Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ସ୍ବପ୍ନରେ ଜୀବ-ଜନ୍ତୁଙ୍କୁ ଦେଖିଲେ ମିଳିଥାଏ ଶୁଭ ଫଳ, ଜାଣନ୍ତୁ କେଉଁ ଜୀବଜନ୍ତୁଙ୍କୁ ଦେଖିଲେ ଧନଲାଭ ହୋଇଥାଏ
ଜୀବନ ଶୈଳୀ

ସ୍ବପ୍ନରେ ଜୀବ-ଜନ୍ତୁଙ୍କୁ ଦେଖିଲେ ମିଳିଥାଏ ଶୁଭ ଫଳ, ଜାଣନ୍ତୁ କେଉଁ ଜୀବଜନ୍ତୁଙ୍କୁ ଦେଖିଲେ ଧନଲାଭ ହୋଇଥାଏ

August 3, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଜୀବନର ଆଇନା ହେଉଛି ସ୍ବପ୍ନ। ସ୍ବପ୍ନ ଶାସ୍ତ୍ର ପୂରାପୂରି ସ୍ବପ୍ନ ଉପରେ ଆଧାରିତ। ଏହି ଶାସ୍ତ୍ରରେ ସ୍ବପ୍ନ ବିଷୟରେ ଲେଖାଯାଇଛି। ତେବେ ଆସନ୍ତୁ ଜାଣିବା ସ୍ବପ୍ନରେ ଜୀବଜନ୍ତୁଙ୍କୁ ଦେଖିବା ଶୁଭ ନା ଅଶୁଭ। ମାନ୍ୟତା ଅନୁସାରେ ସ୍ବପ୍ନରେ କିଛି ଜୀବଜନ୍ତୁଙ୍କୁ ଦେଖିଲେ ଖାସ୍‌ ଯୋଗ ହୋଇଥାଏ।

ଗାଈ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ ଗାଈ ଦେଖିବା ବହୁତ ଶୁଭ ହୋଇଥାଏ। କୁହାଯାଏ ସ୍ବପ୍ନରେ ଗାଈକୁ ଦେଖିଲେ ଭାଗ୍ୟ ଖୋଲିଥାଏ। ଗାଈ ଅର୍ଥାତ୍‌ ଗୋମାତାଙ୍କଠାରେ ୩୩ କୋଟି ଦେବୀଦେବତା ବାସ କରିଥା’ନ୍ତି। ଗାଈଙ୍କୁ ସ୍ବପ୍ନରେ ଦେଖିବା ଅର୍ଥ ଈଶ୍ବରଙ୍କ କୃପା ମିଳିଥାଏ।

ହାତୀ: ହାତୀକୁ ଐଶ୍ବର୍ଯ୍ୟର ପ୍ରତୀକ ରୂପେ ମନାଯାଏ। ଯଦି ସ୍ବପ୍ନରେ କେହି ହାତୀ ଦେଖନ୍ତି, ତେବେ ଏହା ଅତ୍ୟନ୍ତ ଶୁଭ ଫଳ ଦେଇଥାଏ। ହାତୀ ସ୍ବପ୍ନରେ ଦେଖିଥିବା ବ୍ୟକ୍ତିଙ୍କୁ ଜୀବନରେ ଉନ୍ନତି ମିଳିଥାଏ। ସୁଖ ସମୃଦ୍ଧି ପ୍ରାପ୍ତ ହୋଇଙଥାଏ। କୁହାଯାଏ ହାତୀ ସ୍ବପ୍ନ ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ହାତୀର ପ୍ରତିମା ଅର୍ପଣ କରିବା ଆବଶ୍ୟକ।

ପେଚା: ସ୍ବପ୍ନରେ ପେଚା ଦେଖିବା ଅତ୍ୟନ୍ତ ଶୁଭ। ପେଚା ମା’ ଲକ୍ଷ୍ମୀଙ୍କର ବାହନ। ପେଚା ଦେଖିବା ଦ୍ବାରା ଧନ-ଧାନ୍ୟ ମିଳିଥାଏ। ମା’ ଲକ୍ଷ୍ମୀଙ୍କ କୃପା ବନି ରହିଥାଏ। ସ୍ବପ୍ନରେ ପେଚା ଦେଖିବା ପରେ ମାତା ଲକ୍ଷ୍ମୀଙ୍କୁ ଲାଲ ବସ୍ତ୍ର ଅର୍ପଣ କରିବା ବହୁତ ଶୁଭ ହୋଇଥାଏ।

