Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଗୁଜୁରାଟର ମୋଧେରାସ୍ଥିତ ସୂର୍ଯ୍ୟ ମନ୍ଦିରର ଆଲୋକୀକରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

ଗୁଜୁରାଟର ମୋଧେରାସ୍ଥିତ ସୂର୍ଯ୍ୟ ମନ୍ଦିରର ଆଲୋକୀକରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

October 10, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଗୁଜୁରାଟର ମୋଧେରାସ୍ଥିତ ସୂର୍ଯ୍ୟ ମନ୍ଦିରର ଆଲୋକୀକରଣକୁ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ଗୁଜୁରାଟର ମୋଧେରା ସ୍ଥିତ ସୂର୍ଯ୍ୟ ମନ୍ଦିର ପରିଦର୍ଶନ କରିଛନ୍ତି। ପ୍ରଧାନମନ୍ତ୍ରୀ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଶ୍ରୀ ମୋଦୀ ସୂର୍ଯ୍ୟ ମନ୍ଦିରରେ ଐତିହ୍ୟ ଆଲୋକୀକରଣର ଉଦଘାଟନ କରିଛନ୍ତି ଯାହାକି ଭାରତର ପ୍ରଥମ ଐତିହ୍ୟ ସ୍ଥଳୀ ଅଟେ ଯାହା କେବଳ ସୌର ଶକ୍ତି ଦ୍ୱାରା ଚାଳିତ।

ସେ ମୋଧେରା ସୂର୍ଯ୍ୟ ମନ୍ଦିରର ୩ଡି ପ୍ରୋଜେକ୍ସନ ମ୍ୟାପିଂର ଉଦଘାଟନ ମଧ୍ୟ କରିଛନ୍ତି। ପ୍ରଧାନମନ୍ତ୍ରୀ ମଧ୍ୟ ମନ୍ଦିରର ଇତିହାସକୁ ନେଇ ପ୍ରସ୍ତୁତ ଏକ ସାଂସ୍କୃତିକ କାର୍ଯ୍ୟକ୍ରମକୁ ଦେଖିଥିଲେ।

ପ୍ରଧାନମନ୍ତ୍ରୀଙ୍କ ସହିତ ଗୁଜୁରାଟର ମୁଖ୍ୟମନ୍ତ୍ରୀ ଶ୍ରୀ ଭୁପେନ୍ଦ୍ର ପଟେଲ, ସାଂସଦ ଶ୍ରୀ ସି ଆର ପାଟିଲ, ଗୁଜରାଟ ସରକାରଙ୍କ ମନ୍ତ୍ରୀ ଶ୍ରୀ ପୂର୍ଣ୍ଣେଶଭାଇ ମୋଦୀ ଏବଂ ଶ୍ରୀ ଅରବିନ୍ଦଭାଇ ରାୟାନୀ ପ୍ରମୁଖ ଗସ୍ତ କରିଥିଲେ।

ଏହାପୂର୍ବରୁ ଆଜି ପ୍ରଧାନମନ୍ତ୍ରୀ ଗୁଜୁରାଟର ମେହସାନା, ମୋଧେରାରେ ୩୯୦୦ କୋଟିରୁ ଅଧିକ ମୂଲ୍ୟର ଏକାଧିକ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ ଏବଂ ଉତ୍ସର୍ଗ କରିଥିଲେ। ପ୍ରଧାନମନ୍ତ୍ରୀ ମଧ୍ୟ ମୋଧେରାକୁ ଭାରତର ପ୍ରଥମ ୨୪ଘଣ୍ଟିଆ ସୌରଶକ୍ତି ଚାଳିତ ଗ୍ରାମ ବୋଲି ଘୋଷଣା କରିଥିଲେ। ଶ୍ରୀ ମୋଦୀ ମଧ୍ୟ ଗୁଜୁରାଟର ମୋଧେରା ସ୍ଥିତ ମୋଧେଶ୍ୱରୀ ମାତା ମନ୍ଦିରରେ ଦର୍ଶନ ଏବଂ ପୂଜାର୍ଚ୍ଚନା କରିଥିଲେ।

ଗୁଜୁରାଟର ମୋଧେରା ନରେନ୍ଦ୍ର ମୋଦୀ ମୋଧେରାସ୍ଥିତ ସୂର୍ଯ୍ୟ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଟିମ୍ ଇଣ୍ଡିଆର ଶେଷ ହେଲା ଇଂଲଣ୍ଡ ଗସ୍ତ, ଏବେ କେବେ ଏବଂ କାହା ସହିତ ମ୍ୟାଚ୍ ହେବ? ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

August 5, 2025

ଏନଡିଏ ସଂସଦୀୟ ଦଳ ବୈଠକ: ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ, ପହଲଗାମରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

August 5, 2025

‘ରୁଷର ଡ୍ରୋନ ସହିତ ଭାରତର ସମ୍ପର୍କ ଅଛି’, ଟ୍ରମ୍ପଙ୍କ ପରେ ଗମ୍ଭୀର ଅଭିଯୋଗ ଆଣିଲା ୟୁକ୍ରେନ

August 5, 2025

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025
Latest News

ଟିମ୍ ଇଣ୍ଡିଆର ଶେଷ ହେଲା ଇଂଲଣ୍ଡ ଗସ୍ତ, ଏବେ କେବେ ଏବଂ କାହା ସହିତ ମ୍ୟାଚ୍ ହେବ? ଜାଣନ୍ତୁ ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ

August 5, 2025

ଏନଡିଏ ସଂସଦୀୟ ଦଳ ବୈଠକ: ସମ୍ମାନିତ ହେଲେ ପ୍ରଧାନମନ୍ତ୍ରୀ, ପହଲଗାମରେ ମୃତକଙ୍କୁ ଶ୍ରଦ୍ଧାଞ୍ଜଳି

August 5, 2025

VinFast India: ତାମିଲନାଡୁରେ ଇଲେଟ୍ରିକ ଭେଇକଲ ଆସେମ୍ବଲି ପ୍ରକଳ୍ପର ଉଦଘାଟନ କଲା ଭିନଫାଷ୍ଟ

August 5, 2025

‘ରୁଷର ଡ୍ରୋନ ସହିତ ଭାରତର ସମ୍ପର୍କ ଅଛି’, ଟ୍ରମ୍ପଙ୍କ ପରେ ଗମ୍ଭୀର ଅଭିଯୋଗ ଆଣିଲା ୟୁକ୍ରେନ

August 5, 2025

ପ୍ରତିଶୃତି ପୂରଣ କଲେ ଆଇନ ମନ୍ତ୍ରୀ, ବାଣପୁରରେ ଏଡିଜେ କୋର୍ଟ ପ୍ରତିଷ୍ଠା ହେବା ନେଇ ବିଜ୍ଞପ୍ତି ଜାରି

August 5, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.