Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅନ୍ତରାଷ୍ଟ୍ରୀୟ»ସ୍କୁଲରେ ପଶି ଆତଙ୍କୀଙ୍କ ଆଖିବୁଜା ଗୁଳି ଚାଳନା : 8 ମୃତ
ଅନ୍ତରାଷ୍ଟ୍ରୀୟ

ସ୍କୁଲରେ ପଶି ଆତଙ୍କୀଙ୍କ ଆଖିବୁଜା ଗୁଳି ଚାଳନା : 8 ମୃତ

October 25, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଳୀ : ଆଫ୍ରିକୀୟ ଦେଶ କ୍ୟାମରୁନ୍‌ର ଏକ ସ୍କୁଲରେ ବନ୍ଧୁକଧାରୀଙ୍କ ଆଖିବୁଜା ଗୁଳି ଚାଳନା ଯୋଗୁଁ ଅତି କମ୍‌ରେ 8 ଜଣ ଶିଶୁଙ୍କର ମୃତ୍ୟୁ ହୋଇଛି । ଏହି ଆକ୍ରମଣରେ 12ରୁ ଅଧିକ ପିଲା ଆହତ ହୋଇଛନ୍ତି । ମୃତ୍ୟୁବରଣ କରିଥିବା ପିଲାଙ୍କ ବୟସ 9 ବର୍ଷରୁ 12 ବର୍ଷ ମଧ୍ୟରେ ହୋଇଥିବାର ସୂଚନା ରହିଛି ।

କ୍ୟାମେରୁନର ରାଷ୍ଟ୍ରପତି ମୌସା ଫକୀ ମହାନତ ଏହି ଘଟଣାରେ ଦୁଃଖ ପ୍ରକାଶ କରି ଟୁଇଟ୍‌ କରିଛନ୍ତି । ପିଲାମାନେ ପାଠ ପଢୁଥିବାବେଳେ ଆତଙ୍କୀମାନେ ଆଖିବୁଜା ଗୁଳି କରିଥିଲେ । ତେବେ ଏହି ଘଟଣାକୁ ନେଇ କୌଣସି ଆତଙ୍କବାଦୀ ସମୂହ ନିଜକୁ ଦାୟୀ କରିନାହାନ୍ତି ।

ଆତଙ୍କବାଦୀମାନେ କ୍ଲାସ୍‌ରୁମ୍‌ରେ ପିଲାମାନଙ୍କୁ ଦେଖି ଗୁଳି ଚଳାଇବାବେଳେ କିଛି ପିଲା ଝରକା ବାଟେ ତଳକୁ ଡେଇଁ ପଡିବା ଯୋଗୁଁ ଆହତ ମଧ୍ୟ ହୋଇଛନ୍ତି । ଏହି ଘଟଣା ପରେ ଘଟଣାସ୍ଥଲରେ ପୋଲିସ୍‌ ଓ ଆତଙ୍କବାଦୀ ମଧ୍ୟରେ ସଂଘର୍ଷ ମଧ୍ୟ ଜାରି ରହିଥିଲା । (ଏଜେନ୍ସି)

 

terroist
Share. Facebook Twitter LinkedIn Email WhatsApp Copy Link

Related Posts

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026

ପୂର୍ବତଟ ରେଳପଥର ମହାପ୍ରବନ୍ଧକଙ୍କ ଦ୍ୱାରା ପୁରୀ ରେଳ ଷ୍ଟେସନ ନିରୀକ୍ଷଣ 

June 6, 2026
Latest News

ପାରିବାରିକ କଳହର କରୁଣ ପରିଣତି: ବାପ ପୁଅଙ୍କ ଆତ୍ମହତ୍ୟା, ଏକାଠି ଜଳିଲା ଜୁଇ 

June 6, 2026

ସମ୍ବଲପୁର ଫୁଟବଲ ଏକାଡେମୀ ପାଇଁ ନିର୍ମାଣ ହେବ ଫିଫା ମାନର ଆଧୁନିକ ପଡ଼ିଆ, ଖର୍ଚ୍ଚ ୧୫ କୋଟି

June 6, 2026

ବାଣପୁର: ଓଡ଼ଗାଁରେ ଗ୍ରାମ୍ୟ ଉନ୍ନୟନ କମିଟି ପକ୍ଷରୁ ବୃକ୍ଷରୋପଣ ଓ ସ୍ୱଚ୍ଛତା କାର୍ଯ୍ୟକ୍ରମ

June 6, 2026

ସିଂଗଲ ୱିଣ୍ଡୋ କ୍ଲିୟରଆନ୍ସ ଆଥୋରିଟି ବୈଠକରେ ୨୪ ପ୍ରସ୍ତାବକୁ ମଞ୍ଜୁରୀ

June 6, 2026

ରଣପୁରରେ ସ୍ୱତନ୍ତ୍ର ସଘନ ସଂଶୋଧନ କାର୍ଯ୍ୟକ୍ରମକୁ ମିଳିଲା ଜନପ୍ରତିନିଧି ଓ ବୁଦ୍ଧିଜୀବୀଙ୍କ ସମର୍ଥନ

June 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.