Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଆସନ୍ତାକାଲି ଠାରୁ ଗୁରୁଦକ୍ଷିଣା ଉତ୍ସବ
ଆଜିର ଖବର

ଆସନ୍ତାକାଲି ଠାରୁ ଗୁରୁଦକ୍ଷିଣା ଉତ୍ସବ

March 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଭୁବନେଶ୍ୱର: ରାଜ୍ୟର ଅଗ୍ରଣୀ ଅନୁଷ୍ଠାନ ‘କଳାଶ୍ରମ’ ପକ୍ଷରୁ ଆସନ୍ତାକାଲି ଅର୍ଥାତ ମାର୍ଚ୍ଚ ୧୧ ରୁ ୧୩ ତାରିଖ ପର୍ଯ୍ୟନ୍ତ ତିନିଦିନ ଧରି ୧୬ତମ ‘ଗୁରୁଦକ୍ଷିଣା ଉତ୍ସବ-୨୦୨୧’ ସ୍ଥାନୀୟ ଜୟଦେବ ଭବନ ଓ ଗୀତଗୋବିନ୍ଦ ସଦନରେ ଅନୁଷ୍ଠିତ ହେବ। ଓଡ଼ିଶାର ଗୁରୁ-ଶିଷ୍ୟର ପରମ୍ପରାକୁ ଉଜ୍ଜିବୀତ ରଖିବା ସହିତ ଦିବ୍ୟାଙ୍ଗ କଳାକାରମାନଙ୍କୁ କଳାର ମୁଖ୍ୟସ୍ରୋତକୁ ଆଣି ଏକପାଦରୁ ପାଞ୍ଚପାଦରେ ପହଞ୍ଚାଇବା ଏବଂ ଦିବ୍ୟାଙ୍ଗମାନଙ୍କ ପାଇଁ ସ୍ୱତନ୍ତ୍ର ପ୍ଲାଟଫର୍ମ ତିଆରି କରିବା, କଳା-ସଂସ୍କୃତି-ପରମ୍ପରାର ସୁମହାନତାକୁ ବଜାୟ ରଖିବା ଏହି ଉତ୍ସବର ମୁଖ୍ୟ ଲକ୍ଷ୍ୟ ବୋଲି କଳାଶ୍ରମର ସମ୍ପାଦକ ଗୁରୁ ନିତ୍ୟାନନ୍ଦ ଦାସ ସୂଚନା ଦେଇଛନ୍ତି।

ଏହି ଉତ୍ସବରେ କଳାର ବିଭନ୍ନ କ୍ଷେତ୍ରରେ ବିଶେଷ ଅବଦାନ ଥିବା ପଦ୍ମଶ୍ରୀ ଗୁରୁ ଅରୁଣା ମହାନ୍ତି, ଗୁରୁ ଗୋପାଳ ଚନ୍ଦ୍ର ପଣ୍ଡା, ପଣ୍ଡିତ ରବିଶଙ୍କର ଉପାଧ୍ୟାୟଙ୍କୁ ‘ଗୁରୁଦକ୍ଷିଣା ସମ୍ମାନ-୨୦୨୧’ ପ୍ରଦାନ କରାଯିବ ବୋଲି ସ୍ଥିର କରାଯାଇଛି। ସେହିପରି ସଙ୍ଗୀତ ନିର୍ଦ୍ଦେଶକ କୃପାସିନ୍ଧୁ ବେହେରା, ତବଲା ବାଦକ ଶରତ ପାଣି, ଓଡ଼ିଶୀ ନୃତ୍ୟଶିଳ୍ପୀ ପ୍ରଦୀପ କୁମାର ଦାସଙ୍କୁ ସୃଜନଶୀଳ ପ୍ରତିଭା ସମ୍ପନ୍ନ ସମ୍ମାନରେ ସମ୍ମାନିତ କରାଯିବ। ଏହି ଉତ୍ସବରେ ବହୁ ମାନ୍ୟଗଣ୍ୟ ଓ ବିଶିଷ୍ଟ ବ୍ୟକ୍ତି ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।

ଜୟଦେବ ଭବନ
Share. Facebook Twitter LinkedIn Email WhatsApp Copy Link

Related Posts

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026

ପୋଖରୀରେ ବୁଡି ବୃଦ୍ଧଙ୍କ ମୃତ୍ୟୁ

August 25, 2026
Latest News

ମନୁସ୍ମୃତି ଉପରେ ବୟାନ ପାଇଁ ଶଙ୍କରାଚାର୍ଯ୍ୟ କ୍ଷୁବ୍ଧ: ରାହୁଲ ଗାନ୍ଧୀଙ୍କୁ ଦେଲେ ଚେତାବନୀ

August 25, 2026

ଟିଏମସି ବିଦ୍ରୋହୀଙ୍କୁ ଝଟକା!: ଅଭିଷେକ ବାନାର୍ଜୀଙ୍କ ଆବେଦନ ଉପରେ ନୋଟିସ ଜାରି କଲେ ସୁପ୍ରିମକୋର୍ଟ

August 25, 2026

ରକ୍ଷାବନ୍ଧନ ପୂର୍ବରୁ ୯୫୫ କିଲୋଗ୍ରାମ ଅପମିଶ୍ରଣ କ୍ରିମ୍ ଜବତ: କାରଖାନା ସିଲ୍

August 25, 2026

ଦୁଦୁରା ଫଳ ବିକ୍ରୟ ପାଇଁ କାର୍ଯ୍ୟାନୁଷ୍ଠାନ: ଆମାଜନ, ସ୍ୱିଗି ଏବଂ ବିଗବାସ୍କେଟର ଖାଦ୍ୟ ଲାଇସେନ୍ସ ରଦ୍ଦ

August 25, 2026

ଏହି ୫ ଟି ସହରରେ ୩୫ ଟଙ୍କାରେ ମିଳିବ ପିଆଜ: ସରକାରଙ୍କ ବଡ଼ ନିଷ୍ପତ୍ତି

August 25, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.