Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»ଦୁଇବର୍ଷ ପରେ ଅନୁଷ୍ଠିତ ହେବାକୁ ଯାଉଛି ଛାତ୍ରଛାତ୍ରୀଙ୍କ ମହୋତ୍ସବ ‘ସର୍‌ଗିଫୁଲ୍‌’
ଆଜିର ଖବର

ଦୁଇବର୍ଷ ପରେ ଅନୁଷ୍ଠିତ ହେବାକୁ ଯାଉଛି ଛାତ୍ରଛାତ୍ରୀଙ୍କ ମହୋତ୍ସବ ‘ସର୍‌ଗିଫୁଲ୍‌’

December 20, 2022No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦୁଇବର୍ଷ ପରେ ଅନୁଷ୍ଠିତ ହେବାକୁ ଯାଉଛି ଛାତ୍ରଛାତ୍ରୀଙ୍କ ମହୋତ୍ସବ ‘ସର୍‌ଗିଫୁଲ୍‌’

ଭୁବନେଶ୍ୱର: ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ତଥା ସଂଖ୍ୟାଲଘୁ ଏବଂ ଅନ୍ୟାନ୍ୟ ପଛୁଆବର୍ଗ କଲ୍ୟାଣ ବିଭାଗ ଅଧୀନସ୍ଥ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ମହୋତ୍ସବ ‘ସର୍‌ଗିଫୁଲ୍‌’ ଚଳିତ ଡିସେମ୍ବର ୨୦ ତାରିଖ ଦିନ ପୂର୍ବାହ୍ନରେ ଭୁବନେଶ୍ୱର ୟୁନିଟ୍‌-୧ସ୍ଥିତ ଆଦିବାସୀ ପ୍ରଦର୍ଶନୀ ପଡ଼ିଆରେ ଉଦ୍‌ଘାଟିତ ହେବ। କିଶୋର ଛାତ୍ରଛାତ୍ରୀଙ୍କ ଏହି ମହୋତ୍ସବ ସର୍‌ଗିଫୁଲକୁ ଅନୂସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ମନ୍ତ୍ରୀ ଶ୍ରୀ ଜଗନ୍ନାଥ ସାରକା ଆନୁଷ୍ଠାନିକ ଭାବେ ଉଦ୍‌ଘାଟନ କରିବେ।

କୋଭିଡ୍‌ କଟକଣା ଯୋଗୁଁ ଗତ ଦୁଇବର୍ଷ ଧରି ଏହି ମହୋତ୍ସବ ଅନୁଷ୍ଠିତ ହୋଇପାରିନଥିଲା। ଚଳିତ ବର୍ଷ ଏହି ମହୋତ୍ସବରେ ଅନୂସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନସ୍ଥ ବିଦ୍ୟାଳୟରେ ପଢ଼ୁଥିବା ବିଭିନ୍ନ ଜିଲ୍ଲାର ୧୦୫୦ ଜଣ ଛାତ୍ରଛାତ୍ରୀ ଏବଂ ୭୦ ଜଣ ଶିକ୍ଷକଶିକ୍ଷୟିତ୍ରୀ ଯୋଗଦାନ କରିବେ । ଏ ନେଇ ଛାତ୍ରଛାତ୍ରୀ ମହଲରେ ବିଶେଷ ଉତ୍କଣ୍ଠା ପରିଲକ୍ଷିତ ହୋଇଛି । ଜିଲ୍ଳାସ୍ତରରୁ ମନୋନୀତ ହୋଇ ଆସିଥିବା ଛାତ୍ରଛାତ୍ରୀମାନେ ସେମାନଙ୍କ ପ୍ରତିଭାର ପ୍ରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି ।

ଡିସେମ୍ବର ୨୩ ତାରିଖ ଦିନ ଉଦ୍‌ଯାପନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦାନ କରି ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିବେ । ବିଭାଗୀୟ କମିଶନର ଶ୍ରୀମତୀ ରୂପାରୋଶନ ସାହୁ ଓ ଏକାଡେମୀର ସଦସ୍ୟ ସଚିବ ଶ୍ରୀ ଇନ୍ଦ୍ରମଣି ତି୍ରପାଠୀଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଏହି ଉତ୍ସବ ପରିଚାଳିତ ହେଉଛି ।

Sargifula
Share. Facebook Twitter LinkedIn Email WhatsApp Copy Link

Related Posts

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ

July 28, 2026

ରାଜ୍ୟରେ ଆଉ ୫୦୦ଟି EV ଚାର୍ଜିଂ ଷ୍ଟେସନ ସ୍ଥାପନ କରିବାକୁ ଲକ୍ଷ୍ୟ

July 28, 2026
Latest News

‘ଆତ୍ମନିର୍ଭର ପଞ୍ଚାୟତ’ ଓ ‘ସମର୍ଥ’ ପୋର୍ଟାଲର ଶୁଭାରମ୍ଭ

July 28, 2026

NEET ପ୍ରତିବାଦ: ଛାତ୍ରଛାତ୍ରୀମାନଙ୍କ ବିରୋଧରେ ମାମଲା ପ୍ରତ୍ୟାହାର କଲେ ବିହାର ସରକାର

July 28, 2026

ପିଜି ନାମଲେଖା ପାଇଁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶିତ

July 28, 2026

ରାଜ୍ୟରେ ଆଉ ୫୦୦ଟି EV ଚାର୍ଜିଂ ଷ୍ଟେସନ ସ୍ଥାପନ କରିବାକୁ ଲକ୍ଷ୍ୟ

July 28, 2026

ରାଶିଫଳ: ଜୁଲାଇ ୨୮ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶି ରୁହନ୍ତୁ ସାବଧାନ

July 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.