Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁରୁବାର ଦିନ କରନ୍ତୁ ଏହି ଚାରୋଟି ନିୟମ, ସଫଳତା ଉପରେ ସଫଳତା ହେବାର ସମ୍ଭାବନା
ଆଜିର ଖବର

ଗୁରୁବାର ଦିନ କରନ୍ତୁ ଏହି ଚାରୋଟି ନିୟମ, ସଫଳତା ଉପରେ ସଫଳତା ହେବାର ସମ୍ଭାବନା

November 11, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରତି ଗୁରୁବାର ଦିନ ଅନେକଙ୍କ ପାଇଁ ବେଶ୍ ମହତ୍ବପୂର୍ଣ୍ଣ। ଜ୍ୟୋତିଷ ଶାସ୍ତ୍ରରେ ମଧ୍ୟ ଗୁରୁବାର ଦିନଟି ଗୁରୁତ୍ବ ରହିଛି। ସେଥିପାଇଁ ଅନେକ ଗୁରୁବାର ଦିନ କେବେ ବି ଆମିଷ ଭକ୍ଷଣ କରନ୍ତି ନାହିଁ। ଏପରିକି ଗୁରୁବାର ଦିନଟି ପୂଜାପାଠରେ ନିଜକୁ ନିୟୋଜିତ ରଖନ୍ତି। ଏଥିସହିତ ଗୁରୁବାର ଦିନ ମାତ୍ର ଚାରୋଟି କଥା ଧ୍ୟାନ ଦେଲେ ତାହା ବହୁ ମାତ୍ରାରେ ସଫଳତା ପ୍ରଦାନ କରିଥାଏ।

– ଝିଅମାନେ ଅଧିକାଂଶ ସମୟରେ ହାତରେ ସବୁଜ ଚୁଡି ଏବଂ ପ୍ରତି ଗୁରୁବାର ଦିନ ହଳଦିଆ ଏବଂ ଶୁକ୍ରବାର ଦିନ ଧଳା ପୋଷାକ ପିନ୍ଧିବା ଉଚିତ୍।

– ଭଗବାନ ବିଷ୍ଣୁ ଏବଂ ଲକ୍ଷ୍ମୀଙ୍କ ମୂର୍ତ୍ତି କିମ୍ବା ଫଟୋ ସାମ୍ନାରେ ଶୁକ୍ଲ ପକ୍ଷ ଗୁରୁବାର ଦିନ ‘ଓଁ ଲକ୍ଷ୍ମୀ ନାରାୟଣ ନାମଃ ଜପ କରନ୍ତୁ ଏବଂ ପ୍ରତି ଗୁରୁବାର ଦିନ 3 ମାସ ପର୍ଯ୍ୟନ୍ତ ମନ୍ଦିରେ ଭୋଗ ନୈବେଦ୍ୟ ପ୍ରଦାନ କରନ୍ତୁ।

– ଗୁରୁବାର ଦିନ କୃଷ୍ଣ ମନ୍ଦିରରେ ବଂଶୀ ଏବଂ ପାନ ଅର୍ପଣ କଲେ ଶୁଭ ଫଳ ମିଳିଥାଏ।

– ଇଚ୍ଛାକୃତ ପ୍ରେମ ବିବାହ ପାଇଁ ରାଧାଙ୍କ ସହିତ ଭଗବାନ କୃଷ୍ଣଙ୍କର ଫଟୋରେ ସ୍ନେହପୂର୍ଣ୍ଣ ଭାବେ ଧ୍ୟାନ କରନ୍ତୁ।

ଆମିଷ ଭକ୍ଷଣ ଗୁରୁବାର ଦିନ ଜ୍ୟୋତିଷ ଶାସ୍ତ୍ର ପୂଜାପାଠ
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026

ଖୋରଧା ପୌର ପରିଷଦର ୬୭ ତମ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

August 31, 2026

ବରିଷ୍ଠ ଆଇପିଏସ୍ ଅଧିକାରୀ ସେଫିନ ଅହମ୍ମଦ କେ.ଙ୍କ ବିୟୋଗରେ ଓଡ଼ିଶା ପୋଲିସର ଶୋକ

August 31, 2026
Latest News

ସୋଆ ଏନଏସ ଏସ ପକ୍ଷରୁ ବନ୍ୟା ପ୍ରଭାବିତ ଅଂଚଳରେ ରିଲିଫ ବଂଟନ

August 31, 2026

ଖୋରଧା ପୌର ପରିଷଦର ୬୭ ତମ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ସେମିକନ୍ ୨.୦ ର ସମସ୍ତ ୬ ଟି ସ୍ତମ୍ଭ ପାଇଁ ବିଜ୍ଞପ୍ତି ଜାରି

August 31, 2026

ଗରିବ ଓ ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ବଡ ଘୋଷଣା: ବୃତ୍ତି ଟଙ୍କା ପାଇଲା ପରେ ଜମା କରିବେ ନାମଲେଖା ଫି’

August 31, 2026

ରଣପୁରରେ ଜିଲ୍ଲାପାଳ–ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ ଅଭିଯୋଗ ଶୁଣାଣି

August 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.