Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବୃକ୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଛବି ଆଙ୍କି ଜଙ୍ଗଲ ସଂରକ୍ଷଣ ପାଇଁ ସଚେତନତାର ବାର୍ତ୍ତା ଦେଲେ ଚିତ୍ରଶିଳ୍ପୀ
ଆଜିର ଖବର

ବୃକ୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଛବି ଆଙ୍କି ଜଙ୍ଗଲ ସଂରକ୍ଷଣ ପାଇଁ ସଚେତନତାର ବାର୍ତ୍ତା ଦେଲେ ଚିତ୍ରଶିଳ୍ପୀ

December 12, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ବୃକ୍ଷରେ ପ୍ରଧାନମନ୍ତ୍ରୀଙ୍କ ପ୍ରତିଛବି ଆଙ୍କି ଜଙ୍ଗଲ ସଂରକ୍ଷଣ ପାଇଁ ସଚେତନତାର ବାର୍ତ୍ତା ଦେଲେ ଚିତ୍ରଶିଳ୍ପୀ

ଭୁବନେଶ୍ୱର, ଶିମିଳିପାଳ ଜାତୀୟ ଉଦ୍ୟାନର ଏକ ବୃକ୍ଷରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତିଛବି ଆଙ୍କି ଅଭିନବ ଉପାୟରେ ବେଆଇନ ଗଛକଟା ସମସ୍ୟା ଉପରେ ସମସ୍ତଙ୍କ ଦୃଷ୍ଟି ଆକର୍ଷଣ କରିଛନ୍ତି ମୟୂରଭଞ୍ଜ ଜିଲ୍ଲାରଯୁବ ଚିତ୍ରଶିଳ୍ପୀ ସମରେନ୍ଦ୍ର ବେହେରା। ସେ ଅଭିନବ ଉପାୟରେ ବେଆଇନ ଗଛ କଟା ବିରୁଦ୍ଧରେ ସଚେତନତାର ବାର୍ତ୍ତା ଦେବା ପାଇଁ ଏହି ପ୍ରତିଛବି କରିଛନ୍ତି ସମରେନ୍ଦ୍ର। ତାଙ୍କର ଏପରି ଉଦ୍ୟମକୁ ପ୍ରଶଂସା କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଟୁଇଟ୍ ଯୋଗେ ସେ ସମରେନ୍ଦ୍ରଙ୍କୁ ଏପରି ଉପାୟରେ ଜଙ୍ଗଲ ସଂରକ୍ଷଣ ବାର୍ତ୍ତା ଦେଇଥିବାରୁ ତାଙ୍କୁ ଧନ୍ୟବାଦ ଦେଇଛନ୍ତି।

Share. Facebook Twitter LinkedIn Email WhatsApp Copy Link

Related Posts

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ

October 31, 2025
Latest News

ଜଳ ସମ୍ପଦ ବିଭାଗକୁ ଆହୁରି ସୁଦକ୍ଷ ଓ ସ୍ମାର୍ଟ କରାଯିବ: ମୁଖ୍ୟମନ୍ତ୍ରୀ

October 31, 2025

ଶୁଳ୍କ ଯୁଦ୍ଧ ମଧ୍ୟରେ ସ୍ୱର ବଦଳାଇଲା ଆମେରିକା: ଭାରତ ସହିତ ସ୍ୱାକ୍ଷର କଲା ଏକ ପ୍ରମୁଖ ପ୍ରତିରକ୍ଷା ଚୁକ୍ତି

October 31, 2025

ପିକଅପ ଭ୍ୟାନ ସହ ୧୮୦ ବଣ୍ଡଲ କେନ୍ଦୁପତ୍ର ଜବତ, ବେପାରୀ ଫେରାର

October 31, 2025

ଆଜି ଭାରତ-ଅଷ୍ଟ୍ରେଲିଆ ଦ୍ୱିତୀୟ ଟି-୨୦: ଜାଣନ୍ତୁ ଆପଣ ମାଗଣାରେ କେଉଁଠାରେ ଦେଖିପାରିବେ ମ୍ୟାଚ୍?

October 31, 2025

ଷଷ୍ଠ ଓଏସଏପି ବାଟାଲିୟନ ପରିସରରେ ରାଜ୍ୟସ୍ତରୀୟ ରାଷ୍ଟ୍ରୀୟ ଏକତା ଦିବସ ସମାରୋହ ପାଳିତ

October 31, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.