Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚୈତ୍ର ପୂର୍ଣମୀରେ ମା’ ସର୍ବ ମଙ୍ଗଳାଙ୍କ ଝାମୁଯାତ୍ରା ଅନୁଷ୍ଠିତ
ଆଞ୍ଚଳିକ

ଚୈତ୍ର ପୂର୍ଣମୀରେ ମା’ ସର୍ବ ମଙ୍ଗଳାଙ୍କ ଝାମୁଯାତ୍ରା ଅନୁଷ୍ଠିତ

April 6, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

Warning: Trying to access array offset on false in /home/thesamikhsya/htdocs/thesamikhsya.com/odia/wp-content/themes/smart-mag/partials/single/featured.php on line 78

ରଣପୁର: ଦୀର୍ଘ ୬୦ ବର୍ଷ ହେବ ନୟାଗଡ ଜିଲ୍ଲା ରଣପୁର ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ନୂଆଗାଁ ଗ୍ରାମରେ ମା’ ସର୍ଵମଙ୍ଗଳାଙ୍କ ଝାମୁ ଯାତ୍ରା ଅନୁଷ୍ଠିତ ହୋଇ ଆସୁଛି। ମା’ଙ୍କ ଦୈନନ୍ଦିନ ପୂଜା ନୀତି ସମ୍ପନ୍ନ ହେଲା ପରେ ମା’ଙ୍କ କଳସ ଶୋଭାଯାତ୍ରା ଅପରାହ୍ନ ୨:୩୦ ମିନିଟ ସମୟରେ ଅନୁଷ୍ଠିତ ହୋଇଥିଲା। ଏହା ପରେ ପୁଷ୍କରିଣୀରେ ମା’ଙ୍କ କଳସ ପୂଜନ ହୋଇଥିଲା ଓ ପରେ ମା’ ଙ୍କ ଆରତୀ ବନ୍ଦାପନା କରାଯାଇ ମା’ଙ୍କ ମୁଖ୍ୟ ଘଟ ସମେତ ଆଉ ଦୁଇ ଘଟ ପାରମ୍ପରିକ ବାଦ୍ୟ, ଘଣ୍ଟ, ଘଣ୍ଟା ଦ୍ୱାରା ବିରାଟ ଶୋଭାଯାତ୍ରାରେ ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ।

ଏହା ପରେ ମା ନିଜେ ୧୬ ହାତ ଝାମୁ କୁଣ୍ଡରେ ଚାଲିଥିଲେ। ପରେ ମା’ଙ୍କ ଆଦେଶ ବା ହୁକୁମ ଅନୁସାରେ ଯେଉଁ ଭକ୍ତଙ୍କୁ ମା ଡାକି ଥିଲେ ସେହି ଭକ୍ତ ବା ମାନସିକଧାରି ଝାମୁ ଚାଲି ଥିଲେ। ଏହି ଝାମୁ ଯାତ୍ରା ଦେଖିବାକୁ ମା’ଙ୍କ ପୀଠରେ ଶହ ଶହ ଭକ୍ତଙ୍କ ଭିଡ ଲାଗି ରହିଥିଲା।

PanaSankranti ରଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରାଶିଫଳ: ଅଗଷ୍ଟ ୨୧ ତାରିଖ ଶୁକ୍ରବାରରେ ଏହି ପାଞ୍ଚୋଟି ରାଶି ଉପରେ ଲାଗିରହିବ ସମସ୍ୟା

August 21, 2026

Raksha Bandhan: ଏଥର ରକ୍ଷା ବନ୍ଧନ କେବେ? ଅଗଷ୍ଟ ୨୭ ନା ୨୮ ତାରିଖ, ଶୁଭ ମୁହୁର୍ତ୍ତ କେତେବେଳେ

August 20, 2026
Latest News

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026

Odisha Investment: ୧୪ ଶିଳ୍ପ ପ୍ରକଳ୍ପକୁ ମଞ୍ଜୁରି, ୨,୭୮୦ କୋଟି ନିବେଶରେ ୧୪,୧୦୪ ନିଯୁକ୍ତି

August 21, 2026

ଖଣି ବିଲ୍‌କୁ ନେଇ ତେଜିଲା ରାଜନୀତି, ବିଜେପିକୁ ଅରୁଣଙ୍କ ବିତର୍କ ଆହ୍ୱାନ

August 21, 2026

ରାକ୍ଷୀରେ ମିଳିବ ସୁଭଦ୍ରା ଟଙ୍କା, ବକେୟା କିସ୍ତି ନେଇ ଆସିଲା ବଡ଼ ଅପଡେଟ୍‌

August 21, 2026

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.