Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସଂସ୍କୃତି»ଗଣେଶ ପୂଜା ପାଇଁ ଏକାମ୍ର ରାଜା ଗଣେଶ ପୂଜା କମିଟି ତରଫରୁ ପ୍ରସ୍ତୁତି ବୈଠକ
ସଂସ୍କୃତି

ଗଣେଶ ପୂଜା ପାଇଁ ଏକାମ୍ର ରାଜା ଗଣେଶ ପୂଜା କମିଟି ତରଫରୁ ପ୍ରସ୍ତୁତି ବୈଠକ

August 25, 2023No Comments1 Min Read
Share Facebook Twitter LinkedIn Email WhatsApp Copy Link
Ganesh
ଗଣେଶ ପୂଜା ପାଇଁ ଏକାମ୍ର ରାଜା ଗଣେଶ ପୂଜା କମିଟି ତରଫରୁ ପ୍ରସ୍ତୁତି ବୈଠକ

ଭୁବନେଶ୍ୱର: ଶ୍ରୀ ଶ୍ରୀ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ଆଶୀର୍ବାଦକ୍ରମେ “ଏକାମ୍ର ରାଜା ଗଣେଶ ପୂଜା କମିଟି” ଆନୂକୁଲ୍ୟରେ ବହୁ ପୁରାତନ ଶ୍ରୀ ଗଣେଶ ପୂଜା ବଢ଼େଇବାଙ୍କ ଛକ ସ୍ଥିତ ଦେବୀ ମଣ୍ଡପରେ ଅନୁଷ୍ଠିତ ହୋଇ ଆସୁଛି। ପୂଜା କମିଟିର ଏକ ପ୍ରସ୍ତୁତି ବୈଠକ ଓ ସାମ୍ବାଦିକ ସମ୍ମିଳନୀ ସ୍ଥାନୀୟ ଟାଉନ୍ କ୍ଲବ ପରିସରରେ ଅନୁଷ୍ଠିତ ହୋଇଥିଲା।

ଏକାମ୍ର କ୍ଷେତ୍ରର ସର୍ବପୁରାତନ ପୂଜାର ମାନ୍ୟତା ପାଇଥିବାରୁ ଏକାମ୍ର ରାଜାଙ୍କ ନାମରେ ପରିଚିତ ଓ ଏହା ପୁରୁଣା ଭୁବନେଶ୍ୱରର ସର୍ବୋଚ୍ଚ ଗଣେଶ ବିଗ୍ରହ। ଶ୍ରୀଲିଙ୍ଗରାଜଙ୍କ ଅଙ୍ଗଲାଗି ସେବକ ‘ବଡ଼ୁ ସେବକ’ମାନେ ମହାପ୍ରଭୁଙ୍କ ଆଜ୍ଞାମାଳ ଆଣି ବିଧି ମୁତାବକ କାର୍ଯ୍ୟ ସମ୍ପାଦନ କରିବା ସହ ପ୍ରସାଦ ବଂଟନ କରାଯାଏ।

ଚଳିତ ବର୍ଷ ଏକାମ୍ର ରାଜା ମହୋତ୍ସବରେ ଓଡ଼ିଶାର ସୁନାମଧନ୍ୟ କଣ୍ଠଶିଳ୍ପୀ ହ୍ୟୁମାନ ସାଗର, ମଂଟୁ ଛୁରିଆ, ସତ୍ୟଜିତ୍ ପ୍ରଧାନ ସମେତ ବହୁ ନାମି କଳାକାରଙ୍କ ଦ୍ୱାରା ସଂଗୀତ ପରିବେଷଣ କରାଯିବ। ସେହିପରି ଚଳିତ ବର୍ଷ ଗଣେଶ ଭଷାଣରେ ପାରମ୍ପାରିକ ବାଦ୍ୟ ଯଥା ବଲାଙ୍ଗିରର କଲାରା ପାର୍ଟି, ଜୁନାଗଡ଼ର ମେଲୋଡ଼ି, ସମ୍ବଲପୁରର ଘଂଟବାଦ୍ୟ, କୋଲକତାର ଛଉ ନୃତ୍ୟ, ପୁରୀର ନାଗା, କେରଳର କଥକଲି, କଳାହାଣ୍ଡିର ବାହୁବଳୀ ନୃତ୍ୟ, ବ୍ରହ୍ମପୁରର ବ୍ରାସବ୍ୟାଣ୍ଡ ପାର୍ଟି, ବାଳକାଟିର ଘୋଡ଼ାନାଚ ସମେତ ବିଭିନ୍ନ ପ୍ରକାର ବାଦ୍ୟ ପରିବେଷଣ କାର୍ଯ୍ୟକ୍ରମ ରହିଛି ବୋଲି କମିଟିର ସଭାପତି ଅମୀୟ ଦାଶ ଓ ସମ୍ପାଦକ ତଥା କର୍ପୋରେଟର ଶିବ ପ୍ରସାଦ ବେହେରା ସୂଚନା ପ୍ରଦାନ କରିଥିଲେ।

