Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସଂସ୍କୃତି»Konark Festival Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହେଲା କୋଣାର୍କ ଉତ୍ସବ
ସଂସ୍କୃତି

Konark Festival Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହେଲା କୋଣାର୍କ ଉତ୍ସବ

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Konark Festival Inauguration
Konark Festival Inauguration: ମୁଖ୍ୟମନ୍ତ୍ରୀଙ୍କ ଦ୍ବାରା ଉଦଘାଟିତ ହେଲା କୋଣାର୍କ ଉତ୍ସବ

Konark Festival Inauguration: ଆଜି ୩୬ତମ ବିଶ୍ବ ପ୍ରସିଦ୍ଧ କୋଣାର୍କ ମହୋତ୍ସବକୁ ଉଦ୍‌ଘାଟନ କରିଛନ୍ତି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ। ବିଶ୍ବ ପ୍ରସିଦ୍ଧ କୋଣାର୍କ ମନ୍ଦିରର ପୃଷ୍ଠଭୂମିରେ ଏହି ଉତ୍ସବ ଦେଶ ବିଦେଶର କଳାପ୍ରେମୀ ମାନଙ୍କ ପାଇଁ ଆକର୍ଷଣର ଅନ୍ୟତମ କେନ୍ଦ୍ର । ଶାସ୍ତ୍ରୀୟ ନୃତ୍ୟ ଗୁଡିକ କେବଳ ଏକ ଆର୍ଟ ଫର୍ମ ନୁହେଁ, ଏହା ହେଉଛି କଳା ମାଧ୍ୟମରେ ଆଧ୍ୟାତ୍ମିକତାର ଏକ ମହାନ ଅନୁଭବ, ଇଶ୍ବର ପ୍ରାପ୍ତିର ଏକ ମାର୍ଗ ବୋଲି ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ସେ ଆହୁରି କହିଥିଲେ ଯେ, କୋଣାର୍କ ଉତ୍ସବ ହେଉଛି ଆମ ଓଡିଶାର ସାଂସ୍କୃତିକ ଅସ୍ମିତାର ଏକ ଉଜ୍ଜ୍ୱଳ ପରିଚୟ। ଏହି ଉତ୍ସବ କେବଳ ଓଡିଶାର କଳା ନୁହେଁ, ବରଂ ଓଡିଶାର ସାମଗ୍ରିକ ସଂସ୍କୃତିକୁ ବିଶ୍ବ ଦରବାରରେ ପହଞ୍ଚାଇବାରେ ଏକ ପ୍ରମୁଖ ଭୂମିକା ଗ୍ରହଣ କରିଛି। ଚଳିତ ବର୍ଷ ଓଡିଶୀ ସହିତ ଭାରତନାଟ୍ୟମ, କଥାକଳୀ, ମଣିପୁରୀ ଓ କଥକ ଆଦି ନୃତ୍ୟ ପରିବେଷଣ ପାଇଁ ବିଭିନ୍ନ ରାଜ୍ୟରୁ ନୃତ୍ୟ ଶିଳ୍ପୀମାନେ ଆସିଛନ୍ତି । ଏହି ମଞ୍ଚରେ ଭାରତର ବିଭିନ୍ନ ରାଜ୍ୟର ଶାସ୍ତ୍ରୀୟ ନୃତ୍ୟ ପ୍ରଦର୍ଶନ ଆମ ଦେଶର ସାଂସ୍କୃତିକ ସମ୍ପଦକୁ ବଞ୍ଚାଇ ରଖିବା ପାଇଁ ଏକ ଉତ୍ତମ ପ୍ଲାଟଫର୍ମ ବୋଲି ସେ କହିଥିଲେ।

Konark Festival Inauguration କୋଣାର୍କ ଉତ୍ସବ କୋଣାର୍କ ମହୋତ୍ସବ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ମୋହନ ମାଝୀ
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରର ବିଭିନ୍ନ ଦୁର୍ଗାପୂଜା ମଣ୍ଡପ ଦର୍ଶନ କଲେ ଓଜେସି ସଭାପତି ମହମ୍ମଦ ମୋକିମ

October 21, 2026

ଦୁଇଦିନିଆ ମୁମ୍ବାଇ ଗସ୍ତରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 21, 2026

ବିଜୟା ଦଶମୀ: ଅଧର୍ମ ଉପରେ ଧର୍ମର ବିଜୟ, ନାରୀଶକ୍ତିର ଅପୂର୍ବ ଗାଥା

October 20, 2026

ସାରା ଦେଶରେ ଆଜି ଦଶହରା ପର୍ବ ଆନନ୍ଦର ସହ ହେଉଛି ପାଳନ, ସଂଧ୍ୟାରେ ରାବଣପୋଡି

October 20, 2026
Latest News

ଡାକ୍ତରଙ୍କ ମାନବିକତା ହିଁ ରୋଗୀକୁ ଅଧିକ ସୁସ୍ଥ କରାଇଥାଏ: ସୋଆ ଉପସଭାପତି

October 23, 2026

୫୪,୦୦୦ କୋଟି ଟଙ୍କାର ପୁଞ୍ଜିନିବେଶ ପ୍ରସ୍ତାବ, ଓଡ଼ିଶା ଫେରିଲେ ମୁଖ୍ୟମନ୍ତ୍ରୀ

October 23, 2026

ଏସିଏଫ୍ ସୌମ୍ୟରଞ୍ଜନ ମୃତ୍ୟୁ ମାମଲା : ହାଇକୋର୍ଟରୁ ବିଦ୍ୟାଭାରତୀଙ୍କୁ ମିଳିଲାନି ଅନ୍ତରୀଣ ସୁରକ୍ଷା

October 23, 2026

ପୂର୍ବତଟ ରେଳପଥ ନିର୍ଦ୍ଧାରିତ ସମୟ ପୂର୍ବରୁ ଅକ୍ଟୋବର ମାସ ପାଇଁ ୧୭ କୋଟି ଟଙ୍କାର ସ୍କ୍ରାପ୍ ବିକ୍ରି ଲକ୍ଷ୍ୟ ହାସଲ

October 23, 2026

Cyclone Alert: ବଙ୍ଗୋପସାଗରରେ ସୃଷ୍ଟି ହେବ ବାତ୍ୟା, ସ୍ପଷ୍ଟ କଲା ଭାରତ ପାଣିପାଗ ବିଭାଗ, ଉପକୂଳ ଛୁଇଁବ

October 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.