Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ବଡଦିନ ଆଉ ନୂଆ ବର୍ଷ ପାଳନ ଉପରେ ଲାଗିଲା କଟକଣା, ଜାରି ହେଲା ନୂଆ ଗାଇଡଲାଇନ
ବିଶେଷ ଖବର

ବଡଦିନ ଆଉ ନୂଆ ବର୍ଷ ପାଳନ ଉପରେ ଲାଗିଲା କଟକଣା, ଜାରି ହେଲା ନୂଆ ଗାଇଡଲାଇନ

December 24, 2021No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ଵର: କରୋନାର ନୂତନ ଭାରିଆଣ୍ଟ ଓମିକ୍ରନ ସଂକ୍ରମଣକୁ ଦେଖି ରାଜ୍ୟ ସରକାରଙ୍କ ପକ୍ଷରୁ ବଡଦିନ ଏବଂ ନୂତନ ବର୍ଷ ପାଇଁ କଟକଣା ଲଗାଯାଇଛି। ଏଥିପାଇଁ ରାଜ୍ୟସରକାର ନୂଆ ଗାଇଡଲାଇନ ଜାରି କରିଛନ୍ତି। ଏହି ଗାଇଡଲାଇନ ଅନୁଯାୟୀ, ଆସନ୍ତାକାଲି ଠାରୁ ଜାନୁୟାରୀ ୨ ତାରିଖ ପର୍ଯ୍ୟନ୍ତ କରୋନା କଟକଣା ଲାଗୁ ରହିବ।

ବଡ ଦିନ ପାଳନ କେବଳ ଚର୍ଚ୍ଚ ମଧ୍ୟରେ ସୀମିତ ରହିବ। ହେଲେ ୫୦ରୁ ଉର୍ଦ୍ଧ୍ଵ ଲୋକ ଚର୍ଚ୍ଚରେ ଏକାଠି ହୋଇପାରିବେ ନାହିଁ। ଜିରୋ ନାଇଟ ପାଳନକୁ ଅନୁମତି ନାହିଁ। ହୋଟେଲ, କ୍ଲବ, ରେଷ୍ଟୁରାଣ୍ଟରେ ନୂଆ ବର୍ଷ ସ୍ଵାଗତକୁ ବାରଣ କରାଯାଇଛି। ବାହାଘର ବ୍ୟତୀତ ଅନ୍ୟ ସମସ୍ତ ଉତ୍ସବ ଉପରେ କଟକଣା ଲାଗିଛି। କୋଭିଡ କଟକଣାକୁ ମାନି ଶେଷକୃତ୍ୟ କରିବାକୁ ଅନୁମତି ମିଳିଛି। ଗୋଷ୍ଠୀ ଭୋଜି ଉପରେ କଟକଣା ଲାଗିଛି। ଶୋଭାଯାତ୍ରା, ନୃତ୍ୟ, ସାଂସ୍କୃତିକ କାର୍ଯ୍ୟକ୍ରମକୁ ସଂପୂର୍ଣ୍ଣ ବାରଣ କରାଯାଇଛି।

କରୋନା ସଂକ୍ରମଣ ନୂଆ ଗାଇଡଲାଇନ ଲାଗିଲା କଟକଣା
Share. Facebook Twitter LinkedIn Email WhatsApp Copy Link

Related Posts

‘ଅଗ୍ନି-୪’ ବାଲିଷ୍ଟିକ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

August 7, 2026

ଏମ୍ସ ଭୁବନେଶ୍ବରରେ ଶୀଘ୍ର ଯକ୍ଷ୍ମା ଚିହ୍ନଟ ଓ ନିରାକାରଣ ଉପରେ ଜାତୀୟ ସମ୍ମିଳନୀ

August 6, 2026

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଫୋନ୍ କଲେ ନେତାନ୍ୟାହୁ: ଜାଣନ୍ତୁ କ’ଣ ହେଲା ଆଲୋଚନା?

August 6, 2026

ଆଞ୍ଚଳିକ ଦଳଗୁଡ଼ିକର ଚାନ୍ଦାରେ ଉଲ୍ଲେଖନୀୟ ବୃଦ୍ଧି: ସର୍ବାଧିକ ଡିଏମକେ, ଜାଣନ୍ତୁ ବିଜେଡ଼ି କୁ କେତେ?

August 6, 2026
Latest News

ଚୂଡ଼ାନ୍ତ ପର୍ଯ୍ୟାୟରେ ଭୋଟର ତାଲିକାର ସ୍ଵତନ୍ତ୍ର ସଘନ ସଂଶୋଧନ-୨୦୨୬ ପ୍ରକ୍ରିୟା

August 7, 2026

ବ୍ରିକ୍ସ ଶିକ୍ଷା: ଶିକ୍ଷା ବ୍ୟବସ୍ଥା ପାଇଁ ସହଯୋଗ ବୃଦ୍ଧି ଉପରେ ବିସ୍ତୃତ ଆଲୋଚନା

August 7, 2026

ଚୋରା ଚାଲାଣ ବେଳେ ମାଡ଼ି ବସିଲା ପୋଲିସ: ୨୫୧ କେଜି ଗଞ୍ଜେଇ ଜବତ, ୨ ଗିରଫ

August 7, 2026

ବରିଷ୍ଠ ଅଧିକାରୀବୃନ୍ଦଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କଲେ ରାଜସ୍ୱ ମନ୍ତ୍ରୀ

August 7, 2026

ଏଣିକି ମୁଖ୍ୟରାସ୍ତା କଡରେ ନିର୍ମାଣ ହେବ ଯାତ୍ରୀ ସୁବିଧା କେନ୍ଦ୍ର, ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କଲେ ସମୀକ୍ଷା

August 7, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.