Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ବଦଳିଲେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ, ନୂଆଙ୍କୁ ଦିଆଗଲା ନିଯୁକ୍ତି
ଆଜିର ଖବର

ବଦଳିଲେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ, ନୂଆଙ୍କୁ ଦିଆଗଲା ନିଯୁକ୍ତି

July 3, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link
ବଦଳିଲେ ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗର ସଚିବ, ନୂଆଙ୍କୁ ଦିଆଗଲା ନିଯୁକ୍ତି

ଭୁବନେଶ୍ବର, ଓଡିଆ ଭାଷା, ସାହିତ୍ୟ ଏବଂ ସଂସ୍କୃତି ବିଭାଗର ପ୍ରମୁଖ ଶାସନ ସଚିବ ବିଷ୍ଣୁପଦ ସେଠୀଙ୍କୁ ବଦଳି କରାଯାଇଛି। ଏ ନେଇ ଗତକାଲି ସାଧାରଣ ପ୍ରଶାସନ ବିଭାଗରୁ ଏକ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ସେହି ବିଜ୍ଞପ୍ତି ଅନୁସାରେ ନୂଆ ଶାସନ ସଚିବ ଭାବେ ଗୃହ ଓ ନଗର ଉନ୍ନୟନ ସଚିବ ଡ. ସୁରେଶ ଚନ୍ଦ୍ର ଦଳାଇଙ୍କୁ ନିଯୁକ୍ତି ପ୍ରଦାନ କରାଯାଇଛି।

ଡ ଦଳାଇ ଯେଉଁଦିନ ଏହି ପଦବୀରେ ଯୋଗଦେବେ ସେହିଦିନ ବିଷ୍ଣୁପଦ କାର୍ଯ୍ୟରୁ ଆବ୍ୟାହତି ନେବେ। ବିଷ୍ଣୁପଦ ବର୍ତ୍ତମାନ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ସହିତ ସୂଚନା ଓ ଲୋକସଂପର୍କ ବିଭାଗର ପ୍ରମୁଖ ଶାସନ ସଚିବ ଅଛନ୍ତି।

ଓଡ଼ିଆ ଭାଷା ବିଷ୍ଣୁପଦ ସେଠୀ ସାହିତ୍ୟ ଓ ସଂସ୍କୃତି ବିଭାଗ
Share. Facebook Twitter LinkedIn Email WhatsApp Copy Link

Related Posts

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026

ଫୁଲ ତୋଳୁଥିବା ବେଳେ ମହିଳାଙ୍କ ଉପରେ ଚଢ଼ିଗଲା ଟ୍ରକ୍‌

September 11, 2026
Latest News

ଘରକୁ ମହକାଉଛି, ହେଲେ ଶରୀର ପାଇଁ ବିପଦ ଡାକୁନି ତ ରୁମ୍ ଫ୍ରେଶନର?

September 11, 2026

ଭାରତର GDP ଅଭିବୃଦ୍ଧିରେ IMF ଆଶ୍ଚର୍ଯ୍ୟ: ଜାଣନ୍ତୁ କ’ଣ କହିଲେ ମୁଖପାତ୍ର?

September 11, 2026

ଓଡିଶାକୁ ଆସିଲା ୮,୪୧୭ କୋଟି ଟଙ୍କାର ନିବେଶ ପ୍ରସ୍ତାବ,୧୪,୩୧୦ ନିଯୁକ୍ତି ସମ୍ଭାବନା

September 11, 2026

ବୋଲେରୋକୁ ପିଟିଲା ଆଇଚର: ୮ ମୃତ

September 11, 2026

ଆଜିଠୁ ଲଗାତାର ୪ ଦିନ ବ୍ୟାଙ୍କ ବନ୍ଦ!: ଜାଣନ୍ତୁ କେଉଁ ସେବା ଚାଲିବ, କିପରି କରିବେ ଟଙ୍କା କାରବାର?

September 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.