Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସ୍କୁଲରେ ପଶି ଆତଙ୍କୀଙ୍କ ଆଖିବୁଜା ଗୁଳି ଚାଳନା : 8 ମୃତ
ଅନ୍ତରାଷ୍ଟ୍ରୀୟ

ସ୍କୁଲରେ ପଶି ଆତଙ୍କୀଙ୍କ ଆଖିବୁଜା ଗୁଳି ଚାଳନା : 8 ମୃତ

October 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
rti employee shot dead
rti employee shot dead

ନୂଆଦିଲ୍ଳୀ : ଆଫ୍ରିକୀୟ ଦେଶ କ୍ୟାମରୁନ୍‌ର ଏକ ସ୍କୁଲରେ ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳି ଚାଳନା ଯୋଗୁଁ ଅତି କମ୍‌ରେ 8 ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି । ଏହି ଆକ୍ରମଣରେ 12ରୁ ଅଧିକ ପିଲା ଆହତ ହୋଇଛନ୍ତି । ମୃତ୍ୟୁବରଣ କରିଥିବା ପିଲାଙ୍କ ବୟସ 9 ବର୍ଷରୁ 12 ବର୍ଷ ମଧ୍ୟରେ ହୋଇଥିବାର ସୂଚନା ରହିଛି ।

କ୍ୟାମେରୁନର ରାଷ୍ଟ୍ରପତି ମୌସା ଫକୀ ମହାନତ ଏହି ଘଟଣାରେ ଦୁଃଖ ପ୍ରକାଶ କରି ଟୁଇଟ୍‌ କରିଛନ୍ତି । ପିଲାମାନେ ପାଠ ପଢୁଥିବାବେଳେ ଆତଙ୍କୀମାନେ ଆଖିବୁଜା ଗୁଳି କରିଥିଲେ । ତେବେ ଏହି ଘଟଣାକୁ ନେଇ କୌଣସି ଆତଙ୍କବାଦୀ ସମୂହ ନିଜକୁ ଦାୟୀ କରିନାହାନ୍ତି ।

ଆତଙ୍କବାଦୀମାନେ କ୍ଲାସ୍‌ରୁମ୍‌ରେ ପିଲାମାନଙ୍କୁ ଦେଖି ଗୁଳି ଚଳାଇବାବେଳେ କିଛି ପିଲା ଝରକା ବାଟେ ତଳକୁ ଡେଇଁ ପଡିବା ଯୋଗୁଁ ଆହତ ମଧ୍ୟ ହୋଇଛନ୍ତି । ଏହି ଘଟଣା ପରେ ଘଟଣାସ୍ଥଲରେ ପୋଲିସ୍‌ ଓ ଆତଙ୍କବାଦୀ ମଧ୍ୟରେ ସଂଘର୍ଷ ମଧ୍ୟ ଜାରି ରହିଥିଲା । (ଏଜେନ୍ସି)

 

terroist
Share. Facebook Twitter LinkedIn Email WhatsApp Copy Link

Related Posts

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Latest News

ଜାନୁଆରୀ ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ

January 11, 2026

ସମ୍ବଲପୁରରେ ଅତ୍ୟାଧୁନିକ ଟ୍ରମା କେୟାର ସେଣ୍ଟର ଏବଂ OPD ବିଲ୍‌ଡିଙ୍ଗର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

January 11, 2026

ସମ୍ବଲପୁର ପାଇଁ ୪୫୧ କୋଟି ଟଙ୍କା ବ୍ୟୟର ୨୪ ଘଣ୍ଟିଆ ପାନୀୟ ଜଳ ପ୍ରକଳ୍ପର ଭିତ୍ତିପ୍ରସ୍ତର କଲେ ମୁଖ୍ୟମନ୍ତ୍ରୀ

January 11, 2026

ଅନ୍ୟ ପିଲାମାନଙ୍କ ସହିତ ନିଜ ପିଲାକୁ ତୁଳନା କରୁଛନ୍ତି କି?: ଛାଡନ୍ତୁ ଏହି ଅଭ୍ୟାସ

January 11, 2026

କେବେ ବି ମୁଣ୍ଡ ବିନ୍ଧାକୁ ସାଧାରଣ ଭାବନ୍ତୁ ନାହିଁ, ହୋଇପାରେ ମାରାତ୍ମକ ରୋଗର ଲକ୍ଷଣ

January 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.