Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ମୋବାଇଲ୍‌ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ
ଅପରାଧ

ମୋବାଇଲ୍‌ ପାଇଁ ସ୍ତ୍ରୀକୁ ହତ୍ୟା କଲା ସ୍ବାମୀ

November 6, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଝାଡଖଣ୍ଡ : ଝାଡଖଣ୍ଡର ଚତରାଠାରେ ଜଣେ ସ୍ବାମୀ ମୋବାଇଲ୍‌ ସ୍ତ୍ରୀକୁ ହତ୍ୟା କରିଥିବାର ଘଟଣା ସାମ୍ନାକୁ ଆସିଛି । ମିଳିଥିବା ସୂଚନା ଅନୁସାରେ ବ୍ୟକ୍ତିଙ୍କର ମୋବାଇଲ୍‌ ହଜିଯିବାରୁ ନିଜ ସ୍ତ୍ରୀକୁ ଘରେ ଫାଶୀରେ ଝୁଲାଇ ହତ୍ୟା କରିଛନ୍ତି । ତେବେ ଅଭିଯୁକ୍ତ ସ୍ବାମୀ ଜଣଙ୍କୁ ପୋଲିସ୍‌ ଗିରଫ କରିଛି ।

ଅଭିଯୁକ୍ତ ସ୍ବାମୀ ଜଣକ ହେଉଛନ୍ତି ଉମେଶ ଭୂୟାଁ ।  ମୋବାଇଲ୍‌ ଫୋନ୍‌ ହଜିଯିବା ପରେ ରାଗରେ ନିଜ ସ୍ତ୍ରୀ ଡଲି ଦେବୀଙ୍କୁ ଘରେ ଫାଶୀରେ ଝୁଲାଇଦେଇଛନ୍ତି । ଏହି ଘଟଣା ଚତରା ସଦର ଥାନା ଅନ୍ତର୍ଗତ ହାସବୋ ଗ୍ରାମରେ ହୋଇଛି । ଦୁଇ ଦିନ ପୂର୍ବରୁ ଅଭିଯୁକ୍ତ ସ୍ବାମୀ ଜଣକ ଶଶ୍ବୁର ଘରକୁ ଯାଇଥିଲେ । ସେଠାରେ ତାଙ୍କ ମୋବାଇଲ ହଜି ଯାଇଥିଲା । ତା’ ପରଦିନ ଯେତେବଳେ ସେ ଘରକୁ ଫେରିଲେ ମୋବାଇଲ ହଜିଥିବା ଘଟଣାକୁ ନେଇ ସ୍ତ୍ରୀଙ୍କ ସହ ଝଗଡା କରିଥିଲେ । ରାଗରେ ସ୍ବାମୀ ଜଣକ ସ୍ତ୍ରୀଙ୍କୁ ଫାଶୀରେ ଝୁଲାଇ ଦେଇଥିଲେ ।

ପୋଲିସ୍‌ ଘଟଣାସମ୍ପର୍କରେ ସୂଚନା ପାଇବା ପରେ ମହିଳାଙ୍କ ମୃତଦେହକୁଜବତ କରି ପୋଷ୍ଟମର୍ଟମ୍‌ ପାଇଁ ପଠାଇଛି । ଅଭିଯୁକ୍ତ ସ୍ବାମୀ ଉମେଶ ଭୂୟାଁକୁ ଗିରଫ କରି ଜେଲ୍‌ ପଠାଇଛି । (ଏଜେନ୍ସି)

mobile murder wife
Share. Facebook Twitter LinkedIn Email WhatsApp Copy Link

Related Posts

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026
Latest News

“କୌଣସି ବର୍ଗକୁ ଅପମାନ କରିବା ଭୁଲ”: “ଘୁଷଖୋର ପଣ୍ଡିତ” ର ନିର୍ମାତାଙ୍କୁ କଡ଼ା ଭର୍ତ୍ସନା କଲେ ସୁପ୍ରିମକୋର୍ଟ

February 12, 2026

ରାହୁଲ ଗାନ୍ଧୀଙ୍କ ଲୋକସଭା ସଦସ୍ୟତା ସମାପ୍ତ ହେବ କି?: ଲୋକସଭାରେ ପ୍ରସ୍ତାବ ଦେଲେ ବିଜେପି ସାଂସଦ 

February 12, 2026

କଂଗ୍ରେସ ସାଂସଦ ପାପୁ ଯାଦବଙ୍କ ହାଜର ହେବ ପୂର୍ବରୁ ପାଟନା ସିଭିଲ୍ କୋର୍ଟକୁ ପୁଣି ଥରେ ବୋମା ଧମକ

February 12, 2026

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧମକ, ବାଚସ୍ପତିଙ୍କୁ ଦୁର୍ବ୍ୟବହାର’: ବିରୋଧୀଙ୍କ ହଟ୍ଟଗୋଳର ଭିଡିଓ ଜାରି କଲେ ରିଜିଜୁ

February 12, 2026

ଲାଲକିଲ୍ଲା ବିସ୍ଫୋରଣରେ ଜୈଶ-ଏ-ମହମ୍ମଦର ହାତ: UNSC ରିପୋର୍ଟକୁ ପାକିସ୍ତାନର ଆପତ୍ତି

February 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.