Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ଘରେ ଲଗାନ୍ତୁ ଏହିସବୁ ଗଛ, ସର୍ବଦା ରହିବ ମାତା ଲକ୍ଷ୍ମୀଙ୍କ କୃପା
ଜୀବନ ଶୈଳୀ

ଘରେ ଲଗାନ୍ତୁ ଏହିସବୁ ଗଛ, ସର୍ବଦା ରହିବ ମାତା ଲକ୍ଷ୍ମୀଙ୍କ କୃପା

October 18, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାସ୍ତୁ ଟିପ୍ସ: ବଗିଚା କାହାକୁ ବା ଭଲ ନ ଲାଗେ। ଯଦିଓ ଆମ ସହରୀ ଜୀବନରେ ଜାଗାର ଅଭାବ ହେତୁ ଆମେ ବଗିଚା କରିପାରୁନାହିଁ, କିନ୍ତୁ କିଚେନ୍‌ ଗାର୍ଡେନ୍‌ କରୁଛୁ। ବାଲ୍‌କୋନୀ ହେଉ ଅଥବା ଟେରେସ୍‌ ସବୁଠି କୁଣ୍ଡ କିମ୍ବା ଅନ୍ୟ ଉପାୟରେ ଗଛ ଲଗାଉଛୁ। ଆଜିକାଲି ଘର ଭିତରେ ଗଛ ଲଗାଇ ତାକୁ ଏକ ସୁନ୍ଦର ସାଜସଜ୍ଜା ଦିଆଯାଇପାରୁଛି। ତେବେ ଆସନ୍ତୁ ଜାଣିବା କେଉଁ କେଉଁ ଗଛ ଲଗାଇବା ଦ୍ବାରା ଘରେ ସୁଖ ସମୃଦ୍ଧି ରହିଥାଏ। ମାତାଲକ୍ଷ୍ମୀଙ୍କର ଆଶୀର୍ବାଦ ରହିଥାଏ।

ଯଦି ଆପଣ ଘରେ ବଗିଚା ପାଇଁ ପ୍ରସ୍ତୁତ କରୁଛନ୍ତି ତେବେ ଆପଣ ପ୍ରଥମେ କଦଳୀଗଛ ହିଁ ଲଗାନ୍ତୁ। କଦଳୀ ଗଛ ବହୁତ ଉପକାରୀ। ଏହାର  ଯେତିକି ଉପକାରୀ ଏହି ଗଛ ଲଗାଇବା ଦ୍ବାରା ଘରେ ସୁଖ ଶାନ୍ତି ରହିଥାଏ।

ତୁଳସୀ ଗଛ ପବିତ୍ର ଓ ପୂଜନୀୟ। ସମସ୍ତେ ଘରେ ଘରେ ତୁଳସୀ ଗଛ ଲଗାଇଥାନ୍ତି। ତୁଳସୀ ପୂଜନ ତ ସମେସ୍ତ କରିଥା’ନ୍ତି। ସେହିପରି ତୁଳସୀର ଉପକାରୀ ଗୁଣ ଅନନ୍ୟ। ତୁଳସୀ ଗଛ ଘରେ ଲଗାଇବା ଦ୍ବାରା ଲକ୍ଷ୍ମୀଙ୍କର ଆଶୀର୍ବାଦ ପ୍ରାପ୍ତ ହୋଇଥାଏ। ସେହିପରି ରବିବାର ଦିନ ତୁଳସୀ ପତ୍ର ତୋଳନ୍ତୁ ନାହିଁ। ଏହା ଅଶୁଭ ହୋଇଥାଏ।

ସେହିପରି ମନି ପ୍ଲାଣ୍ଟ ମଧ୍ୟ ଅତ୍ୟନ୍ତ ଶୁଭ। ଏହି ଗଛ ଲଗାଇବା ଦ୍ବାରା ଘରେ ଲକ୍ଷ୍ମୀଙ୍କର ବାସ ହୋଇଥାଏ। ହଦଳୀ ଗଛ ମଧ୍ୟ ବେଶ୍‌ ଶୁଭଦାୟକ।

ଯଦି ଆପଣ କିଚେନ୍‌ ଗାର୍ଡେନ୍‌ କରିବାକୁ ଚାହୁଁଛନ୍ତି ତେବେ ଆପଣ ଧନିଆ, ପାଳଙ୍ଗ ପରି ଗଛଗୁଡିକୁ ଲଗାନ୍ତୁ। ଏହା ରୋଷେଇରେ ସାହାଯ୍ୟ କରିବା ସହିତ ଏହି ଗଛଗୁଡିକ ବାସ୍ତୁ ଦୃଷ୍ଟିରୁ ବହୁତ ଶୁଭ ହୋଇଥାଏ।

