Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଧନ ଲାଭ ସହ ଭାଗ୍ୟର ପରିବର୍ତ୍ତନ ଚାହୁଁଛନ୍ତି କି? ତା’ହେଲେ ନୂଆବର୍ଷରେ ଏହି ଉପାୟ ସବୁ କରନ୍ତୁ ପାଳନ
ଆଜିର ଖବର

ଧନ ଲାଭ ସହ ଭାଗ୍ୟର ପରିବର୍ତ୍ତନ ଚାହୁଁଛନ୍ତି କି? ତା’ହେଲେ ନୂଆବର୍ଷରେ ଏହି ଉପାୟ ସବୁ କରନ୍ତୁ ପାଳନ

December 30, 2021No Comments2 Mins Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ନୂଆବର୍ଷ ଆସିବାକୁ ଆଉ ମାତ୍ର ଗୋଟିଏ ଦିନ ବାକି ରହିଛି। ୨୦୨୨ ବର୍ଷକୁ ନେଇ ସମସ୍ତେ ଉତ୍ସାହିତ ରହିଛନ୍ତି। ନୂଆବର୍ଷ ସମସ୍ତଙ୍କୁ ପାଇଁ ଖୁସି ଓ ସୌହାଦ୍ଦ୍ୟର ବର୍ଷ ହେଉ ବୋଲି କାମନା। ତେବେ ବାସ୍ତୁଶାସ୍ତ୍ର ଅନୁସାରେ କିଛି ଉପାୟ କରିବା ଦ୍ବାରା ବର୍ଷ ସାରା ଘରେ ଧନ ଧାନ୍ୟ ପୂର୍ଣ୍ଣ ହେବା ସହିତ ସୁଖ ଶାନ୍ତିମଧ୍ୟ ବିରାଜମାନ ହୋଇଥାଏ। ତେବେ ଆସନ୍ତୁ ଜାଣିବା ସେହି ଉପାୟଗୁଡିକସମ୍ପର୍କରେ।

-ବାସ୍ତୁଶାସ୍ତ୍ର ଅନୁସାରେ ଘରେ ଅଯଥା ଜଳ ନଷ୍ଟ ଅତ୍ୟନ୍ତ ଅଶୁଭ ହୋଇଥାଏ। ସେଥିପାଇଁ ଅଯଥା ଜଳ ନଷ୍ଟ କରନ୍ତୁ ନାହିଁ। ଏହାଦ୍ବାରା ଘରେ ଅଯଥା ଧନ ଖର୍ଚ୍ଚ ହୋଇଥାଏ।

-ସେହିପରି ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ ଶାନ୍ତି ଓ ଖୁସି ପାଇଁ ଜଳର ପ୍ରବାହ ଉତ୍ତର ପୂର୍ବ ଦିଗରେ ରହିବା ଆବଶ୍ୟକ।

-ଚାରା ବା ଛୋଟଗଛରେ ପ୍ରତ୍ୟକ ଦିନ ଜଳ ଦେବା ଦ୍ବାରା ଧନ ପ୍ରାପ୍ତିର ଯୋଗ ହୋଇଥାଏ। ଏହାଦ୍ବାରା ପରିବାର ମଧ୍ୟରେ ସୌହାଦ୍ଦ୍ୟର ବାତାବରଣ ସୃଷ୍ଟି ହୁଏ।

-ବାସ୍ତୁ ଶାସ୍ତ୍ର ଅନୁସାରେ ଘର ଛାତ ଉପରେ ଦକ୍ଷିଣ-ପଶ୍ଚିମ ଦିଗରେ ପାଣି ଟାଙ୍କି କରିବା ଉଚିତ୍‌।

