Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ବିଶେଷ ଖବର»ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ, ଭିତରେ ଥିବା ଫଟୋରୁ ଜାଣନ୍ତୁ କିପରି ପାରଂପାରିକ ଶୈଳୀରେ ଚାଲିଛି କାମ
ବିଶେଷ ଖବର

ଚାଲିଛି ମହାପ୍ରଭୁଙ୍କ ରଥ ନିର୍ମାଣ, ଭିତରେ ଥିବା ଫଟୋରୁ ଜାଣନ୍ତୁ କିପରି ପାରଂପାରିକ ଶୈଳୀରେ ଚାଲିଛି କାମ

May 23, 2020No Comments1 Min Read
Share Facebook Twitter LinkedIn Email WhatsApp Copy Link
ଦ୍ରୁତ ଗତିରେ ଚାଲିଛି ମହାପ୍ରଭୁଙ୍କ ରଥ ପ୍ରସ୍ତୁତି କାର୍ଯ୍ୟ, ଫଟୋ ଦେଖି ଜାଣି ପାରିବେ କାମର ସ୍ଥିତି କେଉଁଠି

ପୁରୀ, ରଥଯାତ୍ରା ହେବ କି ନ ହେବ ସେ ନେଇ ବେଶ୍ କିଛିଦିନ ଧରି ଚାଲିଲା ଦ୍ବନ୍ଦ।ଏହି ଦ୍ବନ୍ଦ ଭିତରେ ରଥକାମ ନିର୍ଦ୍ଧାରିତ ସମୟ ଭିତରେ ଆରମ୍ଭ ହୋଇପାରିଲା ନାହିଁ। ଡେରିରେ ଆରମ୍ଭ ହୋଇଥିଲେ ମଧ୍ୟ  ବର୍ତ୍ତମାନ ରଥକାମ ଦ୍ରୁତ ଗତିରେ ଚାଲିଛି। ଆଜି ରଥକାମ ଯେଉଁ ପର୍ଯ୍ୟାୟରେ ପହଁଚିବା କଥା ତାହାଠାରୁ ଆଗରେ କାମ ଚାଲିଛି।

ପାରଂପାରିକ କାଠର ହାତୁଡି ସାହାର୍ଯ୍ୟରେ ମହାରଣା ସେବକମାନେ କରୁଛନ୍ତି ରଥ ଚକର ପଇ କାମ
ରଥରେ ଲାଗିବାକୁ ଥିବା ବିଭିନ୍ନ କାରୁକାର୍ଯ୍ୟକୁ ପାରଂପାରିକ ଶୈଳୀରେ ନିର୍ମାଣ କରୁଛନ୍ତି ସେବକ
ରଥଚକ ନିର୍ମାଣ କରିବାରେ ଲାଗିଛନ୍ତି ମହାରଣା ସେବକଗଣ
ରଥରେ ଲାଗିବାକୁଥିବା ଲୁହାକଣ୍ଟାକୁ ପାରଂପାରିକ ଶୈଳୀରେ ନିର୍ମାଣ କରୁଛନ୍ତି କମାର ସେବକ
ପାରଂପାରିକ ନିର୍ମାଣ ଜିନିଷ ବ୍ୟବହାର କରି ସେବକମାନେ ରଥକାଠକୁ ସାଇଜ କରୁଛନ୍ତି
ସେହି ପାରଂପାରିକ କାଠର ହାତୁଡି ସହିତ ନିହଣରେ ଚାଲିଛି କାରୁକାର୍ଯ୍ୟ

Puri Ratha Yatra
Share. Facebook Twitter LinkedIn Email WhatsApp Copy Link

Related Posts

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଧାନମନ୍ତ୍ରୀଙ୍କ ‘ପରୀକ୍ଷା ପେ ଚର୍ଚ୍ଚା’ କାର୍ଯ୍ୟକ୍ରମ ପିଲାଙ୍କ ସହ ଦେଖିଲେ ମୁଖ୍ୟମନ୍ତ୍ରୀ

February 6, 2026

ପୁରୀ ଅନ୍ନପୂର୍ଣ୍ଣା ଥିଏଟର ର ହେବ ପୁନଃଉଦ୍ଧାର, ମନ୍ତ୍ରୀ ହରିଚନ୍ଦନଙ୍କ ଅଧ୍ୟକ୍ଷତାରେ ବସିଲା ବୈଠକ

February 6, 2026
Latest News

ଭାରତୀୟ ରେଳବାଇରେ ୨୦୧୪-୧୫ ଏବଂ ୨୦୨୪-୨୫ ମଧ୍ୟରେ ୫.୦୮ ଲକ୍ଷ ନିଯୁକ୍ତି: ଅଶ୍ୱିନୀ ବୈଷ୍ଣବ

February 6, 2026

ଇଂଲଣ୍ଡକୁ ପରାସ୍ତ କରି ଷଷ୍ଠ ଥର ପାଇଁ ବିଶ୍ୱ ଚାମ୍ପିଅନ୍ ହେଲା ଭାରତ: ବିଜୟର ହିରୋ ବୈଭବ ସୂର୍ଯ୍ୟବଂଶୀ

February 6, 2026

ପ୍ରଗତି ପଥରେ ଅଗ୍ରସର ହେଉଥିବା ଓଡ଼ିଶା ନିଜ ପାଇଁ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଛି: ରାଜ୍ୟପାଳ

February 6, 2026

ଏବେ ଜଖପୁରା ଷ୍ଟେସନରେ ରହଣି କରିବନାହିଁ ଏହି ଯାତ୍ରୀବାହୀ ଟ୍ରେନ୍‌: ଦେଖନ୍ତୁ ତାଲିକା

February 6, 2026

ଭୁବନେଶ୍ୱରରେ ବ୍ଲାକ୍‌ ସ୍ୱାନ୍‌ ଶିଖର ସମ୍ମିଳନୀରେ ରାଷ୍ଟ୍ରପତିଙ୍କ ଯୋଗଦାନ

February 6, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.