ତେବେ ଘରେ କୌଣସି ପ୍ରକାରର କଣ୍ଟାଜାତୀୟ ଗଛ ଲଗାନ୍ତୁ ନାହିଁ। ସେହିପରି ଯେଉଁ ଗଛର ଛାଲକୁ କାଟିଲେ ଧଳା ଧଳା ପଦାର୍ଥ ବାହାରିଥାଏ, ସେପରି ଗଛ ଲଗାନ୍ତୁ ନାହିଁ। ଏପରି ଗଛ ଲଗାଇଲେ ଘରେ ନକାରାତ୍ମକ ଶକ୍ତିସୃଷ୍ଟି ହୋଇଥାଏ।

କିଚେନ୍‌ ଗାର୍ଡେନ୍‌ ଟେରେସ୍‌ ବଗିଚା ବାଲ୍‌କୋନୀ ବାସ୍ତୁ ଟିପ୍ସ ଲକ୍ଷ୍ମୀଙ୍କ କୃପା
Share. Facebook Twitter LinkedIn Email WhatsApp Copy Link

Related Posts

ଆଜି ଜୁନ୍ ୨୭ ତାରିଖ ଶନିବାର ଦିନ କଣ ରହିଛି ଆପଣଙ୍କର ରାଶିଫଳ, ଜାଣନ୍ତୁ

June 27, 2026

ମାଦକ ଦ୍ରବ୍ୟ ନିୟନ୍ତ୍ରଣ ଭିଜନ ଡକ୍ୟୁମେଣ୍ଟ ଓ ଏନସିବିର ବାର୍ଷିକ ରିପୋର୍ଟ- ୨୦୨୫’ ଉନ୍ମୋଚିତ

June 26, 2026

ପେନ୍‌ ଇନ୍‌ ବୁକ୍ସ ପକ୍ଷରୁ ‘ବସାରେ ଲେଖକ’ କାର୍ଯ୍ୟକ୍ରମ, ଓଡ଼ିଶାରେ ପ୍ରଥମ ‘ରାଇଟର୍‌ ଇନ୍‌ ରେସିଡେନ୍ସି’ ଯୋଜନା

June 26, 2026

ସ୍କୁଲ ବହିରେ ତ୍ରୁଟି: ନିଲମ୍ବିତ ହେଲେ ପୂର୍ବତନ ନିର୍ଦ୍ଦେଶକଙ୍କ ସହ ତିନି ଅଫିସର, ୬ ଜଣଙ୍କ ବିରୋଧରେ..

June 26, 2026
Latest News

ମଇରେ ଓଡ଼ିଶାରେ ୧ ଲକ୍ଷରୁ ଅଧିକ ନୂତନ ମୋବାଇଲ୍ ଏବଂ ହୋମ୍ ବ୍ରଡବ୍ୟାଣ୍ଡ ଉପଭୋକ୍ତା ଯୋଡ଼ିଲା ଜିଓ

June 27, 2026

ବଜ୍ରପାତରେ ଆହତ ହେବା ପରେ ବି ୧୦୦% ଡିଜିଟାଇଜେସନ କାମ ଶେଷ କଲେ ବିଏଲ୍ଓ ପ୍ରମିଳା ଓଝା

June 27, 2026

ପାରାଦୀପର ବିଭିନ୍ନ ପ୍ରଗତିମୂଳକ ପ୍ରକଳ୍ପର ସମୀକ୍ଷା କଲେ ଉଷା ପାଢ଼ୀ

June 27, 2026

ଭାରତରେ ଗ୍ରୀନ୍ ୟୁରିଆ ଉତ୍ପାଦନକୁ ବାସ୍ତବରୂପ ଦେବା ପାଇଁ ରୋଡମ୍ୟାପ୍ ପ୍ରସ୍ତୁତ କରୁଛନ୍ତି ସରକାର

June 27, 2026

ଜିଲ୍ଲାସ୍ତରୀୟ ମେଧାବୀ ଛାତ୍ରଛାତ୍ରୀ ସମ୍ବର୍ଦ୍ଧନା ସମାରୋହରେ ଉପମୁଖ୍ୟମନ୍ତ୍ରୀ

June 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.