ଏହି ଅବସରରେ ଏକାମ୍ର ରାଜା ଗଣେଶ ପୂଜା ପୁସ୍ତିକା ଲୋକାର୍ପଣ ହୋଇଥିଲା। ଏଥିରେ ଅନ୍ୟମାନଙ୍କ ମଧ୍ୟରେ ଗୋପାଳ ମକଦ୍ଦମ, ରଞ୍ଜିତ ମକଦ୍ଦମ, ରାକେଶ ବଟୁ, କାର୍ତିକ ବଟୁ, ରାକେଶ ମକଦ୍ଦମ, ଅନିକେତ ବଟୁ, ଲିଙ୍ଗରାଜ ମହାପାତ୍ର, ସୁମନ୍ତ ବଟୁ, ସାଗର ବଟୁ, ସନ୍ତୋଷ ମହାପାତ୍ର ସମେତ ଶତାଧିକ ସଭ୍ୟ ସାମିଲ ହୋଇଥିଲେ।

GaneshPuja ଗଣେଷ ପୂଜା
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

Raksha Bandhan: ଏଥର ରକ୍ଷା ବନ୍ଧନ କେବେ? ଅଗଷ୍ଟ ୨୭ ନା ୨୮ ତାରିଖ, ଶୁଭ ମୁହୁର୍ତ୍ତ କେତେବେଳେ

August 20, 2026

Raksha Bandhan: ଡାକ ବିଭାଗ ଆଣିଲା ସ୍ବତନ୍ତ୍ର ରାକ୍ଷୀ ବାକ୍ସ, ଭିତରେ ଥିବା ଭିଡିଓକୁ କ୍ଲିକ କରି ଦେଖନ୍ତୁ

August 20, 2026
Latest News

ବେଲଗୁଣ୍ଠାରେ ମାନବିକତା: ହଜିଯାଇଥିବା ୨ ଭରି ସୁନା ମଙ୍ଗଳସୂତ୍ର ଫେରାଇଲେ ଔଷଧ ଦୋକାନୀ

August 22, 2026

ମହାକାଶ ଷ୍ଟାର୍ଟଅପ୍‌ଗୁଡ଼ିକର ସିଇଓ ଓ ପ୍ରତିଷ୍ଠାତାମାନଙ୍କ ସହ ଆଲୋଚନା କଲେ ପ୍ରଧାନମନ୍ତ୍ରୀ

August 22, 2026

ପାରାଦୀପ ବନ୍ଦରରେ ୪୨୭ କୋଟିର ପ୍ରକଳ୍ପ ଉଦ୍‌ଘାଟନ କଲେ ସର୍ବାନନ୍ଦ ସୋନୋୱାଲ

August 22, 2026

ରାଶିଫଳ: ଅଗଷ୍ଟ ୨୨ ତାରିଖ ଶନିବାରରେ କଣ ରହିବ ଆପଣଙ୍କ ଭାଗ୍ୟରେ ପଢନ୍ତୁ

August 22, 2026

ମହାନଦୀ ଜଳ ବିବାଦରେ ବଡ଼ ପଦକ୍ଷେପ, CWC ଗଠନ କଲା ବୈଷୟିକ କମିଟି

August 21, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.