Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»କ୍ଷେତରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଚାରି ସନ୍ତାନଙ୍କ ମୃତଦେହ : କୁରାଢୀରେ କରାଯାଇଛି ନିର୍ମମ ହତ୍ୟା
ଅପରାଧ

କ୍ଷେତରୁ ଝୁଲନ୍ତା ଅବସ୍ଥାରେ ମିଳିଲା ଚାରି ସନ୍ତାନଙ୍କ ମୃତଦେହ : କୁରାଢୀରେ କରାଯାଇଛି ନିର୍ମମ ହତ୍ୟା

October 16, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
Murder mystery revel of kalimegha murder case

ଜଲଗାଁଓ : ମହାରାଷ୍ଟ୍ରର ଜଲଗାଁଓରୁ ଏକ ହୃଦୟ ବିଦାରକ ଘଟଣା ସାମ୍ନାକୁ ଆସିଛି । ଜଣେ ଅଜ୍ଞାତ ବ୍ୟକ୍ତି ଗୋଟିଏ ପରିବାରର ଚାରି ସନ୍ତାନଙ୍କୁ କୁରାଢୀରେ ନିର୍ମମ ହତ୍ୟା କରିଛି । ବୋରେଖେଡା ଗ୍ରାମର କ୍ଷେତରୁ ଚାରି ଶିଶୁଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଥିଲା ।

ମିଳିଥିବା ସୂଚନା ଅନୁସାରେ ଚାକିରି ସନ୍ଧାନରେ ମହତାବ ତାଙ୍କ ସ୍ତ୍ରୀ ସହ ଚାରି ସନ୍ତାନକୁ ଧରି ମଧ୍ୟପ୍ରଦେଶରୁ ମହାରାଷ୍ଟ୍ରର ଜଲଗାଁଓ ଆସିଥିଲେ । ତାଙ୍କ ପରିବାରରେ ତାଙ୍କ ସ୍ତ୍ରୀ ରୁମଲୀ ବାଇ ଓ 12 ବର୍ଷର ଝିଅ ସଇତା, 11 ବର୍ଷର ରାଓ୍ବଲ୍‌, ଆଠ ବର୍ଷର ଅନୀଲ୍‌ ଓ ତିନି ବର୍ଷର ସୁମନ୍‌ ରହିଥିଲେ । ବାରଖେଡା ଗ୍ରାମର ମୁସ୍ତଫା ନାମକ ଜଣେ ବ୍ୟକ୍ତିଙ୍କ ଘରେ ମହତାବ ଚାଷ କାର୍ଯ୍ୟ କରୁଥିଲେ । ତେବେ ମାତା ପିତା ମଧ୍ୟପ୍ରଦେଶରେ ରହିଥିବାବେଳେ ଚାରି ସନ୍ତାନଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ମୁସ୍ତାଫାଙ୍କ କ୍ଷେତରୁ ଉଦ୍ଧାର କରାଯାଇଛି ।  ତେବେ ଏହି ଘଟଣା ଗୁରୁବାର ଦିନ ବିଳମ୍ବିତ ରାତ୍ରିରେ ହୋଇଥିବାର ସୂଚନା ରହିଛି ।

ପ୍ରାଥମିକ ଯାଞ୍ଚରୁ ଏହି ମୃତ ସନ୍ତାନକୁ ଏକ କୁରାଢୀରେ ହତ୍ୟା କରାଯାଇଥିବାର ସୂଚନା ଦେଇଛି ପୋଲିସ୍‌ । ତେବେ ପୋଲିସ୍‌ ସମସ୍ତ ଅଞ୍ଚଳକୁ ସିଲ୍‌ କରି ତଦନ୍ତ ଆରମ୍ଭ କରିଛି । (ଏଜେନ୍ସି)

murder
Share. Facebook Twitter LinkedIn Email WhatsApp Copy Link

Related Posts

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026

ଅତିରିକ୍ତ ସମୟରେ ଆର୍ଜେଣ୍ଟିନାର ଦମଦାର ବିଜୟ: ସେମିଫାଇନାଲରେ ପହଞ୍ଚିଲା ମେସିଙ୍କ ଦଳ 

July 12, 2026
Latest News

ହର୍ମୁଜରେ ବାଣିଜ୍ୟିକ ଜାହାଜ ଉପରେ ଆକ୍ରମଣ କଲା ଇରାନ: ଭାରତର କଡ଼ା ପ୍ରତିକ୍ରିୟା

July 12, 2026

ଭାରତ-ଇଣ୍ଡୋନେସିଆ ସମ୍ପର୍କ: ପ୍ରଧାନମନ୍ତ୍ରୀ ମୋଦୀଙ୍କୁ ପ୍ରଶଂସା କଲେ ପାକିସ୍ତାନର ପୂର୍ବତନ ରାଷ୍ଟ୍ରଦୂତ

July 12, 2026

ସାର୍ଟ ବୋତାମରେ ତିନି ରଥ ନିର୍ମାଣ କରି ଚର୍ଚ୍ଚାରେ ପିପିଲିର ଯୁବ ଶିଳ୍ପୀ ଅକ୍ଷୟ ମହାପାତ୍ର

July 12, 2026

କେବେ ହର୍ମୁଜ୍ ପ୍ରଣାଳୀ ଖୋଲିବ ଇରାନ?: ଡୋନାଲ୍ଡ ଟ୍ରମ୍ପଙ୍କ ଆଗରେ ଏହି ସର୍ତ୍ତ ରଖିଲା IRGC 

July 12, 2026

ଅପହରଣ ପରେ ୧ ଲକ୍ଷ ଟଙ୍କାରେ ବିକ୍ରି ହେଲା ନାବାଳିକା: ୫ ଗିରଫ

July 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.