Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୋଭିଡ ଯୋଗୁଁ ଏ ବର୍ଷ ହେବ ନାହିଁ ଲିଙ୍ଗରାଜ ମହୋତ୍ସବ
ଆଞ୍ଚଳିକ

କୋଭିଡ ଯୋଗୁଁ ଏ ବର୍ଷ ହେବ ନାହିଁ ଲିଙ୍ଗରାଜ ମହୋତ୍ସବ

April 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
କୋଭିଡ ଯୋଗୁଁ ଏ ବର୍ଷ ହେବ ନାହିଁ ଲିଙ୍ଗରାଜ ମହୋତ୍ସବ

ଭୁବନେଶ୍ୱର, ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ଲିଙ୍ଗରାଜ ଭଜନ ମଣ୍ଡପରେ ୬ଦିନ ଧରି ହେବାକୁଥିବା ଲିଙ୍ଗରାଜ ମହୋତ୍ସବ କୋଭିଡ଼୍ ଯୋଗୁ ବନ୍ଦ କରି ଦିଆଯାଇଛି । ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରା ଉପଲକ୍ଷେ ଓଡ଼ିଶା ସଂସ୍କୃତ ବିଭାଗ, ପୂର୍ବାଚଂଳ ସାଂସ୍କୃତିକ କେନ୍ଦ୍ର(ଇଜେଡ଼୍‌ସିସି) ଓ ବିଭିନ୍ନ ବେସରକାରୀ ଅନୁଷ୍ଠାନ ସହଯୋଗରେ ସହଯୋଗରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ରାଜ୍ୟ ବାହାରୁ ବହୁ କଳାକାର ଯୋଗ ଦେଇଥାନ୍ତି ।

ଚଳିତ ବର୍ଷ କୌଣସି ଅନୁଷ୍ଠାନ ନଆସିବା ପାଇଁ ମନା କରାଯିବା ସହ କୋଭିଡ଼୍ କଟକଣା ମାନି କାର୍ଯ୍ୟକ୍ରମ ବନ୍ଦ କରାଗଲା ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ ଅନୁଷ୍ଠାନର ସଭାପତି ତଥା ବିଧାୟକ ସୁରେଶ କୁମାର ରାଉତରାୟ, ସମ୍ପାଦକ ସନତ ମିଶ୍ର ସୂଚନା ଦେଇଥିଲେ । ଆସନ୍ତା ବର୍ଷ କରୋନା ଦୂରାଇଯିବା ପରେ ମହାସମାରୋହରେ ଏହା କରାଯିବ । ତେବେ ଚଳିତ ବର୍ଷ ସ୍ଥଗିତ ରହିଛି ରାସ୍ତାରେ ୧୪୪ଧାରା ଲାଗିବ ଏଣୁ କୌଣସି ଭକ୍ତ ଆସିବେ ନାହିଁ। ବିଭିନ୍ନ ଗଣମାଧ୍ୟମରେ ରଥଯାତ୍ରା ଦେଖିବା ସହ କରୋନା ପ୍ରତି ସତର୍କ ରହିବାକୁ ଅନୁଷ୍ଠାନର ସଂଯୋଜକ ଲିଙ୍ଗରାଜ ସାହୁଙ୍କ ଅନୁରୋଧ କରିଥିଲେ ।

Lingaraj festival ଲିଙ୍ଗରାଜ ମହୋତ୍ସବ
Share. Facebook Twitter LinkedIn Email WhatsApp Copy Link

Related Posts

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା ଆରମ୍ଭ: ତିନି ଦିନ ଧରି ଚାଲିବ ପ୍ରସିଦ୍ଧ ଭଉଁରୀଯାତ୍ରା

May 8, 2026

ବାଲୁଗାଁ ମହାବିଦ୍ୟାଳୟର ଏନସିସି ଅଧିକାରୀଙ୍କୁ ସମ୍ବର୍ଦ୍ଧନା

May 6, 2026

ବାଲୁଗାଁ ମହାବିଦ୍ୟାଳୟ ପକ୍ଷରୁ ଚିଲିକା କୂଳରେ ଜଳଛତ୍ର

May 6, 2026
Latest News

ପ୍ରଥମ ୧୦ ଦିନରେ ଜାମ୍ମୁ-ଶ୍ରୀନଗର ବନ୍ଦେ ଭାରତ ଏକ୍ସପ୍ରେସ୍‌ରେ ଯାତ୍ରା କଲେ ପ୍ରାୟ ୪୫,୦୦୦ ଯାତ୍ରୀ

May 13, 2026

ରାଜ୍ୟଗୋଷ୍ଠୀ କ୍ରୀଡ଼ା ଅଭିଯାନରେ ଯୋଗଦେବାକୁ ଦେଶର ଯୁବପିଢ଼ିଙ୍କୁ ଆମନ୍ତ୍ରଣ

May 13, 2026

ଆଜି ମଇ ୧୩ ତାରିଖରେ ଏହି ସାତୋଟି ରାଶି ପାଇଁ ରହିଛି ଅନୁକୂଳ ପରିବେଶ

May 13, 2026

ମୁଖ୍ୟମନ୍ତ୍ରୀ ଯୋଗୀଙ୍କ ବଡ ଘୋଷଣା

May 12, 2026

ରଣପୁରରେ ଦୁଇ ଶିକ୍ଷକ-ଶିକ୍ଷୟତ୍ରୀଙ୍କ ପରଲୋକ: ଶିକ୍ଷା ମହଲରେ ଶୋକର ଛାୟା

May 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.