Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»mYoga App: ଯୋଗ ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଲଞ୍ଚ କଲେ ଆପ୍, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତ୍ଵ
ଆଜିର ଖବର

mYoga App: ଯୋଗ ଦିବସ ଉପଲକ୍ଷେ ପ୍ରଧାନମନ୍ତ୍ରୀ ଲଞ୍ଚ କଲେ ଆପ୍, ଜାଣନ୍ତୁ କ’ଣ ରହିଛି ଏହାର ବିଶେଷତ୍ଵ

June 21, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଆଜି ହେଉଛି ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ। ସପ୍ତମ ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏମୟୋଗା ଆପ ଲଞ୍ଚ କରିଛନ୍ତି। ଏହି ଆପକୁ ୧୨ ରୁ ୬୫ ବର୍ଷ ବ୍ୟକ୍ତିଙ୍କ ବ୍ୟବହାର ପାଇଁ ପ୍ରସ୍ତୁତ କରାଯାଇଛି। ବିଶ୍ଵ ସ୍ୱାସ୍ଥ୍ୟ ସଂଗଠନର ସହାୟତାରେ ଏହି ଆପକୁ ପ୍ରସ୍ତୁତ କରାଯାଇଥିବା ଯୋଗ ଦିବସରେ ସମ୍ବୋଧନ ସମୟରେ ପ୍ରଧାନମନ୍ତ୍ରୀ କହିଛନ୍ତି। ଏଥିରୁ ଯୋଗ ଅଭ୍ୟାସର ହଜାର ହଜାର ଭିଡିଓ ମିଳିବ।

ଇଂରାଜୀ ଭାଷା ବ୍ୟତୀତ ଅନେକ ଆଞ୍ଚଳିକ ଭାଷାରେ ଯୋଗ ଟ୍ରେନିଂ ଭିଡିଓ ଏଥିରେ ଉପଲବ୍ଧ ହେବ। ଏହାକୁ ୱାନ ୱାର୍ଲ୍ଡ-ୱାନ ହେଲଥ୍ ମନ୍ତ୍ରର ପ୍ରଧାନମନ୍ତ୍ରୀ ଉଦାହରଣ ଦେଇଛନ୍ତି। ଏହି ଆପକୁ ବୈଜ୍ଞାନିକ ପଦ୍ଧତି ଏବଂ ଅଧ୍ୟୟନ ଆଧାରକୁ ନେଇ ବିଶେଷଜ୍ଞଙ୍କ ପରାମର୍ଶରେ ପ୍ରସ୍ତୁତ କରାଯାଇଛି।

ଅନ୍ତରାଷ୍ଟ୍ରୀୟ ଯୋଗ ଦିବସ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026
Latest News

ଖୋର୍ଦ୍ଧା ରୋଡ୍- ପୁରୀ ସେକ୍ସନର ନିରୀକ୍ଷଣ କଲେ ପୂର୍ବତଟ ରେଳପଥ ମହାପ୍ରବନ୍ଧକ

April 14, 2026

ଚିଲିକା ବଜରଙ୍ଗ ଦଳର ବିଶାଳ ଶୋଭାଯାତ୍ରା: ଯୋଗଦେଲେ ଆଇନ ମନ୍ତ୍ରୀ

April 14, 2026

ଉତ୍ତରାଖଣ୍ଡରେ ଲୋକଙ୍କୁ କ୍ଷମା ମାଗିଲେ ପ୍ରଧାନମନ୍ତ୍ରୀ: ଜାଣନ୍ତୁ କାହିଁକି?

April 14, 2026

ବଢିବ ଲୋକସଭା ଆସନ ସଂଖ୍ୟା!: ୫୪୩ ରୁ ହେବ ୮୫୦

April 14, 2026

‘ପେଟ୍ରୋଲ ୧୮ ଏବଂ ଡିଜେଲ ୩୫ ଟଙ୍କା ମହଙ୍ଗା ହେବ’!: ଏହି ରିପୋର୍ଟରେ ଦାବି

April 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.