Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ସଂସ୍କୃତି»Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା
ସଂସ୍କୃତି

Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା

December 1, 2025No Comments1 Min Read
Share Facebook Twitter LinkedIn Email WhatsApp Copy Link
Subhadra Shakti Mela
Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଉଦଘାଟିତ ହେଲା ସୁଭଦ୍ରା ଶକ୍ତି ମେଳା

Subhadra Shakti Mela: କୋଣାର୍କ ଉତ୍ସବ ଅବସରରେ ଅନୁଷ୍ଠିତ ହେଉଥିବା ସୁଭଦ୍ରା ଶକ୍ତି ମେଳାକୁ ମୁଖ୍ୟମନ୍ତ୍ରୀ ଉଦ୍‌ଘାଟନ କରିବା ସହିତ ବିଭିନ୍ନ ଷ୍ଟଲ ବୁଲି ଦେଖିଥିଲେ। ମୁଖ୍ୟମନ୍ତ୍ରୀ କହିଥିଲେ ଯେ, ଏହି ପ୍ରଦର୍ଶନୀରେ ବିଭିନ୍ନ ପ୍ରକାରର ହସ୍ତଶିଳ୍ପ, ଅର୍ଗାନିକ ଉତ୍ପାଦ ସହିତ ୨୦୦ରୁ ଅଧିକ ସାମଗ୍ରୀର ପ୍ରଦର୍ଶିତ ହେଉଛି।

ପ୍ରାୟ ୨୦୦ରୁ ଅଧିକ ସ୍ବୟଂ ସହାୟିକା ଗୋଷ୍ଠୀର ମା ମାନେ ୧୫୦ଟି ଷ୍ଟଲରେ ସେମାନଙ୍କର ସାମଗ୍ରି ପ୍ରଦର୍ଶିତ କରୁଛନ୍ତି। ଏହି ମେଳା ଦ୍ବାରା ମହିଳା ମାନଙ୍କ ଉତ୍ପାଦିତ ଦ୍ରବ୍ୟ ପ୍ରତି ଜାତୀୟ ଓ ଅନ୍ତର୍ଜାତୀୟ ମାର୍କେଟରେ ଆଗ୍ରହ ସୃଷ୍ଟି ହେବ। ଆଗାମୀ ଦିନରେ ସୁଭଦ୍ରା ଶକ୍ତି ମା’ମାନେ ନିଜର କଳା, ପରିଶ୍ରମ ଓ ବ୍ୟବସାୟିକ ସାମର୍ଥ୍ୟ ଯୋଗୁ ସ୍ବଚ୍ଛଳ ହେବା ସହିତ ଉଦ୍ୟୋଗୀ ଭାବେ ନିଜ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିପାରିବେ।

ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ଶ୍ରୀମତୀ ପ୍ରଭାତୀ ପରିଡ଼ା, ପୁରୀ ବିଧାୟକ ଶ୍ରୀ ସୁନିଲ ମହାନ୍ତି, ପିପିଲି ବିଧାୟକ ଶ୍ରୀ ଆର୍ଶିତ ପଟ୍ଟନାୟକ, ସତ୍ୟବାଦୀ ବିଧାୟକ ଶ୍ରୀ ଓମ୍‌ପ୍ରକାଶ ମିଶ୍ର, କାକଟପୁର ବିଧାୟକ ଶ୍ରୀ ତୁଷାରକାନ୍ତି ବେହେରା, ବ୍ରହ୍ମଗିରି ବିଧାୟିକା ଶ୍ରୀମତୀ ଉପାସନା ମହାପାତ୍ର, ପୁରୀ ଜିଲ୍ଲାପାଳ ଶ୍ରୀ ଦିବ୍ୟଜ୍ୟୋତି ପରିଡ଼ା, ଓଡ଼ିଶା ସାହିତ୍ୟ ଏକାଡେମୀ ସଚିବ ଶ୍ରୀ ଚନ୍ଦ୍ରଶେଖର ହୋତା ପ୍ରମୁଖ ମଞ୍ଚରେ ଉପସ୍ଥିତ ଥିଲେ ।

Subhadra Shakti Mela କୋଣାର୍କ ଉତ୍ସବ ସୁଭଦ୍ରା ଶକ୍ତି ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026

ଓଡ଼ିଆ ସଙ୍ଗୀତ ଆକାଶର ଅସ୍ତମିତ ସୂର୍ଯ୍ୟ: ପ୍ରଣବ ପଟ୍ଟନାୟକ

August 21, 2026

Raksha Bandhan: ଏଥର ରକ୍ଷା ବନ୍ଧନ କେବେ? ଅଗଷ୍ଟ ୨୭ ନା ୨୮ ତାରିଖ, ଶୁଭ ମୁହୁର୍ତ୍ତ କେତେବେଳେ

August 20, 2026

Raksha Bandhan: ଡାକ ବିଭାଗ ଆଣିଲା ସ୍ବତନ୍ତ୍ର ରାକ୍ଷୀ ବାକ୍ସ, ଭିତରେ ଥିବା ଭିଡିଓକୁ କ୍ଲିକ କରି ଦେଖନ୍ତୁ

August 20, 2026
Latest News

ଶ୍ରୀମନ୍ଦିର ପ୍ରଶାସନ କାର୍ଯ୍ୟାଳୟ ନିକଟରେ ହାତାହାତି

August 23, 2026

ନକଲି ଇ-ଚାଲାଣ ନାଁରେ ବଡ଼ ସାଇବର ଠକେଇ: ଖାଲି ହୋଇପାରେ ବ୍ୟାଙ୍କ ଖାତା

August 23, 2026

ଆସନ୍ତାକାଲି ନବରଙ୍ଗପୁରରେ ସ୍କୁଲ ଓ ଅଙ୍ଗନବାଡ଼ି ବନ୍ଦ

August 23, 2026

ସ୍ତ୍ରୀର ତଣ୍ଟି କାଟି ହତ୍ୟା କଲା ସ୍ବାମୀ

August 23, 2026

ତୁଳସୀକ୍ଷେତ୍ରରେ ରାଧାଗୋବିନ୍ଦଙ୍କ ଦିବ୍ୟ ଝୁଲଣ ଲୀଳା ଦର୍ଶନ ପାଇଁ ଭକ୍ତଙ୍କ ସମାଗମ

August 23, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.