Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ରୁକ୍ମିଣୀଙ୍କୁ ବିବାହ କରି ଗୁଆଲି ଯାତ୍ରାରେ ଶ୍ରୀ ରଙ୍କନାଥ ଦେବ, ଦେଖନ୍ତୁ ଭିଡିଓ
ଆଞ୍ଚଳିକ

ବାଣପୁର: ରୁକ୍ମିଣୀଙ୍କୁ ବିବାହ କରି ଗୁଆଲି ଯାତ୍ରାରେ ଶ୍ରୀ ରଙ୍କନାଥ ଦେବ, ଦେଖନ୍ତୁ ଭିଡିଓ

June 12, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ସୀତାରାମ ଅଗ୍ରୱାଲ

ବାଣପୁର: ଲୀଳା ଶ୍ରୀକ୍ଷେତ୍ର ବାଣପୁରର ଆରାଧ୍ୟ ଠାକୁର ଶ୍ରୀ ରଙ୍କନାଥ ଦେବଙ୍କ ସହିତ ମାତା ରୁକ୍ମିଣୀଙ୍କ ଶୁଭପରିଣୟ ନୀତିକାନ୍ତି ଚମ୍ପକ ଦ୍ଵାଦଶୀ ତିଥିରେ ଆଜି ଆନନ୍ଦ ଉଲ୍ଲାସର ସହିତ ଶେଷ ହୋଇଛି। ଦେବ ଦମ୍ପତିଙ୍କ ଗୁଆଲି ଯାତ୍ରା ସହିତ ଶିବ ଦର୍ଶନ ଶ୍ରୀ ଦକ୍ଷେଶ୍ଵର ଦେବଙ୍କ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇ ଶେଷରେ ବାଜା ରୋଷଣି, ଆତସବାଜୀ, ଆଲଟଚାମର, ସହିତ ଅଗଣିତ ଶ୍ରଦ୍ଧାଳୁଙ୍କ ସହ ନଗର ପରିକ୍ରମଣ ଓ ମନ୍ଦିର ପ୍ରତ୍ୟାବର୍ତ୍ତନ ଅତି ଆନନ୍ଦ ଉଲ୍ଲାସର ସହ ଶେଷ ହୋଇଛି।

https://thesamikhsya.com/odia/wp-content/uploads/2022/06/WhatsApp-Video-2022-06-12-at-8.55.33-PM.mp4

ବାଣପୁରର ଏହି ପ୍ରାଚୀନ ପରମ୍ପରା ବହୁ ବର୍ଷ ଧରି ବନ୍ଦ ହୋଇଥିଲ। ଚଳିତ ବର୍ଷ ଏହି ଦେବ ବିବାହ ପରମ୍ପରା ପୁଣି ପ୍ରଭୁଙ୍କ ମନ୍ଦିରରେ ଆରମ୍ଭ ହୋଇଥିବାରୁ ଜନ ସାଧାରଣଙ୍କ ମନରେ ଆନନ୍ଦର ଲହରୀ ଖେଳିଯାଇଛି। ଶ୍ରୀରଙ୍କନାଥ ଦେବ ମନ୍ଦିର ପରିଚାଳନା କମିଟି,୧୦୮ ହନୁମାନ ଚାଳିଶା ଯଜ୍ଞ କମିଟି ଓ ବାଣପୁରର ଶ୍ରଦ୍ଧାଳୁ ଜନସାଧାରଣଙ୍କ ମିଳିତ ପରିଚାଳନାରେ ଅନୁଷ୍ଠିତ ଏହି ଦେବ ଉତ୍ସବ ଦର୍ଶନ କରିବାପାଇଁ ବାଣପୁର ଅଞ୍ଚଳର ଅଗଣିତ ଭକ୍ତଙ୍କ ସମାଗମ ହୋଇଥିଲା।

ଗୁଆଲି ଯାତ୍ରା ଶ୍ରୀ ରଙ୍କନାଥ ଦେବ
Share. Facebook Twitter LinkedIn Email WhatsApp Copy Link

Related Posts

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ରକ୍ତଦାନ ଅଭିଯାନ

April 9, 2026

ଜମି ପାଇଁ ହାଣିଲେ : ପରିବାରର ୬ ଆହତ

April 7, 2026

ହାଜତ ମୃତ୍ୟୁ : ୬ ଅବସରପ୍ରାପ୍ତ ପୋଲିସ୍ ଗିରଫ

April 7, 2026

ଫଳ ପେଟିରେ ଗଞ୍ଜେଇ : ଦୁଇ ଗିରଫ

April 7, 2026
Latest News

ଏକତା ପରିଷଦ ଟ୍ରଷ୍ଟରେ ଓଡ଼ିଆ ପକ୍ଷର “କଳାକାର ସମ୍ବର୍ଦ୍ଧନା ଦିବସ” ପାଳିତ

April 10, 2026

ମହାନଦୀ ଟ୍ରିବୁନାଲ ପାଖରୁ ଅନ୍ତରୀଣ ରାୟ ପାଇଁ ଅଧ୍ୟକ୍ଷଙ୍କୁ ଚିଠି

April 10, 2026

ଯୁଦ୍ଧ ସମସ୍ତଙ୍କ ପାଇଁ କ୍ଷତିକାରକ

April 10, 2026

ଯୁଦ୍ଧବିରତି ପରେ ଶେଷ ହେବ କି LPG ଚିନ୍ତା, ଜାଣନ୍ତୁ କ’ଣ କହିଲେ ସରକାର?

April 10, 2026

ନାବାଳିକାଙ୍କୁ ଦୁଷ୍କର୍ମ ଓ ହତ୍ୟାକାଣ୍ଡ ମାମଲାରେ ଅଭିଯୁକ୍ତକୁ ଫାଶୀ ଦଣ୍ଡାଦେଶ

April 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.