Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ରାଜ୍ୟସ୍ତରୀୟ ଖଦୀ ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା “ଖଦୀ ବଜାର” ଉଦ୍‌ଘାଟିତ
ଆଜିର ଖବର

ରାଜ୍ୟସ୍ତରୀୟ ଖଦୀ ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା “ଖଦୀ ବଜାର” ଉଦ୍‌ଘାଟିତ

February 20, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ରାଜ୍ୟସ୍ତରୀୟ ଖଦି ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା “ଖଦି ବଜାର” ଉଦ୍‌ଘାଟିତ

ଭୁବନେଶ୍ୱର,  ଖାରବେଳ ନଗର ସ୍ଥିତ ଖଦୀ ବୋର୍ଡ କାର୍ଯ୍ୟାଳୟ ପରିସରରେ ଉଦଘାଟିତ ହୋଇଛି ‘ଖଦି ବଜାର’। ଓଡିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡ ଏବଂ ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ତରଫରୁ ପ୍ରଦର୍ଶନୀ ଓ ମେଳା ଆୟୋଜନ କରାଯାଇଛି।

ଏହି ରାଜ୍ୟସ୍ତରୀୟ ଖଦୀ ଓ ଗ୍ରାମୋଦ୍ୟୋଗ ପ୍ରଦର୍ଶନୀ ଏବଂ ବିକ୍ରୟ ମେଳା ଆଗାମୀ ଫେବୃୟାରୀ ୨୮ ତାରିଖ ପର୍ଯନ୍ତ ଚାଲୁ ରହିବ । ଦର୍ଶକମାନଙ୍କ ପାଇଁ ପ୍ରତିଦିନ ସଂଧ୍ୟାରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ସରକାରଙ୍କ କୋଭିଡ୍ ନିୟମର ଅନୁପାଳନ ଏହି ଖଦୀ ବଜାରରେ ବ୍ୟବସ୍ଥା କରାଯାଇଛି।

ଏଥିରେ ମୁଖ୍ୟ ଅତିଥିଭାବେ ରାଜ୍ୟ ଶକ୍ତି, ଶିଳ୍ପ, ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ କ୍ୟାପ୍‌ଟେନ୍ ଦିବ୍ୟଶଙ୍କର ମିଶ୍ର, ରାଜ୍ୟ ଜଳ ସମ୍ପଦ, ସୂଚନା ଓ ଲୋକସମ୍ପର୍କ ମନ୍ତ୍ରୀ ଶ୍ରୀ ରଘୁନନ୍ଦନ ଦାସ, ଭୁବନେଶ୍ୱର-ମଧ୍ୟ ବିଧାୟକ ଶ୍ରୀ ଅନନ୍ତ ନାରାୟଣ ଜେନା ଏବଂ ଓଡିଶା ଖଦୀ ଓ ଗ୍ରାମୋଦ୍ୟୋଗ ବୋର୍ଡର ସଭାପତି ଶ୍ରୀ ସଂଗ୍ରାମ କେଶରୀ ପାଇକରାୟ ଯୋଗ ଦେଇଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026
Latest News

ଇରାନ–ଆମେରିକା ଚୁକ୍ତି ନିକଟତର!: ଆରାଘଚିଙ୍କ ମନ୍ତବ୍ୟ ଓ ଆଶାର ସଙ୍କେତ

June 13, 2026

କ୍ୟାବିନେଟ ବୈଠକ : ୮ ଟି ପ୍ରସ୍ତାବ ଉପରେ ମୋହର

June 12, 2026

ମେଡିକାଲ୍ ଛାତ୍ରୀ ମୃତ୍ୟୁ ଘଟଣା : ପୁରୁଷ ବନ୍ଧୁ ଗିରଫ

June 12, 2026

ଆଇଏନଏସ ଚିଲିକାରେ ୨୦୨୬ ସଂସ୍କରଣ ପ୍ରଥମ୍ ବ୍ୟାଚ ଅଗ୍ନିବୀର ପାସିଂ ଆଉଟ ସମାରୋହ

June 12, 2026

ସରକାରଙ୍କ ୨ ବର୍ଷ ପୂର୍ତ୍ତି: ମାଗଣା ଚାଉଳ, ଦେୟମୁକ୍ତ ଶିକ୍ଷା ଓ ଭତ୍ତା ନେଇ ବଡ଼ ଘୋଷଣା

June 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.