Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୟୁ-ଟୁ୍ୟବ୍‌ ଚ୍ୟାନେଲ୍‌ ଶୁଭାରମ୍ଭ
ଆଜିର ଖବର

ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୟୁ-ଟୁ୍ୟବ୍‌ ଚ୍ୟାନେଲ୍‌ ଶୁଭାରମ୍ଭ

May 31, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ୟୁ-ଟୁ୍ୟବ୍‌ ଚ୍ୟାନେଲ୍‌ ଶୁଭାରମ୍ଭ

ଭୁବନେଶ୍ୱର, ଓଡ଼ଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସରକାରୀ ୟୁ-ଟୁ୍ୟବ୍‌ ଚ୍ୟାନେଲ୍‌ ଆଜି ଶୁଭାରମ୍ଭ ହୋଇଛି । ଓଡ଼ିଶାର କଳା, ସଂସ୍କୃତି, ଐତିହ୍ୟ ଓ ପରମ୍ପରାକୁ ସୁଦୂରପ୍ରସାରି କରିବା ପାଇଁ ଏବଂ ବିଭାଗର ବିଭିନ୍ନ କଳା, ସଂସ୍କୃତି, ପରମ୍ପରା ଓ ଐତିହ୍ୟକୁ ଭିଜୁଆଲ୍‌ ମାଧ୍ୟମରେ ଦେଶବିଦେଶରେ ଲୋକଲୋଚନକୁ ଆଣିବା ପାଇଁ ଏହି ପ୍ରଚେଷ୍ଟା ଆରମ୍ଭ ହୋଇଛି ।

ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀ ଏବଂ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ ଏହି ୟୁ-ଟୁ୍ୟବ୍‌କୁ ଆଜି ଲୋକାର୍ପଣ କରିଛନ୍ତି । ବାସୁଦେବ ମାଳବିଶୋଇଙ୍କର ନିଜ ରଚନା, ସଂଗୀତ ଓ କଣ୍ଠରେ ପ୍ରସ୍ତୁତ ହୋଇଥିବା କରୋନା ସଚେତନ ଗୀତରୁ ଏହି ୟୁ-ଟୁ୍ୟବ୍‌ ଶୁଭାରମ୍ଭ କରାଯାଇଥିଲା । ୟୁ-ଟୁ୍ୟବ୍‌ ପ୍ରସ୍ତୁତ କରିବା ପାଇଁ ସରକାରଙ୍କର ଅନୁମୋଦନ କ୍ରମେ ଏବଂ ଓଡ଼ିଶା ଡଟ୍‌ କମ୍‌ର ସହାୟତାରେ ଏହା ପ୍ରସ୍ତୁତ ହୋଇଥିବା ଜଣାପଡ଼ିଛି

ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026
Latest News

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.