Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଧର୍ମ»ସମୁଦ୍ର ଭିତରେ ଥିବା ଏହି ମନ୍ଦିର ବିଷୟରେ ଯଦି ଜାଣିବେ, ହେବେ ଆଶ୍ଚର୍ଯ୍ୟ
ଧର୍ମ

ସମୁଦ୍ର ଭିତରେ ଥିବା ଏହି ମନ୍ଦିର ବିଷୟରେ ଯଦି ଜାଣିବେ, ହେବେ ଆଶ୍ଚର୍ଯ୍ୟ

October 30, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ଏହି ମନ୍ଦିରଟି ହେଉଛି ଇଣ୍ଡୋନେସିଆର ବାର୍ଲି ଦ୍ବୀପର ତବାନାନ ଠାରେ ଅବସ୍ଥିତ। ସ୍ଥାନୀୟ ଭାଷାରେ ଏହି ମନ୍ଦିର ନାମ ହେଲା “ତାନାହା ଲୋଟ”। ଯାହାର ଅର୍ଥ ହେଲା ସମୁଦ୍ର ଭିତରେ ସ୍ଥଳଭାଗ। ଏହି ମନ୍ଦିରଟିର ବିଶେଷତ୍ବ ହେଲା ଶହଶହ ବର୍ଷ ଧରି ଏହା ସମୁଦ୍ର ଜୁଆର ତଥା ଲୁଣି ପାଣିରେ ମାଡ ହେଉଥିଲେ ମଧ୍ୟ ତାହା ଅକ୍ଷତ ଅବସ୍ଥାରେ ରହିଛି।

ଏହି ମନ୍ଦିରଟି ସମୁଦ୍ରର ଏକ ବିରାଟ ପଥର ଉପରେ ଅବସ୍ଥିତ ହୋଇଛି। ଏହି ମନ୍ଦିରକୁ ୧୬ତମ ଖ୍ରୀଷ୍ଟାଦ୍ଦରେ ଡ୍ୟାଙ୍ଗ ହାଙ୍ଗ ନିରର୍ଥଙ୍କ ଦ୍ବାରା ନିର୍ମିତ ହୋଇଛି ବୋଲି କୁହାଯାଉଛି। ନିରର୍ଥ ଦକ୍ଷିଣ ଉପକୂଳରେ ଯାତ୍ରା କରିବା ସମୟରେ ସେ ସେହି ପଥର-ଦ୍ୱୀପର ସୁନ୍ଦର ସ୍ଥିତି ଦେଖି ସେଠାରେ ବିଶ୍ରାମ କରୁଥିଲେ। ବିଶ୍ରାମ ସମୟରେ ସେ କିଛି ମତ୍ସ୍ୟଜୀବୀ ଦେଖି ତାଙ୍କୁ  ଉପହାର ଦେଲେ।

ଏହା ପରେ ନିରର୍ଥ ସେହି ଛୋଟ ଦ୍ୱୀପରେ ରାତି ମଧ୍ୟ କଟିଲେ। ପରେ ସେ ମତ୍ସ୍ୟଜୀବୀମାନଙ୍କ ସହ କଥା ହୋଇ ସେହି ପଥର ଉପରେ ଏକ ମନ୍ଦିର ନିର୍ମାଣ କରିବାକୁ ସେମାନଙ୍କୁ କହିଥିଲେ। କାରଣ ସେ ଅନୁଭବ କରିଥିଲେ ଯେ ବାର୍ଲି ଯାତ୍ରାରେ ସମୁଦ୍ର ଦେବତାମାନଙ୍କୁ ପୂଜା କରିବା ଏହା ଏକ ପବିତ୍ର ସ୍ଥାନ।

ମନ୍ଦିରର ମୁଖ୍ୟ ଦେବତା ହେଉଛନ୍ତି ଦେବ ବରୁଣ ବା ସ୍ଥାନୀୟ ଭାଷାରେ ଭଟାରା ସେଗରା। ଏହାର ଅର୍ଥ ହେଉଛି ସମୁଦ୍ର ଦେବତା ବା ସମୁଦ୍ର ଶକ୍ତି।  ଆଜିକାଲି ଏଠାରେ ନିରର୍ଥଙ୍କୁ ମଧ୍ୟ ପୂଜା କରାଯାଉଛି। ପ୍ରାଚୀନ ସମୟରେ ଏହି ମନ୍ଦିରରୁ ପଥର ଖସିବାରୁ ଜାପାନ ସରକାରଙ୍କ ସହାୟତାରେ ତାହାର ସଂରକ୍ଷଣ କରାଯାଇଛି।

temple ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ସରକାରରେ ଯୋଗଦେଲେ ୧୯୭ ଜଣ ସହକାରୀ ନିର୍ବାହୀ ଯନ୍ତ୍ରୀ, ମନ୍ତ୍ରୀ ହରିଚନ୍ଦନ ଦେଲେ ଦିଗଦର୍ଶନ

February 18, 2026

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ସାଂସଦ ଜୟରାମ ପାଙ୍ଗୀ, କାରଣରେ ସେ କହିଲେ…

February 18, 2026

“ରାହୁଲ ଗାନ୍ଧୀ ଭାରତ ବିରୋଧୀ ଶକ୍ତି ସହିତ ଜଡିତ…”: କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଲେ କିରେନ ରିଜି

February 18, 2026
Latest News

ଶେଷ ପର୍ଯ୍ୟନ୍ତ ଲଢ଼ିଲା ନେଦରଲ୍ୟାଣ୍ଡ: ୧୭ ରନ୍ ରେ ଜିତିଲା ଭାରତ

February 18, 2026

ଏଆଇ ଦାୟିତ୍ୱବୋଧ ସଂକଳ୍ପରେ ଭାରତର ବିଶ୍ୱରେକର୍ଡ: ୨୪ ଘଣ୍ଟାରେ ୨.୫ ଲକ୍ଷ ସଂକଳ୍ପ

February 18, 2026

ରାଞ୍ଚି ଦୂରଦର୍ଶନ କେନ୍ଦ୍ରରେ ‘ବିକଶିତ ଭାରତ ୨୦୪୭’ ଉପରେ ଆଲୋଚନା

February 18, 2026

ବାଲୁଗାଁ ଅବକାରୀ ବିଭାଗର ବିଭିନ୍ନ ସ୍ଥାନରେ ଚଢାଉ: ଦେଶୀମଦ ଜବତ, ୪ ଗିରଫ

February 18, 2026

ପଶ୍ଚିମ ଓଡ଼ିଶା ଯୋଗାଯୋଗକୁ ବୃଦ୍ଧି କରିବ ହାଓଡ଼ା–ଜୁନାଗଡ଼ ରୋଡ୍ ଇସ୍ପାତ ଏକ୍ସପ୍ରେସ୍ ସମ୍ପ୍ରସାରଣ

February 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.