Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ଚାଣକ୍ୟ ନୀତି: ବିପଦ ସମୟରେ ନିଜକୁ ରକ୍ଷା କରିବା ପାଇଁ କଣ କରିବା ଉଚିତ
ଜୀବନ ଶୈଳୀ

ଚାଣକ୍ୟ ନୀତି: ବିପଦ ସମୟରେ ନିଜକୁ ରକ୍ଷା କରିବା ପାଇଁ କଣ କରିବା ଉଚିତ

July 29, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଜଣେ ଯେତେବେଳେ କୌଣସି ବିପଦରେ ପଡେ ତେବେ ସେ ସେତେବେଳେ କଣ କରିବା ଉଚିତ। ଏପରିକି ବିପଦରୁ ରକ୍ଷା କରିବା ପାଇଁ କେଉଁ ପଦକ୍ଷେପ ନେବା ଉଚିତ। ଏ ନେଇ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ କେତେକ ନିର୍ଦ୍ଧିଷ୍ଠ କଥା କହିଛନ୍ତି। ତାହା ହେଲା ବିପଦରୁ ରକ୍ଷା ପାଇବା ପାଇଁ ସମସ୍ତେ ଧନ ସଞ୍ଚୟ କରି ରଖିବା ଉଚିତ।

କୌଣସି ବିପଦ ଆସିଲେ ଆପଣ ରଖିଥିବା ଧନରେ ନିଜକୁ ଏବଂ ନିଜ ସ୍ତ୍ରୀ ପରିବାରଙ୍କୁ ରକ୍ଷା କରିପାରିବେ। ପତ୍ନୀ ଏବଂ ପରିବାର ସଦସ୍ୟଙ୍କୁ ବିପଦରୁ ରକ୍ଷା କରିବା ଜଣେ ବ୍ୟକ୍ତିଙ୍କର କର୍ତ୍ତବ୍ୟ। ସେଥିପାଇଁ ବିଜ୍ଞ ଲୋକମାନେ ଆଗରୁ କିଛି ଧନ ସଂଚୟ କରି ରଖିଥାନ୍ତି। ହେଲେ ଚାଣକ୍ୟ ଏହା ମଧ୍ୟ କହିଛନ୍ତି ଯେ, ଯଦି ଆବଶ୍ୟକ ପଡେ ତେବେ ନିଜକୁ ରକ୍ଷା କରିବା ପାଇଁ ପ୍ରଥମେ ସଂପତିକୁ ତ୍ୟାଗ କରିବା ଉଚିତ। ଯଦି ପରିସ୍ଥିତି ଜଟିଳ ହୁଏ ତେବେ ପତ୍ନୀଙ୍କୁ ମଧ୍ୟ ତ୍ୟାଗ କରିବାକୁ ପଛାଇବେ ନାହିଁ। ଯଦି କୌଣସି ରୋଜଗାର ପାଇଁ ଘରର ସଂପତି ଏବଂ ପତ୍ନୀଙ୍କଠାରୁ ଦୂରେଇ ରହିବାର ଆବଶ୍ୟକ ଥାଏ ତେବେ ତାହା କରିପାରନ୍ତି।

ଅନେକ ଧନ ଏବଂ ପତ୍ନୀ ମୋହରେ ପଡି କିଛି କରନ୍ତି ନାହିଁ। ହେଲେ ସେମାନେ ଭବିଷ୍ୟତରେ ନିଜକୁ ଜଣେ ଭଲ ମଣିଷ ଭାବେ ଗଢି ତୋଳି ପାରନ୍ତି ନାହିଁ। ଚାଣକ୍ୟ ଆହୁରି ମଧ୍ୟ କହିଛନ୍ତି ଧନ ସଂଞ୍ଚୟ ମଧ୍ୟ ଏକ କାଠିକର ବ୍ୟାପାର। କାରଣ ଲକ୍ଷ୍ମୀ ଚଳଚଞ୍ଚଳା। ତାହା ଯେମିତି ଆସେ ସେମିତ ଚାଲିଯାଏ। ସେଥିପାଇଁ ବୁଦ୍ଧିମାନ ଲୋକ ଧନକୁ ଠିକ ଭାବେ ସଞ୍ଚୟ କରି ରଖି ପାରିଥାଏ। ହେଲେ ସମସ୍ତେ ତାହା କରିପାରନ୍ତି ନାହିଁ।

ଚାଣକ୍ୟ ନୀତି ବିପଦ ସମୟ ରକ୍ଷା କରିବା
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026

କେନ୍ଦୁଝରରେ ୧୦୦ କୋଟିର ଟେକ୍ସଟାଇଲ୍ ପାର୍କର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

February 14, 2026

ଭାରତୀୟ ସେନାରେ ଯୋଗଦେବା ପାଇଁ ବଡ଼ ସୁଯୋଗ: ଜାଣନ୍ତୁ ଆବେଦନ ପ୍ରକ୍ରିୟା

February 14, 2026

ଭାରତ ନା ପାକିସ୍ତାନ, କାହାକୁ ଗ୍ରହଣ କରିବେ ତାରିକ ରହମାନ? ଏପର୍ଯ୍ୟନ୍ତ କ’ଣ ସଙ୍କେତ ମିଳୁଛି?

February 14, 2026
Latest News

ଷ୍ଟାର୍ଟଅପ୍ ଇଣ୍ଡିଆ ଫଣ୍ଡ ଅଫ୍ ଫଣ୍ଡସ୍‌ 2.0 କୁ କ୍ୟାବିନେଟ ଅନୁମୋଦନ

February 14, 2026

‘ସେବା ତୀର୍ଥ’ ଏବଂ ‘କର୍ତ୍ତବ୍ୟ ଭବନ’କୁ ପ୍ରଶାସନିକ କାର୍ଯ୍ୟାଳୟ ସ୍ଥାନାନ୍ତର ପ୍ରସ୍ତାବକୁ କ୍ୟାବିନେଟ୍‌ ମଞ୍ଜୁରି

February 14, 2026

ଜିଓ ସମେତ ୧୦ଟି ଦେଶର ୧୫ଟି ପ୍ରମୁଖ ଟେକ୍ କମ୍ପାନୀ ଗଠନ କଲେ “ଟ୍ରଷ୍ଟେଡ୍ ଟେକ୍ ଆଲାଏନ୍ସ”

February 14, 2026

ଅଭିଷେକ ଶର୍ମା ଖେଳିବେ କି?: IND vs PAK ମ୍ୟାଚ୍ ପୂର୍ବରୁ ସୂର୍ଯ୍ୟକୁମାର ଯାଦବ ଦେଲେ ସ୍ପଷ୍ଟ ଉତ୍ତର

February 14, 2026

ପ୍ରସିଦ୍ଧ ଶୈବପୀଠ ଶ୍ରୀଦକ୍ଷେଶ୍ଵରଦେବ ମନ୍ଦିରରେ ଜାଗର ଯାତ୍ରା: ଜାଣନ୍ତୁ କେବେ ଉଠିବ ମହାଦୀପ?

February 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.