Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଜିର ଖବର»‘ଧରହର ଭାରତ କି’ ଉପରେ ଡିଡି ଡକ୍ୟୁମେଣ୍ଟାରୀ ଦେଖିବା ପାଇଁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ
ଆଜିର ଖବର

‘ଧରହର ଭାରତ କି’ ଉପରେ ଡିଡି ଡକ୍ୟୁମେଣ୍ଟାରୀ ଦେଖିବା ପାଇଁ ଅନୁରୋଧ କଲେ ପ୍ରଧାନମନ୍ତ୍ରୀ

April 14, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନାଗରିକମାନଙ୍କୁ ଅନୁରୋଧ କରିଛନ୍ତି ଯେ, ‘ଧରୋହର ଭାରତ କି’ ଉପରେ ଦୁଇ ଭାଗ ବିଶିଷ୍ଟ ଦୂରଦର୍ଶନ ଡକ୍ୟୁମେଣ୍ଟାରୀ ଦେଖିବାକୁ ମିଳିବ ଯାହା ୧୪ ଏବଂ ୧୫ ଏପ୍ରିଲ ରାତି ୮ ଟା ସମୟରେ ଡିଡି ନେସନାଲରେ ପ୍ରସାରିତ ହେବ।

ଦୂରଦର୍ଶନର ଏକ ଟୁଇଟର ଜବାବରେ ପ୍ରଧାନମନ୍ତ୍ରୀ କହିଛନ୍ତି ଯେ, “ଆମର ଐତିହ୍ୟ, ଆମର ସ୍ୱାଧୀନତା ସଂଗ୍ରାମୀଙ୍କୁ ଶ୍ରଦ୍ଧାଞ୍ଜଳି ଯେଉଁମାନେ ଆମର ସ୍ୱାଧୀନତାକୁ ସୁରକ୍ଷିତ ରଖିବାପାଇଁ ନିଜର ସର୍ବସ୍ୱ ଦାନ କରିଥିଲେ ଏବଂ ପୋଷକରେ ସେବା କରୁଥିବା ଲୋକଙ୍କ ବୀରତ୍ୱକୁ ଶ୍ରଦ୍ଧାଞ୍ଜଳି।

A tribute to our heritage, our freedom fighters who sacrificed their all to secure our Independence and the valour of those who serve in uniform.

Do watch this two-part documentary on @DDNational on 14th and 15th April at 8 PM. #DharoharBharatKi https://t.co/5lf3X7CiCH

— Narendra Modi (@narendramodi) April 14, 2023

ଏହି ଦୁଇ ଭାଗର ଡକ୍ୟୁମେଣ୍ଟାରୀକୁ ୧୪ ଏବଂ ୧୫ ଏପ୍ରିଲରେ ରାତି ୮ଟା ସମୟରେ ରେ ଡିଡି ନେସନାଲରେ ଦେଖନ୍ତୁ।”

ନରେନ୍ଦ୍ର ମୋଦୀ
Share. Facebook Twitter LinkedIn Email WhatsApp Copy Link

Related Posts

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Latest News

କଳିଙ୍ଗ ଷ୍ଟାଡିୟମରେ ୨୫୦ ନୂଆ ଆମ୍ବୁଲାନସ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ

February 10, 2026

ମାନାବାର-ଜରତି ଷ୍ଟେସନ ମଧ୍ୟରେ ନବନିର୍ମିତ ଦ୍ୱିତୀୟ ଲାଇନର ଯାଞ୍ଚ କଲେ ରେଳ ସୁରକ୍ଷା କମିଶନର

February 10, 2026

ପରିବାର ସହିତ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ସଚିନ ତେନ୍ଦୁଲକର: ଜାଣନ୍ତୁ କାରଣ

February 10, 2026

“ଅନାସ୍ଥା ପ୍ରସ୍ତାବର ନିଷ୍ପତ୍ତି ନହେବା ଯାଏଁ…”: ଲୋକସଭା ବାଚସ୍ପତି ନେଲେ ବଡ ନିଷ୍ପତ୍ତି

February 10, 2026

ଓଡ଼ିଶାରେ କେତୋଟି ଜନ ଔଷଧୀ କେନ୍ଦ୍ର?: ରାଜ୍ୟସଭାରେ ଉତ୍ତର ଦେଲେ ମନ୍ତ୍ରୀ

February 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.