Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ଦେଶୀ ମଦ ପିଇ 5 ମୃତ, ତିନି ଗୁରୁତର
ଅପରାଧ

ଦେଶୀ ମଦ ପିଇ 5 ମୃତ, ତିନି ଗୁରୁତର

November 21, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ପ୍ରୟାଗରାଜ : ଉତ୍ତରପ୍ରଦେଶର ପ୍ରୟାଗରାଜରେ ଦେଶୀ ମଦ ପିଇ 5ଜଣଙ୍କର ଜୀବନ ଯାଇଥିବାବେଳେ ତିନିଜଣ ଗୁରୁତର ରହିଛନ୍ତି । ବିଷାକ୍ତ ମଦ ପିଇ ସେମାନଙ୍କର ମୃତ୍ୟୁହୋଇଥିବାର ଅଭିଯୋଗ ହୋଇଛି । ଫୁଲପୁର ଥାନା ଇମିଲିଆ ଗ୍ରାମରୁ ବିଷାକ୍ତ ମଦ ପିଇ ମୃତ୍ୟୁ ହୋଇଥିବର ଖବର ମିଳିଛି । ମଦ ମୃତ୍ୟୁ ଘଟଣାକୁ ନେଇ ପ୍ରଶାସନ ତଦନ୍ତ ଜାରି ରଖିଛି । ତେବେ ଗ୍ରାମରେ ମଦ ବିକ୍ରି କରୁଥିବା ଶ୍ୟାମବାବୁ ଓ ସଙ୍ଗୀତା ଦୁହେଁ ଫେରାର୍‌ ହୋଇଛନ୍ତି ।ଶ୍ୟାମବାବୁ ସ୍ଥାନୀୟ ପୋଲିସ୍‌ଙ୍କ ସହ ମିଶି ଅବୈଧ ଉପାୟରେ ବିଷାକ୍ତ ମଦ କାରବାର କରୁଥିବାର ଗ୍ରାମବାସୀମାନେ ଅଭିଯୋଗ କରିଛନ୍ତି । (ଏଜେନ୍ସି)

ଦେଶୀ ମଦ ବିଷାକ୍ତମଦମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Latest News

ଆଇଆଇସି ସନ୍ଧ୍ୟାରାଣୀ ଜେନାଙ୍କ ନାଁରେ ମାମଲା ରୁଜୁ

June 2, 2026

ଆଜି ଶପଥ ଗ୍ରହଣ କରିବେ ସୁପ୍ରିମକୋର୍ଟର ୫ ନୂତନ ବିଚାରପତି

June 2, 2026

ଆସନ୍ତା ୧୯ରେ ରାଷ୍ଟ୍ରପତି, ୨୦ରେ ଆସିବେ ପ୍ରଧାନମନ୍ତ୍ରୀ

June 2, 2026

ରକ୍ଷକ ନା ଭକ୍ଷକ? ଓଡ଼ିଶା ପୋଲିସକୁ ନେଇ ବଢ଼ୁଛି ପ୍ରଶ୍ନ ?

June 2, 2026

କେନ୍ଦ୍ର କୋଇଲା ଓ ଖଣି ମନ୍ତ୍ରୀଙ୍କ ସହିତ ମୁଖ୍ୟମନ୍ତ୍ରୀ କଣ କଲେ ଆଲୋଚନା, ଜାଣନ୍ତୁ ପୁରା ଖବର

June 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.