Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବକେୟା ଦରମା ଦେବାକୁ ଟଙ୍କା ଦାବୀ: ଭିଜିଲାନ୍ସ ପଂଝାରେ କୋକସରା ସିଡିପିଓ
ଅପରାଧ

ବକେୟା ଦରମା ଦେବାକୁ ଟଙ୍କା ଦାବୀ: ଭିଜିଲାନ୍ସ ପଂଝାରେ କୋକସରା ସିଡିପିଓ

December 3, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଦୁଷ୍ମନ୍ତ କୁମାର ପଣ୍ଡା
କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ ଶିଶୁ ବିକାଶ ପ୍ରକଳ୍ପ ଅଧିକାରୀ (ସିଡିପିଓ) ଜୟନ୍ତୀ ମହାନ୍ତି ନିଜ ଅଧିନସ୍ଥ ଜନୈକ ଅଙ୍ଗନୱାଡି କର୍ମୀଂକ ଠାରୁ ଲାଂଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଧରା ପଡିଥିବା ଜଣାପଡିଛି।

ମିଳିଥିବା ତଥ୍ୟ ଅନୁସାରେ କୋକସରା ବ୍ଲକର ସୁନାମାଲ ଗ୍ରାମର ଅଙ୍ଗନୱାଡି କର୍ମୀ ଆରତୀ ଧଙ୍ଗଡାମାଝୀଙ୍କର ବିଗତ ତିନି ମାସର ବକେୟା ଦରମା ମଂଜୁର କରିଦେବାକୁ ପାଂଚ ହଜାର ଟଂକା ଦାବୀ କରିଥିଲେ। ଏସଂପର୍କରେ ଭିଜିଲାନ୍ସ ବିଭାଗରେ ଅଭିଯୋଗ ହେବା ପରେ କୋରାପୁଟ ଭିଜିଲାନ୍ସ ଥାନା କେଶ ନଂ.୨୭ ତା.୦୨.୧୨.୨୦୨୦ ଦୁର୍ନୀତି ନିବାରଣ ଆଇନ୨୦୧୮ ଧାରା ୭ ଅନୁସାରେ ଏକ ମାମଲା ରୁଜ୍ଜୁ କରାଯାଇ ଥିଲା।

ତଦନୁସାରେ ଅଙ୍ଗନୱାଡି କର୍ମୀ ଜଣକ ସିଡିପିଓଙ୍କୁ ଲାଂଚ ଟଙ୍କା ଦେବା ସମୟରେ ଭିଜିଲାନ୍ସ ଡିଏସପି ସତ୍ୟବାନ ମହାନନ୍ଦଙ୍କ ନେତୃତ୍ୱରେ ତଦନ୍ତ କରୁଥିବା ଭିଜିଲାନ୍ସ ଟିମ ଘଟଣାସ୍ଥଳରୁ ସିଡିପିଓ ଜୟନ୍ତୀ ମହାନ୍ତିଙ୍କୁ ଗିରଫ କରିଥିବା ଜଣାପଡିଛି। ଏହି ଘଟଣାରେ ଅଧିକ ତଦନ୍ତ ଜାରି ରହିଥିବା ପ୍ରକାଶ।

ଅଙ୍ଗନୱାଡ଼ି କର୍ମୀ କୋକସରା ବ୍ଲକ ଭିଜିଲାନ୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026

“ଦିଲ୍ଲୀରେ ବଡ଼ ପ୍ରତିବାଦ କରିବ ଇଣ୍ଡିଆ ମେଣ୍ଟ”: କେସି ଭେନୁଗୋପାଳ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026
Latest News

ଦିଲ୍ଲୀରେ CJP ପ୍ରତିବାଦ: ବିପଦରେ ୧୫ ଲକ୍ଷ ବ୍ୟବସାୟୀ, ୨ ହଜାର କୋଟି କ୍ଷତି ଆକଳନ

October 10, 2026

ଫ୍ଲାଏଦୁବାଇ ବିମାନରେ ଆକ୍ରମଣ ଘଟଣାରେ ଏନଆଇଏର ତଦନ୍ତ ଆରମ୍ଭ

October 10, 2026

“ଦିଲ୍ଲୀରେ ବଡ଼ ପ୍ରତିବାଦ କରିବ ଇଣ୍ଡିଆ ମେଣ୍ଟ”: କେସି ଭେନୁଗୋପାଳ

October 10, 2026

ରେଭେନ୍ସା ନିର୍ବାଚନ ବିବାଦ: ନାମାଙ୍କନ ନାକଚକୁ ନେଇ ଛାତ୍ରଛାତ୍ରୀଙ୍କ ଧାରଣା

October 10, 2026

“ମୁଁ ଅଯୋଧ୍ୟାରୁ ନିର୍ବାଚନ ଲଢ଼ିବାକୁ ପ୍ରସ୍ତୁତ”: ଅଖିଳେଶଙ୍କ ଚ୍ୟାଲେଞ୍ଜକୁ ଗ୍ରହଣ କଲେ ମୁଖ୍ୟମନ୍ତ୍ରୀ ଯୋଗୀ!

October 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.