Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସଂସ୍କୃତି»Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା
ସଂସ୍କୃତି

Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Subhadra Shakti Mela
Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା

Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଶକ୍ତି ମେଳାକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବା ସହିତ ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ, ଅର୍ଗାନିକ ଉତ୍ପାଦ ସହିତ ୨୦୦ରୁ ଅଧିକ ସାମଗ୍ରୀର ପ୍ରଦର୍ଶିତ ହେଉଛି।

ପ୍ରାୟ ୨୦୦ରୁ ଅଧିକ ସ୍ବୟଂ ସହାୟିକା ଗୋଷ୍ଠୀର ମା ମାନେ ୧୫୦ଟି ଷ୍ଟଲରେ ସେମାନଙ୍କର ସାମଗ୍ରି ପ୍ରଦର୍ଶିତ କରୁଛନ୍ତି। ଏହି ମେଳା ଦ୍ବାରା ମହିଳା ମାନଙ୍କ ଉତ୍ପାଦିତ ଦ୍ରବ୍ୟ ପ୍ରତି ଜାତୀୟ ଓ ଅନ୍ତର୍ଜାତୀୟ ମାର୍କେଟରେ ଆଗ୍ରହ ସୃଷ୍ଟି ହେବ। ଆଗାମୀ ଦିନରେ ସୁଭଦ୍ରା ଶକ୍ତି ମା’ମାନେ ନିଜର କଳା, ପରିଶ୍ରମ ଓ ବ୍ୟବସାୟିକ ସାମର୍ଥ୍ୟ ଯୋଗୁ ସ୍ବଚ୍ଛଳ ହେବା ସହିତ ଉଦ୍ୟୋଗୀ ଭାବେ ନିଜ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୁରୀ ବିଧାୟକ ଶ୍ରୀ ସୁନିଲ ମହାନ୍ତି, ପିପିଲି ବିଧାୟକ ଶ୍ରୀ ଆର୍ଶିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଶ୍ରୀ ଓମ୍‌ପ୍ରକାଶ ମିଶ୍ର, କାକଟପୁର ବିଧାୟକ ଶ୍ରୀ ତୁଷାରକାନ୍ତି ବେହେରା, ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର, ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା, ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ଶ୍ରୀ ଚନ୍ଦ୍ରଶେଖର ହୋତା ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ ।

Subhadra Shakti Mela କୋଣାର୍କ ଉତ୍ସବ ସୁଭଦ୍ରା ଶକ୍ତି ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

କୋରାପୁଟ ପରବ ପଡ଼ିଆରେ ଜାତୀୟସ୍ତରୀୟ ଲୋକ ମହୋତ୍ସବ ପରବ ୨୦୨୫ ଅନୁଷ୍ଠିତ

December 21, 2025

ଓଡିଶା ଖାଦ୍ୟ ମହୋତ୍ସବ: ଭୁବନେଶ୍ବରରେ ପ୍ରଦର୍ଶିତ ହେବ ବିଭିନ୍ନ ଜିଲ୍ଲାର ପ୍ରସିଦ୍ଧ ଖାଦ୍ୟ ପଦାର୍ଥ

December 19, 2025

ଖୋର୍ଦ୍ଧା ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟାରେ ପାରମ୍ପାରିକ ଲୋକକଳା ପ୍ରଦର୍ଶନ

December 18, 2025

ଦଶ ଦିବସୀୟ ଖୋର୍ଦ୍ଧା ମହୋତ୍ସବ -୨୦୨୫, ରୌପ୍ୟ ଜୟନ୍ତୀ ସମାରୋହ ଉଦ୍ଘାଟିତ

December 17, 2025
Latest News

‘ଟାଟା ପାୱାର ଓଡିଶା ଛାଡ’ ନାରା ନେଇ ସାରା ରାଜ୍ୟରେ ବିକ୍ଷୋଭ କରିବ ରାଜ୍ୟ କଂଗ୍ରେସ

December 21, 2025

ଭୁବନେଶ୍ବରରେ ପୁଣି ଗଣଦୁଷ୍କର୍ମ ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲେ ନବୀନ, କହିଲେ…

December 21, 2025

ଆମୋନିଆ-ୟୁରିଆ ସାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କଲେ ପ୍ରଧାନମନ୍ତ୍ରୀ

December 21, 2025

ମହାରାଷ୍ଟ୍ର ପୌର ନିର୍ବାଚନରେ ​​ମହାୟୁତି ମେଣ୍ଟର ବିପୁଳ ବିଜୟ: କଂଗ୍ରେସ ମେଣ୍ଟକୁ ବଡ ଝଟକା

December 21, 2025

ତୃତୀୟ ଆଶେସ୍ ଟେଷ୍ଟ ପରେ ବହୁତ ବଦଳିଲା WTC ପଏଣ୍ଟ ଟେବୁଲ: ବିପଦପୂର୍ଣ୍ଣ ସ୍ଥିତିରେ ଟିମ୍ ଇଣ୍ଡିଆ

December 21, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.