କାଳ ନାଗ: ସ୍ବପ୍ନ ଶାସ୍ତ୍ର ଅନୁସାରେ ସ୍ବପ୍ନରେ କଳା ନାଗ ଦେଖିବା ଶୁଭ ସଂକେତ। ଏହା ଦ୍ବାରା ଆପଣଙ୍କ ଯଶ ସମ୍ମାନ ବୃଦ୍ଧି ହୋଇଥାଏ। ମାନ-ସମ୍ମାନ ବଢିଥାଏ। ମନୋସ୍କାମନା ଜଲ୍‌ଦି ପୂର୍ଣ୍ଣ ହେବ ବୋଲି ଏହା ଦର୍ଶାଇଥାଏ।

ଠେକୁଆ: ସ୍ବପ୍ନରେ ଠେକୁଆକୁ ଦେଖିବା ଅତ୍ୟନ୍ତ ଶୁଭ। ଏହା ଦ୍ବାରା ଜୀବନରେ ପ୍ରେମ ବଢିଥାଏ। ନିଜ ଜୀବନସାଥୀ ସହିତ ସମ୍ପର୍କ ମଜବୁତ୍‌ ହୋଇଥାଏ। ଏତଦ୍‌ବ୍ୟତୀତ କାର୍ଯ୍ୟକ୍ଷେତ୍ରରେ ସଫଳତା ମିଳିଥାଏ।

ଝିଟିପିଟି: ସ୍ବପ୍ନରେ ଝିଟିପିଟି ଦେଖିବା ଅତ୍ୟନ୍ତ ଶୁଭ। କୁହାଯାଏ ଝିଟିପିଟିକୁ ସ୍ବପ୍ନରେ ଦେଖିବା ଦ୍ବାରା ଆପଣଙ୍କୁ ଅଚାନକ ଧନ ପ୍ରାପ୍ତି ହୋଇଥାଏ। ଏହା ସହିତ ଋଣ ସମସ୍ୟାରୁ ମଧ୍ୟ ମୁକ୍ତି ମିଳିଥାଏ।

ଜୀବଜନ୍ତୁ ଶୁଭ ଫଳ ସ୍ବପ୍ନ ସ୍ବପ୍ନ ଶାସ୍ତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

“ଆମ ଦଳକୁ ବିଭାଜିତ କରିବାକୁ ଚେଷ୍ଟା, ବିଧାୟକଙ୍କୁ ୩୦ କୋଟି ଅଫର”: ଓମାର ଅବଦୁଲ୍ଲାଙ୍କ ଦାବି

July 11, 2026

ନ୍ୟୁଜିଲାଣ୍ଡର ପ୍ରଧାନମନ୍ତ୍ରୀଙ୍କ ସହ ଆନୁଷ୍ଠାନିକ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

July 11, 2026
Latest News

ସୋଆରେ ଆଇଏନଏଇ ଟେକ୍ନୋଲୋଜି କନ୍‌କ୍ଲେଭ: ସ୍ୱଦେଶୀ ପ୍ରଯୁକ୍ତିବିଦ୍ୟାର ବିକାଶ ଉପରେ ଗୁରୁତ୍ୱାରୋପ

July 12, 2026

ସହରାଞ୍ଚଳ ଭିତ୍ତିଭୂମି ବିକାଶକୁ ତ୍ୱରାନ୍ୱିତ କରିବା ପାଇଁ ହୁଡକୋ ସହ ଓଡ଼ିଶାର ସହଭାଗିତା

July 12, 2026

୧୬୦୨ ଦିନ ପରେ ଭାରତର ଶେଷ ହେଲା ରାଜତ୍ଵ: ପଞ୍ଚମ ଟି-୨୦ ଜିତି ବିଶ୍ଵର ନଂ-୧ ହେଲା ଇଂଲଣ୍ଡ

July 12, 2026

ଆଜି ଜୁଲାଇ ୧୨ ତାରିଖ ରବିବାରରେ ଏହି ରାଶି ପାଇଁ ରହିଛି ଲାଭର ଯୋଗ: ଜାଣନ୍ତୁ ରାଶିଫଳ

July 12, 2026

ନିଶୁଳ୍କ ଚକ୍ଷୁ ପରୀକ୍ଷା ଶିବିର ଆୟୋଜନ

July 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.