ଭୁବନେଶ୍ବର: ଗଞ୍ଜାମରେ ଦଣ୍ଡ ଯାତ୍ରା ପାଇଁ ପ୍ରଶାସନ ପକ୍ଷରୁ ଅନୁମତି ମିଳିଛି। କରୋନା କଟକଣାକୁ ମାନି ଦଣ୍ଡଯାତ୍ରା କରିବାକୁ ଅନୁମତି ମିଳିଛି। ପୂର୍ବ ନିର୍ଦ୍ଦେଶନାମାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ସ୍ଥାନୀୟ କଳାକାରମାନଙ୍କୁ ନେଇ ଯାତ୍ରା ପରିବେଷଣ କରିବା ପାଇଁ ନିର୍ଦ୍ଦେଶ ରହିଛି। କରୋନା କଟକଣା ଗଞ୍ଜାମ ଦଣ୍ଡ ଯାତ୍ରା
ସ୍ୱଚ୍ଛ ବାୟୁ ସର୍ବେକ୍ଷଣ ଏବଂ ଆର୍ଦ୍ରଭୂମି ସହର ମାନ୍ୟତା ପୁରସ୍କାର ପ୍ରଦାନ କଲେ କେନ୍ଦ୍ର ମନ୍ତ୍ରୀSeptember 9, 2025