୀଡ଼ିତା ଓ ଅଭିଯୁକ୍ତ ଉଭୟ ଦଳିତ ଜାତିର ବୋଲି ସୂଚନା ରହିଛି ।

ମିଳିଥିବା ସୂଚନା ଅନୁସାରେ ତେଲେଙ୍ଗାନାର ଖାମମ୍‌ ସହରରେ ସେପେ୍ଟମ୍ବର 18ତାରିଖରେ ଅଭିଯୁକ୍ତ ଜଣକ ଦୁଷ୍କର୍ମ କରିବାକୁଚେଷ୍ଟା କରିଥିଲେ । ନାବାଳିକା ଜଣକ ଏହାର ବିରୋଧ କରିବାରୁ ଉତ୍କ୍ଷିପ୍ତ ଯୁବକ ଜଣକ ତାଙ୍କ ଉପରେ ପେଟ୍ରୋଲ ଢାଳି ନିଆଁ ଲଗାଇ ଦେଇଥିଲେ । ନାବାଳିକା ଜଣକ 70ପ୍ରତିଶତ ଜଳି ଯାଇଥିବାବେଳେ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ନାବାଳିକା ଜଣକ ଅଭିଯୁକ୍ତଙ୍କ ଘରେ କାମ କରୁଥିବାର ସୂଚନା ରହିଛି। ତେବେ ଏହି ଘଟଣାର କୌଣସି ଏଫଆଇଆର ରୁଜୁ ହୋଇନଥିବାବେଳେ ପୋଲିସ୍‌ ନିଜ ଆଡୁ ମାମଲା ରୁଜୁ କରି ଅଭିଯୁକ୍ତକୁ ଗିରଫ କରିଛି । (ଏଜେନ୍ସି)

BJP Ads
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ନଭେମ୍ବର ୪ ତାରିଖ ମଙ୍ଗଳବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

November 4, 2025

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025
BJP Ads
Latest News

ଆଜି ନଭେମ୍ବର ୪ ତାରିଖ ମଙ୍ଗଳବାର ଦିନ ଏହି ରାଶିର ବ୍ୟକ୍ତିମାନେ ସକାଳୁ ପାଇବେ ଶୁଭ ଖବର

November 4, 2025

ଏସ୍‌ପିଏସ୍ କ୍ୟାମ୍ପସ-୨ର ପ୍ରଥମ ବର୍ଷର ଛାତ୍ରଛାତ୍ରୀଙ୍କ ନିମନ୍ତେ ଓରିଏନ୍‌ଟେସନ୍ କାର୍ଯ୍ୟକ୍ରମ

November 3, 2025

ସମୟୋଚିତ ଯୋଜନା ଏବଂ ସମନ୍ୱୟ ମାଧ୍ୟମରେ ୟୁରିଆ ଉପଲବ୍ଧତା ସୁନିଶ୍ଚିତ କଲା ସାର ବିଭାଗ

November 3, 2025

୧ ଲକ୍ଷ କୋଟି ମୂଲ୍ୟର ଗବେଷଣା, ବିକାଶ ଓ ନବସୃଜନ ଯୋଜନାର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 3, 2025

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.