Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟ ନୀତି: ଏହି ଛଅଟି କ୍ଷେତ୍ରରେ ଯେଉଁମାନେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ
ଆଜିର ଖବର

ଚାଣକ୍ୟ ନୀତି: ଏହି ଛଅଟି କ୍ଷେତ୍ରରେ ଯେଉଁମାନେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ

December 11, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚାଣକ୍ୟ ନୀତି: ଏହି ଛଅଟି କ୍ଷେତ୍ରରେ ଯେଉଁମାନେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ

ନୂଆଦିଲ୍ଲୀ, ଆପଣଙ୍କ ଜୀବନରେ ପ୍ରକୃତ ବନ୍ଧୁର ବହୁ ଆବଶ୍ୟକତା ରହିଛି। ହେଲେ ପ୍ରକୃତ ବନ୍ଧୁ କିଏ, ସେମାନେ କିପରି ହେବା ଉଚିତ୍ ? ଏ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କର ଚାଣକ୍ୟ ନୀତିରେ ବିସ୍ତୁତ କଥା ବର୍ଣ୍ଣନା କରିଛନ୍ତି। ଚାଣକ୍ୟଙ୍କ ମତରେ ଛଅଟି କ୍ଷେତ୍ରରେ ଯେଉଁମାନେ ଆପଣଙ୍କ ପାଖରେ ଛିଡା ହେବେ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ।

ଚାଣକ୍ୟ ନୀତିରେ ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି, ଅସୁସ୍ଥତା ସମୟରେ, ଦୁଃଖ ଦୁର୍ଦ୍ଦିନ ସମୟରେ, ଖାଦ୍ୟାଭବ ସମୟରେ, ଶତ୍ରୁଙ୍କ ଦ୍ବାରା ବିପଦରେ ପଡିଥିବା ସମୟରେ, ସରକାରୀ କ୍ଷେତ୍ରରେ ଏବଂ ମଶାଣୀ ଭୂମିରେ ଯେ ରହିବ ସେମାନେ ହେଉଛନ୍ତି ପ୍ରକୃତ ବନ୍ଧୁ।

ଆପଣଙ୍କର ପ୍ରକୃତ ବନ୍ଧୁ ଆପଣଙ୍କର କିମ୍ବା ପରିବାରର କାହାର ଦେହ ଖରାପ ହେଲେ ସେମାନେ ସମସ୍ତ ସାହାର୍ଯ୍ୟ କରିବାକୁ ଆଗେଇ ଆସନ୍ତି। ଦୁଃଖ ସମୟରେ ଦୂରେଇ ନ ଯାଇ ପାଖେ ପାଖେ ରହି ମନୋବଳକୁ ବଢାଇବା ବ୍ୟକ୍ତି ପ୍ରକୃତ ବନ୍ଧୁ। ସେହିପରି ସରକାରୀ କାମ ଅର୍ଥାତ ମାଲିମକଦ୍ଦମା, ପୋଲିସ ଆଦି କାର୍ଯ୍ୟରେ ଯେ ସାହାର୍ଯ୍ୟ କରେ ସେ ପ୍ରକୃତ ବନ୍ଧୁ।

ପ୍ରକୃତ ବନ୍ଧୁ ହେଉଛନ୍ତି ସିଏ ଯିଏ କି ଦୁଃଖ ଦୁର୍ଦ୍ଦିନ ସହିତ ମଶାଣୀ ଭୂମିରେ ମଧ୍ୟ ତାଙ୍କୁ ଦେଖିବାକୁ ମିଳେ। ଯଦି ପରିବାରର କୌଣସି ବ୍ୟକ୍ତିଙ୍କର ମୃତ୍ୟୁ ହୋଇଥାଏ ତେବେ ପ୍ରକୃତ ବନ୍ଧୁ ଆପଣଙ୍କ ପାଖେପାଖେ ରହି ଆପଣଙ୍କୁ ସାନ୍ତନ୍ବା ଦେବେ।

ସେଥିପାଇଁ ଚାଣକ୍ୟ କହିଛନ୍ତି

ଆତୁରେ ବ୍ୟସନେ ପ୍ରାପ୍ତେ ଦୁର୍ଭିକ୍ଷେ ଶତ୍ରୁ ସଙ୍କଟେ । ରାଜଦ୍ବାରେ ଶ୍ବଶାନେ ଚ ଯସ୍ତିଷ୍ଠତି ସ ବାନ୍ଧବଃ ।।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି
Share. Facebook Twitter LinkedIn Email WhatsApp Copy Link

Related Posts

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026
Latest News

ସୀମାରେ ବଡ଼ ଅନୁପ୍ରବେଶ ଷଡ଼ଯନ୍ତ୍ର ପଣ୍ଡ: ଲାଠି ଏବଂ ରଡ୍ ଧରିଥିବା ଲୋକଙ୍କୁ ଘଉଡାଇଲା ବିଏସଏଫ

June 22, 2026

ମୁଖ୍ୟମନ୍ତ୍ରୀଙ୍କ ବଡ ନିଷ୍ପତ୍ତି, ଆଇନଜୀବୀଙ୍କ ସହାୟତା ପରିମାଣ ବୃଦ୍ଧି, ଅବସର ପରେ ମିଳିବ ରାଶି

June 22, 2026

ରାସନ ସଂଗ୍ରହ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଲେ ସରକାର: ଲମ୍ବା ଧାଡ଼ିରୁ ମିଳିବ ମୁକ୍ତି

June 22, 2026

ସାମ୍ବାଦିକଙ୍କୁ ଭତ୍ତା, ୧ ଲକ୍ଷ ନିଯୁକ୍ତି: ଶୁଭେନ୍ଦୁ ସରକାରଙ୍କ ଦ୍ୱାରା ଅନେକ ବଡ଼ ଘୋଷଣା

June 22, 2026

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.