Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଜୀବନ ଶୈଳୀ»ଭୋଜନ ସମୟରେ ଧ୍ୟାନ ରଖନ୍ତୁ ଏହି ସବୁ କଥା, ଜୀବନରେ କେବେ ବି ରହିବନି ଧନର ସମସ୍ୟା
ଜୀବନ ଶୈଳୀ

ଭୋଜନ ସମୟରେ ଧ୍ୟାନ ରଖନ୍ତୁ ଏହି ସବୁ କଥା, ଜୀବନରେ କେବେ ବି ରହିବନି ଧନର ସମସ୍ୟା

November 12, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ବର: ଆମର ଖାଇବା ଶୈଳୀ ଆମର ଆଚରଣକୁ ଦର୍ଶାଇଥାଏ। ଭୋଜନକୁ ସମ୍ମାନ ସହ ଓ ଶ୍ରଦ୍ଧାର ସହ ଗ୍ରହଣ କରିବା ଉଚିତ୍‌। କାରଣ ଶାସ୍ତ୍ରରେ ଅନ୍ନକୁ ଦେବତାଙ୍କ ସ୍ଥାନ ଦିଆଯାଇଛି। ଭୋଜନ ପୂର୍ବରୁ କିଛି ନିୟମ ପାଳନ କରିବା ଅତ୍ୟନ୍ତ ଆବଶ୍ୟକ। ଯେଉଁ ବ୍ୟକ୍ତି ଏହି ସମସ୍ତ ନିୟମର ପାଳନ କରିଥାଏ, ସେ ସର୍ବଦା ସୁସ୍ଥ ରହିବା ସହିତ ତାଙ୍କ ଉପରେ ଦେବତା ପ୍ରସନ୍ନ ରହିଥାନ୍ତି। ହିନ୍ଦୁ ଧର୍ମରେ ଅନ୍ନଙ୍କୁ ଦେବତାଙ୍କର ସ୍ଥାନ ଦିଆଯାଇଛି। ଏବଂ ତାଙ୍କର ଅନାଦାର ଅନସ୍ବୀକାର୍ଯ୍ୟ।

ଯେଉଁ ବ୍ୟକ୍ତି ମୁହଁ – ହାତ ନ ଧୋଇ ତଥା ଅସନା ଜାଗାରେ ବସି କରି ଭୋଜନ କରେ, ସେ ସର୍ବଦା ଖରାପ ଆର୍ଥିକ ସ୍ଥିତିରେ ଗତି କରେ। ତା’ ପାଖେ ସର୍ବଦା ଅନ୍ନର ଅଭାବ ପରିଲକ୍ଷିତ ହେବା ସହିତ ସ୍ବାସ୍ଥ୍ୟ ମଧ୍ୟ ଖରାପ ରହିଥାଏ। ତେଣୁ ସର୍ବଦା ଭୋଜନ ଗ୍ରହଣ ପୂର୍ବରୁ ମୁହଁ ହାତ ଧୋଇ ଭୋଜନ କରିବା ଉଚିତ୍‌। ସେହିପରି ଭୋଜନ ସର୍ବଦା ପରିଷ୍କାରରେ ସ୍ଥାନରେ କରିବା ଉଚିତ୍‌।

ସେହିପରି ଯେଉଁ ବ୍ୟକ୍ତି ସ୍ନାନ ପରେ ଭୋଜନ କରେ, ସେ ସ୍ବାସ୍ଥ୍ୟ ସମସ୍ୟାରୁ ଦୂରରେ ରହିବା ସହିତ ତା’ ସହିତ ସର୍ବଦା ଭଲ ହୋଇଥାଏ।

ବିଛଣାରେ ବା ଚୌକି, ସୋଫାରେ ବସି କରି ଭୋଜନ ଗ୍ରହଣ କରିବାକୁ ଧାର୍ମିକ ଦୃଷ୍ଟିରୁ ଭୁଲ୍‌ ବୋଲି ବିବେଚନା କରାଯାଏ। ଏହି ମୁଦ୍ରାରେ ବସି ଖାଇବା ଦ୍ବାରା ଆମର ଭୋଜନ ଭଲ ରୂପେ ପାଚନ ହୋଇପାରେ ନାହିଁ। ଏହାର ପୋଷକ ତତ୍ତ୍ବ ଆମ ଶରୀରକୁ ମିଳିପାରିନଥାଏ। ତଳେ ବସି ଆରାମରେ ଚକା ପକାଇ ଭୋଜନ ଗ୍ରହଣ କରିବା ଦ୍ବାରା ଏହା ଶୀଘ୍ର ହଜମ ହୋଇଥାଏ, ଏବଂ ଏହା ଦ୍ବାରା ଆମର ସ୍ବାସ୍ଥ୍ୟବସ୍ଥା ଠିକ୍‌ ରହିଥାଏ।

ଖାଇବା ଶୈଳୀ ଧନର ସମସ୍ୟା ଭୋଜନ ସୁସ୍ଥ ରହିବା
Share. Facebook Twitter LinkedIn Email WhatsApp Copy Link

Related Posts

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ଦେଶର ପ୍ରଥମ ନମୋ ଭାରତ ରାପିଡ୍ ରେଳ ଏବଂ ଦିଲ୍ଲୀ-ମେରଠ ନମୋ ଭାରତ କରିଡର ଲୋକାର୍ପଣ

February 22, 2026
Latest News

ସୁପର-୮ ରେ ସୁପର ଫ୍ଲପ୍: ଦକ୍ଷିଣ ଆଫ୍ରିକାଠାରୁ ୭୬ ରନରେ ହାରିଲା ଭାରତ

February 22, 2026

ସତ୍ୟାନନ୍ଦ ଦାସ ମହାରାଜଙ୍କ ସ୍ବନକ୍ଷତ୍ରରେ “ଗୁରୁକୃପା ସମ୍ମାନ”ରେ ସମ୍ମାନିତ ହେଲେ ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ର

February 22, 2026

ନ୍ୟାୟ ରାଷ୍ଟ୍ର ପରିଚାଳନାରେ ଇଞ୍ଜିନ୍ ସଦୃଶ: ନ୍ୟାୟମୂର୍ତ୍ତି ଶଶିକାନ୍ତ ମିଶ୍ର

February 22, 2026

ଭାରତୀୟ କୃଷି କ୍ଷେତ୍ରରେ ପରିବର୍ତ୍ତନ ଆଣୁଛି ଏଆଇ

February 22, 2026

ସୁରକ୍ଷା ବାହିନୀକୁ ବଡ଼ ସଫଳତା: ତୃତୀୟ ଆତଙ୍କବାଦୀର ମୃତଦେହ ଉଦ୍ଧାର

February 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.