Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଓଡିଶା ରାଜଧାନୀ ପୁସ୍ତକ ମହୋତ୍ସବ, କବି ସଂଗ୍ରାମ ମିଶ୍ରଙ୍କ କବିତା ପୁସ୍ତକ ‘ପ୍ରତିଫଳନ’ ଉନ୍ମୋଚିତ
ଆଜିର ଖବର

ଓଡିଶା ରାଜଧାନୀ ପୁସ୍ତକ ମହୋତ୍ସବ, କବି ସଂଗ୍ରାମ ମିଶ୍ରଙ୍କ କବିତା ପୁସ୍ତକ ‘ପ୍ରତିଫଳନ’ ଉନ୍ମୋଚିତ

December 11, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
Book Release
ଓଡିଶା ରାଜଧାନୀ ପୁସ୍ତକ ମହୋତ୍ସବ, କବି ସଂଗ୍ରାମ ମିଶ୍ରଙ୍କ କବିତା ପୁସ୍ତକ 'ପ୍ରତିଫଳନ' ଉନ୍ମୋଚିତ

ଭୁବନେଶ୍ୱର: ୪ର୍ଥ ଓଡିଶା ରାଜଧାନୀ ପୁସ୍ତକ ମହୋତ୍ସବର ଆଜି ୩ୟ ଦିନରେ “ଅପୂର୍ବା” ପ୍ରକାଶନ ତରଫରୁ ଆୟୋଜିତ ପ୍ରତିଷ୍ଠିତ କବି ଶ୍ରୀ ସଂଗ୍ରାମ ମିଶ୍ରଙ୍କ କବିତା ପୁସ୍ତକ “ପ୍ରତିଫଳନ” ର ଶୁଭ ଉନ୍ମୋଚନ ହୋଇଛିି। ଏହାକୁ ରାଜ୍ୟ ପର୍ଯ୍ୟଟନ, ଓଡିଆ ଭାଷା, ସାହିତ୍ୟ ଓ ସଂସ୍କୃତି ତଥା ଅବକାରୀ ମନ୍ତ୍ରୀ ଶ୍ରୀ ଅଶ୍ୱିନୀ କୁମାର ପାତ୍ର ପ୍ରକାଶ କରିଛନ୍ତି ।

କବି ଶ୍ରୀ ମିଶ୍ରଙ୍କ ଦ୍ୱାରା ଲିଖିତ ଉନ୍ମୋଚିତ କବିତା ପୁସ୍ତକ ସକରାତ୍ମକ ପରିବର୍ତ୍ତନଓ ସାମାଜିକ ସଂସ୍କାରଦିଗରେ ସ୍ୱର ଉତ୍ତୋଳନ କରିବା ସଙ୍ଗେ ସଙ୍ଗେ କବିତାରେ ରହିଥିବା ବାର୍ତ୍ତା ଆଗାମୀ ପିଢିକୁ ନୂତନ ଦିଗଦର୍ଶନ ଦେବ ବୋଲି ମନ୍ତ୍ରୀ ଶ୍ରୀ ପାତ୍ର ପ୍ରକାଶ କରି ପୁସ୍ତକର ପାଠକୀୟ ଆଦୃତି କାମନା କରିଥିଲେ। କାର‌୍ୟ୍ୟକ୍ରମରେ ଓଡିଶା ସାହିତ୍ୟ ଏକାଡେମୀର ସଭାପତି ଶ୍ରୀ ହୃଷିକେଶ ମଲ୍ଲିକ ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଏହି ପୁସ୍ତକ ପ୍ରଦର୍ଶନ ‘ଅକ୍ଷର’ ଭୁବନେଶ୍ବରର ପ୍ରଦର୍ଶନୀ ପଡିଆରେ ଚାଲିଛି।

ଅକ୍ଷର
Share. Facebook Twitter LinkedIn Email WhatsApp Copy Link

Related Posts

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026
Latest News

ନୋରା ଫତେହିଙ୍କ ବିବାଦୀୟ ଗୀତ ଉପରେ ପ୍ରତିବନ୍ଧକ ଲଗାଇଲେ ସରକାର

March 18, 2026

ବିଜେପିରେ ଯୋଗଦେଲେ ସାଂସଦ ପ୍ରଦ୍ୟୁତ ବୋରଦୋଲୋଇ: ଗତକାଲି କଂଗ୍ରେସରୁ ଦେଇଥିଲେ ଇସ୍ତଫା

March 18, 2026

ରେଢ଼ାଖୋଲ ଢୁଙ୍କଛାଲି ଜଙ୍ଗଲରେ ଦୁର୍ଦ୍ଧାନ୍ତ ଅପରାଧୀ ଟିମାକୁ ଏନକାଉଣ୍ଟର: ୩ ସହଯୋଗୀ ଗିରଫ

March 18, 2026

ଭାରତୀୟ ନୂତନ ଆଇନର ସଫଳ କାର୍ଯ୍ୟକାରିତା: ୨୮ ଦିନ ମଧ୍ୟରେ ଦୋଷୀକୁ ଦଣ୍ଡ ଦେଲେ ଅଦାଲତ

March 18, 2026

“ଏହା ଲଜ୍ଜାଜନକ”: ଆସାମରେ କଂଗ୍ରେସ ସାଂସଦ ଦଳ ଛାଡିବା ପରେ କହିଲା ଶିବସେନା

March 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.