Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ଆପଣ ଘର କରିବାକୁ ଯାଉଛନ୍ତି କି? ସାବଧାନ!, ତା ପୂର୍ବରୁ ଆଚାର୍ଯ୍ୟ ଚାଣକ୍ୟଙ୍କ କଥାକୁ ଧ୍ୟାନ ଦିଅନ୍ତୁ
ଜୀବନ ଶୈଳୀ

ଆପଣ ଘର କରିବାକୁ ଯାଉଛନ୍ତି କି? ସାବଧାନ!, ତା ପୂର୍ବରୁ ଆଚାର୍ଯ୍ୟ ଚାଣକ୍ୟଙ୍କ କଥାକୁ ଧ୍ୟାନ ଦିଅନ୍ତୁ

October 19, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ବାସସ୍ଥାନ ପ୍ରତିଷ୍ଠା ସଂପର୍କରେ ମଧ୍ୟ ଉଲ୍ଲେଖ କରିଛନ୍ତି। ସେ କହିଛନ୍ତି ଏପରି ଚାରୋଟି ସ୍ଥାନ ଅଛି ଯାହାକୁ ବର୍ଜନ କରିବା ଉଚିତ। ଅର୍ଥାତ ସେପରି ସ୍ଥାନରେ ବାସ କରିବା ଅନୁଚିତ। ସେହି ଚାରୋଟି ସ୍ଥାନ ହେଲା, ଯେଉଁ ସ୍ଥାନରେ ରହିଲେ ସମ୍ମାନ ମିଳିବ ନାହିଁ , ଯେଉଁଠି ଜୀବିକା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାରେ ବିଦ୍ୟା ଅର୍ଜନ କରିବାର ସୁବିଧା ନାହିଁ, ଯେଉଁଠାର ଲୋକେ ବନ୍ଧୁଭାବାପନ୍ନ ନୁହଁନ୍ତି। ଏପରି ସ୍ଥାନକୁ ବର୍ଜନ କରିବା ନିହାତି ଆବଶ୍ୟକ ବୋଲି ଚାଣକ୍ୟ କହିଛନ୍ତି।

ଆପଣଙ୍କ ବାସସ୍ଥାନ ଏପରି ହେବା ଉଚିତ ଯେଉଁଠାରେ ସମ୍ମାନର ସହ ବଞ୍ଚି ହେବ। ଯେଉଁଠାରେ ନିଜର ଏବଂ ପିଲାମାନଙ୍କର ଶିକ୍ଷା ପାଇଁ ସୁବିଧା ଥିବ। ଯଦି ନିଜ ପାଖରେ ପଢିବା ପାଇଁ କୌଣସି ବ୍ୟବସ୍ଥା ନାହିଁ ତେବେ ସେଠାରେ ରହିବା ଉଚିତ ନୁହେଁ। ଯେଉଁ ସ୍ଥାନରେ ଅଶିକ୍ଷିତ ଏବଂ ଅସଭ୍ୟମାନେ ଅଛନ୍ତି ସେହି ସ୍ଥାନରୁ ମଧ୍ୟ ଦୂରରେ ରୁହନ୍ତୁ। କାରଣ ସେସବୁ ପରିବେଶରେ ଆପଣ କିମ୍ବା ଆପଣଙ୍କ ପିଲାମାନେ କେବେ ବି ଭଲ ଶିକ୍ଷା ହାସଲ କରିପାରିବେ ନାହିଁ। ବଂର କୁଶିକ୍ଷା ମିଳିବାର ସମ୍ଭାବନା ବେଶୀ ଥାଏ।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ଚାଣକ୍ୟଙ୍କ କଥା ଧ୍ୟାନ ଦିଅନ୍ତୁ ବାସସ୍ଥାନ ପ୍ରତିଷ୍ଠା ସାବଧାନ
Share. Facebook Twitter LinkedIn Email WhatsApp Copy Link

Related Posts

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ଓଡିଶା ଦକ୍ଷତା ପ୍ରତିଯୋଗିତାର ସମାପନୀ ସମାରୋହରେ ଯୋଗଦେଲେ ମୁଖ୍ୟମନ୍ତ୍ରୀ

January 9, 2026

ଶିକ୍ଷକମାନଙ୍କ ସମସ୍ୟା ସମାଧାନ ପାଇଁ ଗଠିତ କମିଟ ଉଚ୍ଚଶିକ୍ଷା ମନ୍ତ୍ରୀଙ୍କୁ କଲେ ସାକ୍ଷାତ, କହିଲେ….

January 9, 2026

ଆଠ ଟିଏମସି ସାଂସଦଙ୍କୁ ଗିରଫ କଲା ଦିଲ୍ଲୀ ପୋଲିସ: ଗୃହ ମନ୍ତ୍ରଣାଳୟ ବାହାରେ କରୁଥିଲେ ପ୍ରତିବାଦ

January 9, 2026
Latest News

ଡିଜିଟାଲ୍‌ କ୍ରିଏଟରମାନଙ୍କୁ ସଶକ୍ତ କରିବା ଲାଗି ଡିଡି ନ୍ୟୁଜରେ ‘କ୍ରିଏଟର୍ସ କର୍ଣ୍ଣର୍‌’ର ଶୁଭାରମ୍ଭ

January 9, 2026

ଚଳିତ ବର୍ଷ ସମୟସାରଣୀରେ 549 ଟ୍ରେନର ଗତି ବଢ଼ାଇଲା ଭାରତୀୟ ରେଳବାଇ

January 9, 2026

‘ଟ୍ରମ୍ପଙ୍କ ସହ ଆଠ ଥର କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ମୋଦି’: ଆମେରିକାର ଦାବିର ଜବାବ ଦେଲା ଭାରତ

January 9, 2026

ବାଲୁଗାଁ କଲେଜରେ ପ୍ଲାଷ୍ଟିକ ମୁକ୍ତ ସଚେତନତା ଅଭିଯାନ

January 9, 2026

କେନ୍ଦ୍ରମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ‘ସମଗ୍ର ଶିକ୍ଷା’ର ନୂତନ ରୂପରେଖ ପାଇଁ ପରାମର୍ଶ ବୈଠକ

January 9, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.