-ବାସ୍ତୁ ଶାସ୍ତ୍ର ଅନୁସାରେ ଦକ୍ଷିଣ ଆଡକୁ ଗୋଡ ଓ ଉତ୍ତର ଆଡକୁ ମୁଣ୍ଡ ରଖି ଶୋଇବା ଆବଶ୍ୟକ। ଏହା ଦ୍ବାରା ଧନ, ଖୁସି ଓ ସମୃଦ୍ଧି ମିଳିଥାଏ।

-ବାସ୍ତୁ ଶାସ୍ତ୍ର ଅନୁସାରେ ଘରର ଉତ୍ତର ପୂର୍ବ ଅଥବା ପୂର୍ବ ଦିଗରେ ବସିକରି ଖାଦ୍ୟ ଗ୍ରହଣ କରିବା ଉଚିତ୍‌ ଏହା ଦ୍ବାରା ଘରେ ସୁଖ ସମୃଦ୍ଧି ଆସିଥାଏ।

-ସେହିପରି ଦକ୍ଷିଣ ଦିଗକୁ ମୁହଁ କରି କେବେ ଭୋଜନ କରିବେ ନାହିଁ।

-ଘର କିମ୍ବା ଅଫିସ୍‌ରେ ସର୍ବଦା ଈଶାନ କୋଣରେ ପୂଜାସ୍ଥାନ କରିବା ଉଚିତ୍‌। ଏପରି କରିବା ଦ୍ବାରା ଘରେ ସର୍ବଦା ଶାନ୍ତି ବିରାଜମାନ କରିଥାଏ।

-ପୂଜା ଘରେ ଶଙ୍ଖ ରଖିବା ଅତ୍ୟନ୍ତ ଶୁଭ।

-ବାସ୍ତୁ ଶାସ୍ତ୍ର ଅନୁସାରେ ଘରେ ଯଦି ଆପଣ ଠାକୁରଙ୍କ ଘର ଅଥବା ମନ୍ଦିର ନିର୍ମାଣ କରୁଛନ୍ତି, ତେବେ ଦକ୍ଷିଣ ପଶ୍ଚିମ ଦିଗରେ କେବେବି ମନ୍ଦିର ବନାନ୍ତୁ ନାହିଁ।

ଧନ ଲାଭ ନୂଆବର୍ଷ ବାସ୍ତୁଶାସ୍ତ୍ର
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026

ଭଦ୍ରକରେ ବନ୍ୟା ସ୍ଥିତି ଗମ୍ଭୀର, ୧.୦୭ ଲକ୍ଷ ଲୋକ ସ୍ଥାନାନ୍ତର

August 17, 2026
Latest News

କୋରାପୁଟରେ ବୈଷୟିକ ଶିକ୍ଷାର ନୂଆ ଅଧ୍ୟାୟ: ମନ୍ତ୍ରୀଙ୍କ ଉପସ୍ଥିତିରେ ଦୁଇଟି ଏମଓୟୁ ସ୍ବାକ୍ଷରିତ

August 17, 2026

“ମୋତେ ବିଜେପିରୁ ଅଫର ମିଳିଥିଲା”: ଶତ୍ରୁଘ୍ନ ସିହ୍ନାଙ୍କ ବଡ଼ ଦାବି

August 17, 2026

ପାନୀୟ ଜଳ ଯୋଗାଣ ଲାଗି ରେଳବାଇର ତତ୍କାଳ ପଦକ୍ଷେପ

August 17, 2026

ଅଟଳ ବିହାରୀ ବାଜପେୟୀଙ୍କ ପୁଣ୍ୟତିଥିରେ ୨୧ ଫୁଟ ଉଚ୍ଚ ପ୍ରତିମୂର୍ତ୍ତି ଉନ୍ମୋଚନ କଲେ ଗୃହମନ୍ତ୍ରୀ

August 17, 2026

ଆଜି ସାତୋଟି ରାଶି ପାଇଁ ରହିଛି ପ୍ରବଳ ଧନ ଯୋଗ: ଜାଣନ୍ତୁ ଅଗଷ୍ଟ ୧୭ ରାଶିଫଳ

August 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.