Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ତ୍ରିପୁରାର ଦୁଇ ଭଉଣୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୬ ଗିରଫ
ଅପରାଧ

ତ୍ରିପୁରାର ଦୁଇ ଭଉଣୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୬ ଗିରଫ

November 15, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଅଗରତାଲା/ସିଲଚର: ତ୍ରିପୁରାର ଦୁଇ ଭଉଣୀଙ୍କୁ ଗଣଦୁଷ୍କର୍ମ ଅଭିଯୋଗରେ ୬ ଜଣ ଗିରଫ ହୋଇଛନ୍ତି। ଆଜି ଆସାମର କରିମଗଞ୍ଜ ଜିଲ୍ଲାରୁ ୬ଜଣ ଅଭିଯୁକ୍ତଙ୍କୁ ଆସାମ ପୋଲିସ ଗିରଫ କରିଛି।

କରିମଗଞ୍ଜ ପୋଲିସ ମହାନିର୍ଦ୍ଦେଶକ ମୟଙ୍କ କୁମାର କହିଛନ୍ତି ଯେ, ଶନିବାର ରାତିରେ ଜଣେ କାର ଡ୍ରାଇଭର ତ୍ରିପୁରାର ଦୁଇଭଉଣୀଙ୍କୁ ଦକ୍ଷିଣ ଆସାମକୁ ଲାଗିଥିବା ଉତ୍ତର ତ୍ରିପୁରାକୁ ନେଇ ଯାଇଥିଲେ। ପରେ ଗାଡିର ଡ୍ରାଇଭର ତାଙ୍କ ଅନ୍ୟ ପାଞ୍ଚ ଜଣ ସହଯୋଗୀଙ୍କ ସହିତ ନୀଲମ ବଜାରର ଏକ ନିର୍ମାଣାଧୀନ ବିଲ୍ଡିଂରେ ଗଣ ଦୁଷ୍କର୍ମ କରିଥିଲେ।

ଉଲ୍ଲେଖଯୋଗ୍ୟ ଯେ, ଉଭୟ ଭଉଣୀ ସିଲଚର ମେଡିକାଲ କଲେଜ ଏବଂ ହସ୍ପିଟାଲକୁ ଆସିଥିଲେ। ସେଠାରେ ସେମାନଙ୍କ ମା’ କର୍କଟ ରୋଗରେ ପୀଡିତ ଥିବାରୁ ଚିକିତ୍ସାଧୀନ ହେଉଥିଲେ। ମା’ ଙ୍କୁ ଭେଟି ଉତ୍ତର ତ୍ରିପୁରାରେ ନିଜ ଘରକୁ ଫେରୁଥିବାବେଳେ ଏପରି ଏକ ଅଭାବନୀୟ ଘଟଣା ଘଟିଥିଲା। (ଏଜେନ୍ସି)

arrest asam gang rape tripura ଗଣଦୁଷ୍କର୍ମ
Share. Facebook Twitter LinkedIn Email WhatsApp Copy Link

Related Posts

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Latest News

କଣ୍ଟାବାଞ୍ଜିର ପୂର୍ବତନ ବିଧାୟକ ଆୟୁବ ଖାନଙ୍କ ପରଲୋକ, ନବୀନଙ୍କ ଶୋକ ପ୍ରକାଶ

May 13, 2026

ଅଧା ହେଲା ପିଏମଙ୍କ କାରକେଡ ଗାଡି ସଂଖ୍ୟା

May 13, 2026

ମୁଲାୟମ ସିଂହ ଯାଦବଙ୍କ ସାନ ପୁଅ ପ୍ରତୀକ ଯାଦବଙ୍କ ମୃତ୍ୟୁ

May 13, 2026

ଆଜିଠାରୁ ମହଙ୍ଗା ହେଲା ସୁନା ଓ ରୁପା

May 13, 2026

ଭୟଙ୍କର ସଡ଼କ ଦୁର୍ଘଟଣା: ଜଣେ ମୃତ, ଦୁଇ ଗୁରୁତର

May 13, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.