Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ଏ ସବୁ ଜିନିଷକୁ ପର୍ସରେ ରଖିବା ଦ୍ଵାରା କେବେ ବି ହେବ ନାହିଁ ଧନର ଅଭାବ
ଜୀବନ ଶୈଳୀ

ଏ ସବୁ ଜିନିଷକୁ ପର୍ସରେ ରଖିବା ଦ୍ଵାରା କେବେ ବି ହେବ ନାହିଁ ଧନର ଅଭାବ

January 4, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଯଦି କଡା ପରିଶ୍ରମ କରିବା ପରେ ବି ଆପଣଙ୍କ ଜୀବନରେ ସର୍ବଦା ଧନର ଅଭାବ ରହୁଛି। ତେବେ ଆପଣ ଏକ ଉପାୟ ଦ୍ଵାରା ଏଥିରେ ମୁକ୍ତି ପାଇପାରିବେ। ଆପଙ୍କ ପର୍ସରେ ଆପଣ ଏମିତି କିଛି ଜିନିଷ ରଖନ୍ତୁ ଯଦ୍ୱାରା ଆପଣଙ୍କୁ କେବେ ବି ଧନର କମି ରହିବନି।

ତେବେ ଆସନ୍ତୁ ଜାଣିବା ପର୍ସରେ ଏମିତି କଣ ରଖିଲେ ଧନ ପ୍ରାପ୍ତି ହେବ –
୧-ଧନର ଅଭାବ ଦୂର କରିବା ପାଇଁ ଶୁକ୍ରବାର ଦିନ ପାଞ୍ଚ ଗୋମତୀ ଚକ୍ର ଓ ଏକ ହଳଦୀକୁ ନେଇ ଏକ ଲାଲ କପଡାରେ ବାନ୍ଧି ଦିଅନ୍ତୁ। ଏଇ ପୁଟୁଳିକୁ ମାତା ଲକ୍ଷ୍ମୀଙ୍କ ମୃତ୍ତି ପାଖରେ ରଖିପୂଜା କରନ୍ତୁ। ଏହାପରେ ଏହାକୁ ପର୍ସରେ ରଖି ଦିଅନ୍ତୁ। ଏହାକୁ ରଖିବା ଦ୍ଵାରା ଆପଣଙ୍କୁ କେବେ ବି ଧନର ଅଭାବ ହେବ ନାହିଁ।

୨-ହଳଦିଆ ରଙ୍ଗ ର ଏକ କପଡାରେ ପାଞ୍ଚଟି ହଳଦିଆ କଉଡି ରଖି ଏହାକୁ ଗଣ୍ଠି ବାନ୍ଧି ଦିଅନ୍ତୁ। ଏହାପରେ ଏଇ ପୋଟଳିକୁ ମାତା ଲକ୍ଷ୍ମୀ ଓ ଭଗବାନ ବିଷ୍ନୁଙ୍କ ପାଖରେ ରଖି ଏହାର ପୂଜା କରନ୍ତୁ। ଏହାପରେ ଏହାକୁ ପର୍ସରେ ରଖନ୍ତୁ। ଏହା ଦ୍ଵାରା ଆପଣଙ୍କ ଜୀବନରେ କେବେ ବି ଧନର ଅଭାବ ରହିବ ନାହିଁ।

୩-ଧଳା ରଙ୍ଗର ପଥର ଓ କମଳା ବୀଜକୁ ନେଇ କୌଣସି ଏକ ଶୁକ୍ରବାର ଦିନ ନିଜ ପର୍ସରେ ରଖନ୍ତୁ। ଏପରି କରିବା ଦ୍ଵାରା ଆପଣଙ୍କ ଜୀବନରେ ଧନ ସମ୍ବନ୍ଧୀୟ ସମସ୍ୟା ରହିବ ନାହିଁ।
ଶୁକ୍ରବାର ଦିନ ଏକ ଛୋଟ ଶ୍ରୀଯନ୍ତ୍ରର ପୂଜା କରିକି ଏହାକୁ ନିଜ ପର୍ସରେ ରଖନ୍ତୁ। ଏହାଦ୍ବାରା ଆପଣଙ୍କୁ କେବେ ବି ଧନ ର ଅଭାବ ପରିଲକ୍ଷିତ ହେବ ନାହିଁ।

ଧନର ଅଭାବ ପର୍ସ
Share. Facebook Twitter LinkedIn Email WhatsApp Copy Link

Related Posts

ଆର୍ଥିକ ସର୍ବେକ୍ଷଣ ରିପୋର୍ଟ 2025-26: ଜିଡିପି ଅଭିବୃଦ୍ଧି 7.4% ରହିବା ନେଇ ଆକଳନ

January 29, 2026

ଟି-୨୦ ବିଶ୍ୱକପ୍ ପରେ ପ୍ରଶିକ୍ଷକ ପଦରୁ ହଟିବେ ଗୌତମ ଗମ୍ଭୀର?: ସ୍ପଷ୍ଟ କଲା ବିସିସିଆଇ 

January 29, 2026

ଓଡ଼ିଶାର ହିର୍ଲି ଆବାସିକ ବିଦ୍ୟାଳୟକୁ ଜାତୀୟ ପୁରସ୍କାର: ଦ୍ୱିତୀୟ ସ୍ଥାନ ସହିତ ମିଳିଲା ୭୫ ଲକ୍ଷ

January 29, 2026

EU ପରେ ଏବେ ଆମେରିକା ସହିତ ଭାରତର ହେଲା କି ବାଣିଜ୍ୟ ଚୁକ୍ତି? ଜାଣନ୍ତୁ ରିପୋର୍ଟ

January 29, 2026
Latest News

ଓଡ଼ିଶାର ହଜାର ହଜାର ଶିକ୍ଷକ ଏବଂ ଛାତ୍ରଛାତ୍ରୀଙ୍କୁ ଏଆଇ-ପ୍ରସ୍ତୁତ କରିବା ପାଇଁ ରିଲାଏନ୍ସ ଜିଓର ପ୍ରୟାସ

January 29, 2026

ଭାରତର ଗଣତନ୍ତ୍ର ଏବଂ ଜନସଂଖ୍ୟା ବିଶ୍ୱ ପାଇଁ ଆଶାର କିରଣ: ପ୍ରଧାନମନ୍ତ୍ରୀ

January 29, 2026

ଟି-୨୦ ବିଶ୍ୱକପ୍ ପୂର୍ବରୁ ପାକିସ୍ତାନର ସଫଳତା: ଅଷ୍ଟ୍ରେଲିଆକୁ କଲା ପରାସ୍ତ

January 29, 2026

୧.୮ ଲକ୍ଷ ଯୁବକଯୁବତୀଙ୍କୁ ନିଯୁକ୍ତି ଏବଂ ୩ ଲକ୍ଷ ଯୁବକଯୁବତୀଙ୍କୁ ତାଲିମ ପ୍ରଦାନ କଲା ରିଲାଏନ୍ସ ଫାଉଣ୍ଡେସନ

January 29, 2026

ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ପୂର୍ବତଟ ରେଳପଥର ମହାପ୍ରବନ୍ଧକ

January 29, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.