Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଚାଣକ୍ୟ ନୀତି: ସିଂହଠାରୁ ଶିଖନ୍ତୁ, କାର୍ଯ୍ୟରେ କିପରି ପାଇବେ ସଫଳତା 
ଆଜିର ଖବର

ଚାଣକ୍ୟ ନୀତି: ସିଂହଠାରୁ ଶିଖନ୍ତୁ, କାର୍ଯ୍ୟରେ କିପରି ପାଇବେ ସଫଳତା 

December 16, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚାଣକ୍ୟ ନୀତି: ମଣିଷ ଜୀବନ କାଳ ମଧ୍ୟରେ ଅନେକ କାର୍ଯ୍ୟ କରିଥାଏ। ହେଲେ କେତେବେଳେ ସଫଳ ହୁଏ କେତେବେଳେ ବିଫଳ ହୁଏ। ହେଲେ ଏହି କାର୍ଯ୍ୟଗୁଡିକରୁ ସଫଳତା ହାସଲ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ଚାଣକ୍ୟ ନୀତିରେ ଭଲ ଉପଦେଶଟିଏ ଦେଇଛନ୍ତି। ସେ କହିଛନ୍ତି ଯେ, ମଣିଷ କୌଣସି କାର୍ଯ୍ୟ କରିବା ବେଳେ ସେ ସିଂହ ଠାରୁ କିଛି ଶିକ୍ଷା ଲାଭ କରିବା ଉଚିତ।

ଏହାକୁ ପ୍ରାଞ୍ଜଳ ଭାବେ ଏହା କୁହାଯାଇ ପାରେ ଯେ, ସିଂହ ଯେତେବେଳେ ଶିକାର କରେ ସେତେବେଲେ ସେ ଭାବି ଚିନ୍ତି କରିଥାଏ। ସେ ଶିକାରଟି ଛୋଟ ହେଉ କିମ୍ବା ବଡ। ହେଲେ ଶୀକାର କରିବା ପୂର୍ବରୁ ପ୍ରଥମେ ସିଂହ କିଛି ସମୟ ଛକି କରି ରୁହେ। ଶିକାର କରିବାକୁ ଥିବା ଜନ୍ତୁର ଗତିବିଧିକୁ ସେ ଭଲଭାବେ ନୀରିକ୍ଷଣ କରେ। ସେ ଶିକାର ବେଳେ କେବେ ବି ବ୍ୟସ୍ତ ହୁଏ ନାହିଁ। ସମୟକୁ ଅପେକ୍ଷା କରେ। କିଛି ସମୟ ନୀରିକ୍ଷଣ କରିବା ପରେ ସେ ଯେତେବେଳେ ନିଶ୍ଚିତ ହୁଏ ସେତେବେଳେ ମାଡି ବସେ।

ଏହାର ଅର୍ଥ ଆପଣ କୌଣସି କାମ କରିବା ପୂର୍ବରୁ ବ୍ୟସ୍ତ ହୁଅନ୍ତୁ ନାହିଁ। ପ୍ରଥମେ ଭାବି ଚିନ୍ତି ଭଲ ଭାବରେ ଅନୁଧ୍ୟାନ କରନ୍ତୁ। ସମୟକୁ ଅପେକ୍ଷା କରନ୍ତୁ, ଯେତେବେଳେ ଆପଣ ଉପଲବ୍ଧି କରିବେ ବର୍ତ୍ତମାନ ଠିକ ସମୟ, ସେତେବେଳେ କାମ ଉପରେ ଲମ୍ପ ପ୍ରଦାନ କରନ୍ତୁ।

ଆଚାର୍ଯ୍ୟ ଚାଣକ୍ୟ କହିଛନ୍ତି..

ଯେଉଁ କର୍ମ କରିବାକୁ ହୋଇଛ ଉଦ୍ୟତ। ଲକ୍ଷ୍ୟ ସ୍ଥିର ରଖି ତାହାକୁ କରିବ ସମାପ୍ତ।।

ଆଚାର୍ଯ୍ୟ ଚାଣକ୍ୟ ଚାଣକ୍ୟ ନୀତି ପାଇବେ ସଫଳତା ସିଂହଠାରୁ ଶିଖନ୍ତୁ
Share. Facebook Twitter LinkedIn Email WhatsApp Copy Link

Related Posts

Vice President Election: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିଯୁକ୍ତ ହେଲେ ରିଟର୍ଣିଂ ଅଫିସର, ଜାଣନ୍ତୁ କିଏ ?

July 25, 2025

ଜରଡା ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ପତ୍ନୀଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ ଅଦାଲତ

July 25, 2025

ନବବିବାହିତ ପତିଙ୍କୁ କୁଅକୁ ଠେଲି ହତ୍ୟା ଉଦ୍ୟମ, ପତ୍ନୀ ଗିରଫ

July 25, 2025

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025
Latest News

ଓଏଏସ ସ୍ତରରେ ବଡ ଧରଣର ଅଦଳବଦଳ, ଜାଣନ୍ତୁ କାହାକୁ ମିଳିଲା କେଉଁ ଦାୟିତ୍ବ

July 25, 2025

Vice President Election: ଉପରାଷ୍ଟ୍ରପତି ନିର୍ବାଚନ ପାଇଁ ନିଯୁକ୍ତ ହେଲେ ରିଟର୍ଣିଂ ଅଫିସର, ଜାଣନ୍ତୁ କିଏ ?

July 25, 2025

ଜରଡା ହତ୍ୟାକାଣ୍ଡ ମାମଲା: ଅଭିଯୁକ୍ତ ପତ୍ନୀଙ୍କୁ ନିର୍ଦ୍ଦୋଷରେ ଖଲାସ କଲେ ଅଦାଲତ

July 25, 2025

ନବବିବାହିତ ପତିଙ୍କୁ କୁଅକୁ ଠେଲି ହତ୍ୟା ଉଦ୍ୟମ, ପତ୍ନୀ ଗିରଫ

July 25, 2025

ଭିଜିଲାନ୍ସ ଜାଲରେ ଜୟପୁର ଡେପୁଟି ରେଞ୍ଜର: ୬ ଟି ସ୍ଥାନରେ ଚଢାଉ ବେଳେ ମିଳିଲା ବିଡ଼ା ବିଡ଼ା ଟଙ୍କା

July 25, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.