Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ପର୍ଯ୍ୟଟନ ବଜେଟ: ପୁରୀକୁ ବିଶ୍ବ ଐତିହ୍ୟ ସହର କରିବା ପାଇଁ 542 କୋଟି ବ୍ୟୟ ବରାଦ
ଆଜିର ଖବର

ପର୍ଯ୍ୟଟନ ବଜେଟ: ପୁରୀକୁ ବିଶ୍ବ ଐତିହ୍ୟ ସହର କରିବା ପାଇଁ 542 କୋଟି ବ୍ୟୟ ବରାଦ

February 22, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ପର୍ଯ୍ୟଟନ ବଜେଟ: ଅଭଡା ଯୋଜନାରେ ପୁରୀକୁ ବିଶ୍ବ ଐତିହ୍ୟ ସହର କରିବା ପାଇଁ 542 କୋଟି ବ୍ୟୟ ବରାଦ

ଭୁବନେଶ୍ବର, ରାଜ୍ୟ ସରକାର ଏଥର ପର୍ଯ୍ୟଟନ ବଜେଟରେ ବିକାଶ ମୂଳକ କାର୍ଯ୍ୟ ପାଇଁ ବହୁ ବ୍ୟୟ ବରାଦ କରିଛନ୍ତି। ସେଗୁଡିକ ମଧ୍ୟରେ ରହିଛି

ହେରିଟେଜ୍ ସଂରକ୍ଷଣ ଏବଂ ପର୍ଯ୍ୟଟନ ବିକାଶ:
– ଶ୍ରେଷ୍ଠ ପର୍ଯ୍ୟଟନ ଭିତ୍ତିଭୂମି ସୃଷ୍ଟି ପାଇଁ ପର୍ଯ୍ୟଟନ ବିଭାଗକୁ ଆବଣ୍ଟନ 25 ପ୍ରତିଶତ ବୃଦ୍ଧି କରାଯାଇ ରେକର୍ଡ 500 କୋଟିରେ ପହଞ୍ଚିଛି।
– ଅଭଡା ଯୋଜନା ଅନ୍ତର୍ଗତ ପୁରୀକୁ ବିଶ୍ୱ ଐତିହ୍ୟ ସହରରେ ପରିଣତ କରିବା ପାଇଁ 542 କୋଟି ବରାଦ।
– ଏକାମ୍ର କ୍ଷେତ୍ର ସୁବିଧା ଏବଂ ସ୍ମାରକୀ ପୁନରୁଦ୍ଧାର କାର୍ଯ୍ୟ  ଯୋଜନା ଅଧୀନରେ 200 କୋଟି ବ୍ୟୟ ବରାଦ।
– ସମଲେଶ୍ୱରୀ ମନ୍ଦିର କ୍ଷେତ୍ର ପରିଚାଳନା ଏବଂ ସ୍ଥାନୀୟ ଅର୍ଥନୈତିକ ଉନ୍ନତି ପାଇଁ ସମଲେଇ ଯୋଜନା ଅଧୀନରେ 200 କୋଟି ବ୍ୟୟ ବରାଦ
– ପର୍ଯ୍ୟଟନ ଭିତ୍ତିଭୂମି ବିକାଶ ଏବଂ ପରିଚାଳନା ପାଇଁ 349 କୋଟି
– ପର୍ଯ୍ୟଟନର ପ୍ରଚାର ପାଇଁ 83 କୋଟି

srimandir Tourism Budget ପର୍ଯ୍ୟଟନ ବଜେଟ
Share. Facebook Twitter LinkedIn Email WhatsApp Copy Link

Related Posts

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର – ଝାରସୁଗୁଡ଼ା ରୋଡ ସେକ୍ସନ ନିରୀକ୍ଷଣ: ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା

May 10, 2026

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୫ ଘୋଷଣା : ୫ଟି ବର୍ଗରେ ପୁରସ୍କାର ପାଇବ ଓଡ଼ିଶା

May 10, 2026

ସାମାଜିକ ସୁରକ୍ଷା କଭରେଜ୍ ପ୍ରଦାନ କ୍ଷେତ୍ରରେ ତିନି ଜନସୁରକ୍ଷା ସ୍କିମର ୧୧ ବର୍ଷ ପୂରଣ

May 10, 2026

ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର କରିବେ ଉଦଘାଟନ

May 10, 2026
Latest News

ଅପେକ୍ଷାର ଅନ୍ତ : ଆଜି ବିଜୟ ନେବେ ଶପଥ

May 10, 2026

ପୂର୍ବତଟ ରେଳପଥ ମହାପ୍ରବନ୍ଧକଙ୍କ ସମ୍ବଲପୁର – ଝାରସୁଗୁଡ଼ା ରୋଡ ସେକ୍ସନ ନିରୀକ୍ଷଣ: ନିରାପତ୍ତା, ଯାତ୍ରୀ ସୁବିଧା ଏବଂ ଭିତ୍ତିଭୂମି ବିକାଶର ସମୀକ୍ଷା

May 10, 2026

ଜାତୀୟ ପଞ୍ଚାୟତ ପୁରସ୍କାର ୨୦୨୫ ଘୋଷଣା : ୫ଟି ବର୍ଗରେ ପୁରସ୍କାର ପାଇବ ଓଡ଼ିଶା

May 10, 2026

ସାମାଜିକ ସୁରକ୍ଷା କଭରେଜ୍ ପ୍ରଦାନ କ୍ଷେତ୍ରରେ ତିନି ଜନସୁରକ୍ଷା ସ୍କିମର ୧୧ ବର୍ଷ ପୂରଣ

May 10, 2026

ଆଜି କର୍ଣ୍ଣାଟକ ଏବଂ ତେଲଙ୍ଗାନା ଗସ୍ତ କରିବେ ପ୍ରଧାନମନ୍ତ୍ରୀ: ପ୍ରାୟ ୯୪୦୦ କୋଟି ଟଙ୍କା ମୂଲ୍ୟର ଏକାଧିକ ବିକାଶ ପ୍ରକଳ୍ପର କରିବେ ଉଦଘାଟନ

May 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.