Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଅପରାଧ»ବିବାହ ମଣ୍ଡପରୁ ବରକୁ ଉଠାଇନେଲା ପ୍ରେମିକା
ଅପରାଧ

ବିବାହ ମଣ୍ଡପରୁ ବରକୁ ଉଠାଇନେଲା ପ୍ରେମିକା

December 10, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link

ଉତ୍ତରପ୍ରଦେଶ : ଉତ୍ତରପ୍ରଦେଶ ରାଜଧାନୀ ଲକ୍ଷ୍ନୌରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ଦେଖିବାକୁ ମିଳିଛି। ଏକ ବାହାଘରରେ ଜୟମାଲ୍ୟ ଦେବା ସମୟରେ ବରର ପ୍ରେମିକା ପହଞ୍ଚି ହଙ୍ଗାମା କରିବା ସହିତ ବିବାହ ମଣ୍ଡପରୁ ନିଜ ପ୍ରେମିକ ଅର୍ଥାତ୍‌ ବରକୁ ଉଠାଇନେଇଛି ।  ପ୍ରେମିକା ଜଣକ ବିବାହ ମଣ୍ଡପରେ ଉପସ୍ଥିତ ହୋଇ ବାହାଘର ବନ୍ଦ କରିବା ସହିତ ନିଜ କାର୍‌ରେ ପ୍ରେମିକାକୁ ନେଇ ସେଠାରୁ ପଳାଇଥିଲା । ତେବେ ବରଯାତ୍ରୀ ବିନା ବଧୂରେ ଘରକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି । ଏହି ଘଟଣାଟି ଏବେ ସେହି ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି ।

ମିଳିଥିବା ସୂଚନା ଅନୁସାରେ ଉତ୍ତରପ୍ରଦେଶର ଉନ୍ନାଓ ଜିଲ୍ଲାରେ ରହୁଥିବା ଜଣଷ ଯୁବକ ବିବାହ ପାଇଁ ବରଯାତ୍ରୀ ସହ ସଜବାଜ ହୋଇ କନ୍ୟା ଘଣକୁ ଯାଇଥିଲେ । ତେବେ ବାହାଘରର ପ୍ରଥମ ପର୍ବ ଜୟମାଲ୍ୟା ହେବା ପୂର୍ବରୁ ଫିଲ୍ମି ଷ୍ଟାଇଲ୍‌ରେ ସେଠାରେ ବରର ପ୍ରେମିକା ଏଣ୍ଟ୍ରି ମାରିଥିଲେ । ଏହାପରେ ସେ ବରକୁ ଗାଳିଗୁଲୁଜ କରିବା ସହିତ କୋର୍ଟ କାଗଜ ମଧ୍ୟ ଦେଖାଇଥିଲେ । ଏହାପରେ ବରକୁ ନେଇ ନିଜ କାର୍‌ରେ ପଳାଇ ଆସିଥିଲେ ।

ତେବେ କନ୍ୟାର ପିତାଙ୍କ କହିବା ଅନୁସାରେ ବର ଓ ପ୍ରେମିକାର ଘଟଣା ଜଣାପଡିବା ପରେ ଏହି ବିବାହକୁ ରଦ୍ଦ କରାଯାଇଛି । ତେବେ ଏହି ମାମଲାରେ କୌଣସି ପକ୍ଷରୁ ଥାନାରେ ଏତଲା ଦିଆଯାଇନାହିଁ । (ଏଜେନ୍ସି)

ପ୍ରେମିକା ବର ବାହାଘର
Share. Facebook Twitter LinkedIn Email WhatsApp Copy Link

Related Posts

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Latest News

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.