Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ଅଷ୍ଟପ୍ରହର ନାମ ଯଜ୍ଞ ଅନୁଷ୍ଠିତ
ଆଞ୍ଚଳିକ

ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ଅଷ୍ଟପ୍ରହର ନାମ ଯଜ୍ଞ ଅନୁଷ୍ଠିତ

November 7, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା: ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ପ୍ରତିବର୍ଷ ପରି ଚଳିତ ବର୍ଷ ଅଷ୍ଟପ୍ରହର ନାମ ଯଜ୍ଞ ବହୁ ଆଡମ୍ବରରେ ଅନୁଷ୍ଠିତ ହେଉଅଛି। କରୋନା ଯୋଗୁଁ ଏହି ଯଜ୍ଞ ସାମାନ୍ୟ ବାଧାପ୍ରାପ୍ତ ହୋଇଥିବା ବେଳେ ଗ୍ରାମ କମିଟି ପକ୍ଷରୁ ଚଳିତ ବର୍ଷ ପୁଣି ଥରେ ଏହାକୁ ବହୁ ଆଡମ୍ବରରେ କରିବା ପାଇଁ ପ୍ରୟାସ ଜାରି ରହିଛି। ଗତକାଲି ଠାରୁ ଏହି ଉତ୍ସବରେ ସଙ୍କୀର୍ତ୍ତନ ଲାଗି ରାହିଥିବା ବେଳେ ଆଜି ଏହି ଯଜ୍ଞର ପୂର୍ଣ୍ଣାହୁତି ଅନୁଷ୍ଠିତ ହେବ। ଗ୍ରାମର ଏହି  ଉତ୍ସବ ଦେଖିବା ପାଇଁ ବହୁତ ଭିଡ଼ ଦେଖିବାକୁ ମିଳିଛି। ଗ୍ରାମରେ ଏକ ଆଧ୍ୟାତ୍ମିକ ପରିବେଶ ସୃଷ୍ଟି ହୋଇଛି।

 

ଏହି ଉତ୍ସବକୁ ଦେଖିବା ତଥା ମହାପ୍ରଭୁ ପତିତପାବନଙ୍କ ଦର୍ଶନ ପାଇଁ ଅନେକ ଶ୍ରଦ୍ଧାଳୁଙ୍କ ରୁଣ୍ଡ ହେବାରେ ଲାଗିଛି। ସେଥିପାଇଁ ବାହାରୁ ଆସୁଥିବା ଅତିଥିମାନଙ୍କ ପାଇଁ ଗାଁ ତରଫରୁ ବିଭିନ୍ନ ପ୍ରକାର ବ୍ୟବସ୍ଥା କରାଯାଇଛି। ଅତିଥିମାନଙ୍କ ପାଇଁ ଜଳପାନର ବ୍ୟବସ୍ଥା କରାଯାଇଛି। ଆଜି ପୂର୍ଣ୍ଣାହୁତି ପରେ ନଗରକୀର୍ତ୍ତନ କରାଯିବ। ଏହି ଅବସରରେ ପଡୋଶୀ ଗ୍ରାମର ହଜାର ହଜାର ଅତିଥିଙ୍କ ପାଇଁ ପ୍ରସାଦ ସେବନ କରିବାର ବ୍ୟବସ୍ଥା ମଧ୍ୟ ରହିଛି।

ଅଷ୍ଟପ୍ରହର ନାମ ଯଜ୍ଞ ଚାଷଙ୍ଗରା ଗ୍ରାମ ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ପବିତ୍ର ଅକ୍ଷୟ ତୃତୀୟାର ମାହାତ୍ମ୍ୟ

April 19, 2026

ଅକ୍ଷୟ ତୃତୀୟାରେ ନିଜ ବନ୍ଧୁଙ୍କୁ ଜଣାନ୍ତୁ ଶୁଭେଚ୍ଛା, ବାସ୍ ମୋବାଇଲରେ କପି କରି ପଠାନ୍ତୁ ଏହି ବାର୍ତ୍ତା

April 19, 2026

ଆଜି ରବିବାର ଏପ୍ରିଲ ୧୯ ତାରିଖରେ ତିନୋଟି ରାଶି ଉପରେ ରହିଛି ଖରାପ ଖବର

April 19, 2026

ପାଖେଇଲା ଅକ୍ଷୟ ତୃତୀୟା ଜାଣନ୍ତୁ ଏହି ଦିନ କିପରି ଓ କେମିତି କରାଯାଏ ପୂଜା

April 18, 2026
Latest News

ଖୋର୍ଦ୍ଧାରେ ଆସନ୍ତା ୨୦ରୁ ୨୩ ସ୍କୁଲ ଛୁଟି

April 19, 2026

ମୋଦିଙ୍କ ଅଭିଭାଷଣକୁ ନେଇ ମମତାଙ୍କ ପ୍ରତିକ୍ରିୟା

April 19, 2026

ପୂର୍ବତନ ରେଳମନ୍ତ୍ରୀ ଦିନେଶ ତ୍ରିବେଦୀ ବାଂଲାଦେଶରେ ଭାରତର ନୂତନ ହାଇକମିଶନର !

April 19, 2026

ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ହ୍ରାସ ପାଇଲା ଗ୍ୟାସ ଚାହିଦ: ଜାଣନ୍ତୁ କାରଣ

April 19, 2026

ପ୍ରଯୁକ୍ତିବିଦ୍ୟା ହସ୍ତାନ୍ତର ଏବଂ ଭାରତରେ ଉତ୍ପାଦନ…: ୧୦୦ଟି ଲଢ଼ୁଆ ବିମାନ ପାଇଁ ରୁଷର ବଡ଼ ପ୍ରସ୍ତାବ

April 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.